ଅମିତ ଶାହଙ୍କ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲବାଦ ହେବ ମୁକ୍ତ
ନୂଆଦିଲ୍ଲୀ,୨୧।୩: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ରାଜ୍ୟ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟକାରିତା ବିଷୟରେ ଆଲୋଚନା କରିଛନ୍ତି। ଏହି ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ୩୧ ମାର୍ଚ୍ଚ, ୨୦୨୬ ସୁଦ୍ଧା ଦେଶକୁ ନକ୍ସଲବାଦ ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି, ଗତ…
ସଚିନ ତେନ୍ଦୁଲକରଙ୍କୁ ପସନ୍ଦ ବଡା ପାଓ୍ବ, ବିଲ ଗେଟ୍ସଙ୍କୁ ବି ପସନ୍ଦ…
ନୂଆଦିଲ୍ଲୀ,୨୧।୩: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ବିଲ ଗେଟ୍ସ ପ୍ରାୟତଃ ଭାରତ ଗସ୍ତରେ ଆସନ୍ତି। ତାଙ୍କୁ ପୂର୍ବରୁ ମଧ୍ୟ ଏଠାରେ ଦେଖାଯାଇଥିଲା, ମଜାଦାର କଥା ହେଉଛି ସେ ସଚିନ ତେନ୍ଦୁଲକରଙ୍କ ସହ ବଡା-ପାୱର ମଜା କରୁଥିବାର ଦେଖାଯାଇଥିଲା। ଅନୁମାନ…
କୋର୍ଟକୁ ଯିବା ପୂର୍ବରୁ କାହିଁକି ଚିତ୍କାର କରିଥିଲେ ଚହଲଙ୍କ ଏକ୍ସ ଓ୍ବାଇଫ, ଦେଖନ୍ତୁ ଭିଡିଓ
ମୁମ୍ବାଇ,୨୧।୩: ବାନ୍ଦ୍ରା କୋର୍ଟ ଯାଉଥିବା ସମୟରେ ଧନଶ୍ରୀଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରକାଶିତ କ୍ଲିପରେ, ଭିଡ଼ ଯୋଗୁଁ ଜଣେ ମହିଳା ତଳେ ପଡ଼ିଯିବା ପରେ ଧନଶ୍ରୀ ନିଜର ଶାନ୍ତତା ହରାଇ ପାପାରାଜିଙ୍କ ଉପରେ ରାଗି ଯାଇଛନ୍ତି।…
ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୧ ଜିଲାକୁ ଝଡ…
Rohit Sharmaଙ୍କ ସ୍ବର ବ୍ୟବହାର କଲା ପାକିସ୍ତାନ ଟି-୨୦ ଫ୍ରାଞ୍ଚାଇଜ, ରାଗିଗଲେ ଭାରତୀୟ ପ୍ରଶଂସକ, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୨୧।୩: ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ବ୍ରାଡ ହଗ ନିକଟରେ ପାକିସ୍ତାନୀ କ୍ରିକେଟର ମହମ୍ମଦ ରିଜୱାନଙ୍କ ଇଂରାଜୀର ମଜା ଉଡାଇବା ପରେ ସୋସିଆଲ ମିଡିଆରେ ଟ୍ରୋଲ ହୋଇଥିଲେ। ଏବେ ଆଉ ଏକ ଭିଡିଓ ଇଣ୍ଟରନେଟ ୟୁଜର୍ସଙ୍କୁ କ୍ରୋଧିତ କରିଛି। ପାକିସ୍ତାନ ସୁପର ଲିଗ…
ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ
ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର…
ସୁନିତା ୱିଲିୟମ୍ସ-ବୁଚ ୱିଲମୋରଙ୍କୁ ମିଳିବନି ଓଭରଟାଇମ ପେମେଣ୍ଟେ: ଜାଣନ୍ତୁ କାହିଁକି
ନ୍ୟୁୟର୍କ,୨୧।୩: ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ ୱିଲମୋରଙ୍କୁ ନିର୍ଦ୍ଧାରିତ ସମୟ ଅପେକ୍ଷା ମହାକାଶରେ ଅଧିକ ସମୟ ବିତାଇବା ପାଇଁ କୌଣସି ଓଭରଟାଇମ ପେମେଣ୍ଟେ ଦିଆଯିବ ନାହିଁ। ନାସାର ନିୟମ ଅନୁଯାୟୀ, ସୁନିତା ଏବଂ ବୁଚ ୱିଲମୋର ସେମାନଙ୍କର ଅପ୍ରତ୍ୟାଶିତ ଭାବରେ…
ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଟିକା: ଏପ୍ରିଲ ୨ରେ ପ୍ରବେଶ ଉତ୍ସବ
ଝରିଗାଁ,୨୧।୩(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଲ ବାଟିକା । ଏପ୍ରିଲ ୨ରେ ପ୍ରବେଶ ଉତ୍ସବ ଏବଂ ଖଡି ଛୁଆଁ । ଛୋଟ ପିଲାଠାରୁ ଆରମ୍ଭ କରି ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ପିଲାଟିଏ କିଭଳି ତାର ଗୁଣାତ୍ମକ…
୩୦ ହଜାର ଟଙ୍କା ଅଧିକ ଦରମାରେ ଆସି ପଶ୍ଚାତାପ କଲେ କର୍ମଚାରୀ, ସୋସିଆଲ ମିଡିଆରେ କହିଲେ ମୁଁ ବରବାଦ ହୋଇଗଲି
ଅଧିକାଂଶ ଟେକ୍ ପ୍ରଫେଶନାଲ ଦେଶର ଆଇଟି ହବ୍ ବେଙ୍ଗାଲୁରୁରେ କାମ କରନ୍ତି ଏବଂ ମାସିକ ମୋଟା ଅଙ୍କର ଦରମା ବି ପାଆନ୍ତି। ବେଙ୍ଗାଲୁରୁ ଏହି ଟେକ୍ ପ୍ରଫେଶନାଲମାନଙ୍କ ଜୀବନଶୈଳୀ ମଧ୍ୟ ସାଧାରଣ କର୍ମଜୀବୀ ଲୋକଙ୍କ ତୁଳନାରେ ବହୁତ ଉଚ୍ଚମାନର। ପ୍ରତିବର୍ଷ ଅନେକ…
ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ
ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି। ଏସିଏଫ ରଶ୍ମି ରଞ୍ଜନ ସାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ସଭାରେ ବନ ଏବଂ ଖାଦ୍ୟ…
ନିଜ ପୁଅକୁ ମୁଖ୍ୟମନ୍ତ୍ରୀ ବସାନ୍ତୁ ନୀତୀଶ କୁମାର: କାହିଁକି ଏମିତି ଦାବି କଲେ ରାବ୍ରି ଦେବୀ
ପାଟନା,୨୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବାକଯୁଦ୍ଧ ତୀବ୍ର ହୋଇଛି। ନୀତିଶ କୁମାର ରାବ୍ରିଙ୍କୁ ମୁଖ୍ୟମନ୍ତ୍ରୀ ହେବା ନେଇ ଟାର୍ଗେଟ କରିଥିଲେ। ତେଣୁ ଏବେ ରାବ୍ରୀ ଦେବୀ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ମାନସିକ…
ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ
ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ ବେକାର ଯୁବତୀଯୁବକମାନେ ପଞ୍ଜୀକରଣ କରିଥିଲେ। ଏହାକୁ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଉଦ୍ଘାଟନ…
Archives


