ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ
ଭଞ୍ଜନଗର,୪ା୫(ଡି.ଏନ୍.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ତହସିଲଦାର ଆଲୋକ ପ୍ରଧାନ, ଭଞ୍ଜନଗର ବିଡିଓ…
ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ: ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ
ସିଙ୍ଗାପୁର,୪।୫: ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ ଥିବା କୁହାଯାଉଛି। ସ୍ଥାନୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସମ୍ପ୍ରତି ସିଙ୍ଗାପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୨୦୫ ରହିଛି। ସେହିପରି ମୃତକଙ୍କ ସଂଖ୍ୟା…
ସୁରଟରୁ ଦ୍ୱିତୀୟ ଟ୍ରେନ୍ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ସୁରଟରୁ ଆଉ ଏକ ଟ୍ରେନ୍ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩ ଘଣ୍ଟା…
ଲକ୍ଷେ ଟପିବ ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍
ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଆମେରିକାରେ ଲକ୍ଷେ ଟପିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସତର୍କ ସୂଚନା ଦେଇଛନ୍ତି। ତାଙ୍କ ସରକାର କରୋନା…
ଟିକ୍ଟକ୍, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ
ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି ଘରେ ରହି ବି ଏଥିରେ ସାମିଲ ହୋଇଛି। ଏମିତି ଜଣେ କମ୍ ବୟସର…
ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍ର ଶିକାର…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ବାହାର ରାଜ୍ୟରୁ ବସ୍ ଓ ଟ୍ରେନ୍ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ଚମ୍ପଟ…
ଗିଲଗିଟ୍-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ
ନୂଆଦିଲ୍ଲୀ,୪।୫: ଗିଲଗିଟ୍ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍କୋର୍ଟ ଗିଲଗିଟ୍ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ। ଏହାପରେ…
ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିଲା ବସ୍, ଭାରସାମ୍ୟ ହରାଇ ଓଲଟିଲା
ଭଦ୍ରକ ଅଫିସ, ୪।୫: ଟ୍ରେନରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଗଞ୍ଜାମରୁ ଆଣିବା ପାଇଁ ଯାଉଥିବା ଏକ ଘରୋଇ ବସ୍ ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ଅଞ୍ଚଳରେ ଭାରସାମ୍ୟ ହରାଇ ସୋମବାର ଓଲଟି ପଡ଼ିଛି। ଏଥିରେ କେହି…
ସୁରଟ ଫେରନ୍ତା ଅଧା ରାସ୍ତାରେ ଓହ୍ଲାଇ ପଳାଉଥିଲେ, ଅଟକାଇଲେ ଲୋକେ
ଭଦ୍ରକ ଅଫିସ,୪ା୫: ସୁରଟରୁ ଫେରୁଥିବା ବେଳେ ଅଧା ରାସ୍ତାରେ ଗାଡ଼ିରୁ ଓହ୍ଲାଇ ପଳାଉଥିଲେ। ଜଣେ ନୁହଁ କି ଦୁଇଜଣ ନୁହେଁ। ୨୨ରୁ ଅଧିକ ଲୋକ ଖସି ପଳାଉଥିଲେ। ସ୍ଥାନୀୟ ଲୋକେ କେତେଜଣଙ୍କୁ ଅଟକାଇଥିବା ବେଳେ ଆଉ କେତେଜଣ ଖସି ପଳାଇଛନ୍ତି। ଏପରି…
ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ
ଚୌଦାର,୪l୬(ଡି. ଏନ୍.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା ତରଫରୁ ଗାନ୍ଧି ଛକ, ଚୌଦ୍ୱାର ମହାବିଦ୍ୟାଳୟ ମହିଳା ଛାତ୍ରୀନିବାସରେ ପ୍ରବାସୀ ଓଡ଼ିଆଙ୍କ ପାଇଁଁ…
ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍ଆର୍
ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍ଆର୍) ପକ୍ଷରୁ ସୂଚନା ଦିଆଯାଇଛି।…
Archives


