Home

ଡିଏଲ୍‌ଏସ୍‌ ନିୟମର ଅନ୍ୟତମ ସ୍ରଷ୍ଟା ଲୁଇସ୍‌ଙ୍କ ପରଲୋକ

ଲଣ୍ଡନ,୨।୪(ଏଏଫ୍‌ପି): କ୍ରିକେଟର ବହୁ ଚର୍ଚ୍ଚତ ତଥା ବିବାଦୀୟ ଡକ୍‌ଓ୍ବର୍ଥ- ଲୁଇସ- ଷ୍ଟେର୍ନ (ଡିଏଲ୍‌ଏସ୍‌) ନିୟମର ଅନ୍ୟତମ ସ୍ରଷ୍ଟା ଟୋନି ଲୁଇସ୍‌ ପରୋଲୋକ ଗମନ କରିଛନ୍ତି। ବର୍ଷା ବା ଖରାପ୍‌ ପାଗ ଦ୍ୱାରା ବାଧାପ୍ରାପ୍ତ ହେଉଥିବା ସୀମିତ ଓଭର ମ୍ୟାଚ୍‌ର ଫଳାଫଳ ପାଇଁ…

ସାନିଟାଇଜ୍‌ ହେଲା ଝାରସୁଗୁଡା ସହର

ଝାରସୁଗୁଡା ଅଫିସ,୨ା୪- ଝାରସୁଗୁଡା ସହରରେ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଗୁରୁବାର ପଦକ୍ଷେପ ସଦୃଶ ସହରର ବିଭିନ୍ନ ପ୍ରମୁଖ ରାସ୍ତା ଗୁଡିକୁ ସାନିଟାଇଜ କରାଯାଇଛି। ଦମକଳବାହିନୀ ବିଭିନ୍ନ ରାସାୟନିକ ମିଶା ପାଣି…

ଲକ୍‌ଡାଉନ୍‌ରେ ସହାୟତାର ହାତ ବଢ଼ାଉଛି ଡାକ ବିଭାଗ: ଲୋକଙ୍କ ପାଖରେ ପହଞ୍ଚି ସେବା ପ୍ରଦାନ କରୁଛନ୍ତି କର୍ମଚାରୀ, ନିସହାୟଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

କଟକ ଅଫିସ,୨।୪: କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ସ୍ଥିତି ଜାରି ରହିଛି। ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ଅନେକେ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ସାହାଯ୍ୟ କରିବାକୁ ବିଭିନ୍ନ…

କରୋନା ଭାଇରସ୍‌ ସହ ଲଢୁଥିବା ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ପ୍ରିୟଙ୍କା

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସହ ଲଢ଼ିବା ପାଇଁ ଅନେକ ବଲିଉଡ୍‌ କଳାକାର ଆଗେଇ ଆସି ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଚାଲିଛନ୍ତି। ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଖାଲି ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି…

ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍‌ ଡାଉନ୍‌ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ ତୁଷୁରା ସହରର ମାରୱାଡି ଯୁବା ମଞ୍ଚ, ଜାଗୃତି ଶାଖା ଓ ରିହାଇ ସଂଗଠନ…

କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଏହି ପୂଜା ଚଳିତ ବର୍ଷ ୭ ଦିନ…

ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ ଏକ ଭଡାଘରେ ରହୁଛନ୍ତି । ମହାମାରୀ କରୋନା ଭୂତାଣୁ ଜନିତ ଳକ୍‌ଡାଉନ ଯୋଗୁ…

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି। ଏନେଇ ଦକ୍ଷିଣ ଆଫ୍ରିକା ଉପରାଷ୍ଟ୍ରପତି ଡେଭିଡ୍‌ ମାବୁଜା ବୁଧବାର ସୂଚନା ଦେଇଥିଲେ। ଏଚ୍‌ଆଇଭି…

କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ହୁଏ ନାହିଁ, ରୋଗୀଙ୍କ ବ୍ୟବହାର ଜିନିଷ ଛୁଇଁଲେ ମଧ୍ୟ କରୋନା ସଂକ୍ରମିତ ହୋଇଥାଏ।…

ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨ ଡିଗ୍ରୀ, ବଲାଙ୍ଗୀର ୪୦ ଡିଗ୍ରୀ ରହିଥିଲା। ସେହିଭଳି କଟକ ଏବଂ ବୌଦ୍ଧରେ ୩୯.୫ଂ,…

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ ବି କରୋନା ପହଞ୍ଚି ନାହିଁ। ଏସମ୍ପର୍କରେ ଉତ୍ତର କୋରିଆ ପକ୍ଷରୁ କୁହାଯାଇଛି। ଚାଇନା ସୀମାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri