Home

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) କରୋନା ଭାଇରସ୍‌ ଟିକା ପ୍ରସ୍ତୁତ କରିବା ଅଭିଯାନକୁ ଜୋର୍‌ଦାର କରିଛି।…

ସତ ଓଗାଳିଲା ଡବ୍ଲ୍ୟୁଏଚ୍‌ଓ: ‘ଭୂତାଣୁ ସମ୍ପର୍କରେ ପ୍ରଥମେ ଚାଇନା ସତର୍କ କରି ନ ଥିଲା’

ଜେନିଭା,୪।୭: ମହାମାରୀ କରୋନା ପ୍ରକୋପ ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଶେଷରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସତ ମାନିଛି। ଭୂତାଣୁ ନେଇ ଚାଇନା ଆମକୁ କୌଣସି ସତର୍କ କରି ନ ଥିଲା ବରଂ ଚାଇନାରେ ଥିବା ନିଜ କାର୍ଯ୍ୟାଳୟ ଉହାନ୍‌ରେ…

ସାବଧାନ! ହେଲ୍‌ମେଟ ଘରକୁ କରୋନା ଆଣୁନାହିଁ ତ

ଆପଣଙ୍କ ହେଲମେଟ ଘରକୁ କରୋନା ଭାଇରସ୍‌ ଆଣୁ ନାହିଁ ତ? ଏହି ପ୍ରଶ୍ନ ଶୁଣି ଆପଣ ଟିକେ ଅଜବ ଅନୁଭବ କରିପାରନ୍ତି, କିନ୍ତୁ ବର୍ତ୍ତମାନ ଏହି ପ୍ରଶ୍ନଟି ଆପଣ ଏବଂ ଆପଣଙ୍କ ପରିବାରର ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶରେ କରୋନା…

କାଲି ଲଞ୍ଚ ହେବ ଦେଶର ପ୍ରଥମ ଦେଶୀ ଆପ ଏଲିମେଣ୍ଟ୍ସ

ନୂଆଦିଲ୍ଲୀ,୪।୭-ଦିନକୁ ଦିନ ଦେଶରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଭାରତରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ପାଖାପଖି ୫୦ କୋଟିରୁ ଅଧିକ ରହିଥିବା ଏକ ତଥ୍ୟରୁ ଜଣାପଡ଼ିଛି। ଏହାସତ୍ତ୍ୱେ ଦେଶରେ ସାମାଜିକ ଗଣମାଧ୍ୟମ ବଜାରରେ ବିଦେଶୀ କମ୍ପାନୀଙ୍କ କବ୍ଜା…

କାହିଁକି ମରୁଛନ୍ତି ଏତେ ସଂଖ୍ୟକ ହାତୀ, ଜାଣନ୍ତୁ କ’ଣ ରହିଛି କାରଣ

ଆଫ୍ରିକାର ବୋସ୍‌ଓ୍ବାନାଠାରେ ଗତ ଦୁଇ ମାସ ମଧ୍ୟରେ ଶହ ଶହ ହାତୀଙ୍କର ମୃତ୍ୟୁ ଘଟିସାରିଲାଣି। ବ୍ରିଟେନସ୍ଥିତ ନ୍ୟାସନାଲ ପାର୍କ ରେସ୍‌କ୍ୟୁର ଡ. ଡକ୍ଟର ନିଅଲ ମାଚେନ କୁହନ୍ତି, ତାଙ୍କ ସହକର୍ମୀମାନେ ମେ’ ଆରମ୍ଭରୁ ଦକ୍ଷିଣ ଆଫ୍ରିକାର ଏହି ଦେଶର ଓକାଭାଙ୍ଗୋ ଡେଲ୍‌ଟାରେ…

ଏହି ୩ କୁକୁର ମୃତ୍ୟୁମୁଖରୁ ବଞ୍ଚାଇଥିଲେ ମାଲିକଙ୍କୁ

ଆମ ଆଖପାଖରେ ଏମିତି କିଛି ଜୀବଜନ୍ତୁ ଥା’ନ୍ତି ଯେ କି ଆମର ବହୁ ବିଶ୍ୱାସୀ ହୋଇଥାନ୍ତି। ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ କହିଛନ୍ତି, ଯଦି ପାରୁଛ ପଶୁପକ୍ଷୀଙ୍କଠାରୁ କିଛି ଶିଖ। କୁକୁର ଏପରି ଏକ ଜୀବ, ଯିଏ ମଣିଷର ସବୁଠୁ ଭଲ ତଥା…

ପତ୍ନୀ ସାକ୍ଷୀଙ୍କୁ ପସନ୍ଦ ନ ଥିଲା କ୍ରିକେଟ, ନା ଚିହ୍ନିଥିଲେ ଧୋନୀଙ୍କୁ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଜି ବିବାହବାର୍ଷିକୀ। ଦଶ ବର୍ଷର ବିବାହ ମଧ୍ୟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି ଧୋନୀ। ତନ୍ମଧ୍ୟରେ ରହିଛି ୨୦୧୧ ବିଶ୍ୱକପ, ଇଂଲଣ୍ଡରେ ଚାମ୍ପିୟନ୍ସ ଟ୍ରଫି ଜିତିବା,ପଦ୍ମଭୂଷଣ ସମ୍ମାନ ମିଳିବା…

କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି…

ବନ୍ଧୁ ଚୟନ ସମୟରେ ଏସବୁ ଜିନିଷ ପ୍ରତି ଧ୍ୟାନ ଦିଅନ୍ତୁ, କରିବେ ନାହିଁ ପଶ୍ଚାତାପ

ଆଚାର୍ଯ୍ୟ ଚାଣକ୍ୟ ମଣିଷ ଜୀବନକୁ ପ୍ରଭାବିତ କରୁଥିବା ସମସ୍ତ ସମ୍ପର୍କକୁ ଗଭୀର ଭାବେ ଅଧ୍ୟୟନ କରିଥିଲେ। ସେ କୁହନ୍ତି, ବନ୍ଧୁତ୍ୱ ଏଭଳି ଏକ ସମ୍ପର୍କ ଯାହା ମଣିଷ ନିଜେ ତିଆରି କରେ। ପ୍ରକୃତ ବନ୍ଧୁ ଭଗବାନଙ୍କ ଅଂଶ ଭଳି। ହେଲେ ଖରାପ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬…

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ।…

କରୋନାର ନୂଆ ରୂପ ‘ଜି୬୧୪’: ୯ଗୁଣ ଅଧିକ ବଢ଼ାଉଛି ସଂକ୍ରମଣ

ନୂଆ ରୂପରେ ଅଧିକ ବ୍ୟାପୁଛି କରୋନା। ଏଭଳି କିଛି ଜାଣିବାକୁ ପାଇଛନ୍ତି ଅର୍ନ୍ତରାଷ୍ଟ୍ରୀୟ ଅନୁସନ୍ଧାନକାରୀଙ୍କ ଏକ ଟିମ୍‌। ଅଧିକାଂଶ ଲୋକ ଏବେ ଏହି କରୋନାରେ ସଂକ୍ରମିତ ହେଉଥିବା ମଧ୍ୟ ସେମାନେ କହିଛନ୍ତି। ସିଏନ୍‌ଏନ୍‌ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, କରୋନା ଭାଇରସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?