Home

ସ୍ମିଥ୍‌, ଡିଭିଲର୍ସଙ୍କୁ ବୋଲିଂ କରିବା ବଡ଼ ଚ୍ୟାଲେଞ୍ଜ: କୁଲଦୀପ୍‌

ନୂଆଦିଲ୍ଲୀ,୩।୭(ପି.ଟି): ଅଷ୍ଟ୍ରେଲିଆ ତାରକା ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ଓ ଦକ୍ଷିଣ ଆଫ୍ରିକା ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସଙ୍କୁ ବୋଲିଂ କରିବା ଏକ ବଡ଼ ଚ୍ୟାଲେଞ୍ଜ୍‌ ବୋଲି ଭାରତୀୟ ରିଷ୍ଟ ସ୍ପିନର କୁଲଦୀପ ଯାଦବ କହିଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ପାଖରେ ଏକ…

ଲେହରେ ଗର୍ଜିଲେ ମୋଦି

ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍‌ ବର୍ଷିଛନ୍ତି। ସେଠାରେ ସେ ଭାରତୀୟ ସେନାଙ୍କୁ ସମ୍ବୋଧନ ଦେବା ଅବସରରେ କହିଛନ୍ତି ବିସ୍ତାରବାଦର ଯୁଗ ଶେଷ…

କଟକ ସହରରେ ୫୯ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୭: କଟକ ମହାନଗର ନିଗମ ଅଞ୍ଚଳରୁ ଶୁକ୍ରବାର ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ରୁ ୫୬, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଓ ଅନ୍ୟ ୨ଟି ଲୋକାଲ କେସ୍‌ ରହିଛି। ଲୋକାଲ କଣ୍ଟାକ୍ଟ କେସ୍‌ରେ ଶଙ୍କରପୁର ଓ ନିମଚଉଡ଼ି ଅଞ୍ଚଳର…

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଗାବ୍ରିଏଲ

ମାଞ୍ଚେଷ୍ଟର,୩।୭ (ପି.ଟି.): ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଭିଜ୍ଞ ଦ୍ରୁତ ବୋଲର ଶାନନ ଗାବ୍ରିଏଲଙ୍କୁ ଦଳରେ ସାମିଲ କରିଛି ଓ୍ବେଷ୍ଟଇଣ୍ଡିଜ। ଗୋଇଠିରେ ଅସ୍ତ୍ରୋପଚାର କରାଇଥିବା ଗାବ୍ରିଏଲ୍‌ ଏବେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତାଙ୍କୁ ୧୫ ଜଣିଆ ଦଳରେ ସାମିଲ କରାଯାଇଛି। ଆସନ୍ତା…

ମାଞ୍ଚେଷ୍ଟର ସିଟିଠାରୁ ୪-୦ରେ ହାରିଲା ଲିଭରପୁଲ

ମାଞ୍ଚେଷ୍ଟର,୩।୭(ଏପି): ୩୦ ବର୍ଷପରେ ଇଂଲିଶ୍‌ ପ୍ରିମିୟର ଲିଗ୍‌ ହାସଲ କରିଥିବା ଲିଭରପୁଲ ଏକ ବୃହତ୍‌ ପରାଜୟ ବରଣ କରିଛି। ଗୁରୁବାର ଖେଳାଯାଇଥିବା ଇଂଲିଶ୍‌ ପ୍ରିମିୟର ଲିଗ୍‌ର ଏକ ମ୍ୟାଚ୍‌ରେ ମାଞ୍ଚେଷ୍ଟର ସିଟି ୪-୦ରେ ଲିଭରପୁଲ୍‌କୁ ହରାଇଛି। ଦୀର୍ଘ ୩ ଦଶନ୍ଧି ପରେ…

ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌…

ମାତ୍ର ୧୩ ବର୍ଷରେ ବିବାହ କରିଥିଲେ ସରୋଜ

ମୁମ୍ବାଇ: ଡ୍ୟାନ୍ସ ପାଇଁ ବଲିଉଡ୍‌ରେ ବେଶ୍‌ ଜଣାଶୁଣା କୋରିଓଗ୍ରାଫର ସରୋଜ ଖାନ୍‌ ଶୁକ୍ରବାର ଦୁନିଆରୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। ସରୋଜ ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ୍‌ଙ୍କଠାରୁ ଆରମ୍ଭ କରି ଅନେକ ନାମକରା ଅଭିନେତ୍ରୀଙ୍କ ସହ କାମ କରିଛନ୍ତି। ସରୋଜଙ୍କ ବୃତ୍ତିଗତ…

ବୁଗୁଡା ସହରକୁ ଶଟ୍‌ଡାଉନ ଘୋଷଣା ପାଇଁ ଦାବି

ବୁଗୁଡା, ୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହା ସତ୍ତ୍ୱେ ମଧ୍ୟ କିଛି ଅମାନିଆ ଅଛନ୍ତି ଯେଉଁମାନେ କୋଭିଡ୍‌ ନିୟମକୁ ମାନୁ ନାହାନ୍ତି। ଏ ନେଇ ଜିଲାପାଳ ବିଜୟ ଅମୃତା…

ଏଥିପାଇଁ ଇସ୍‌ଲାମ ଧର୍ମ ଗ୍ରହଣ କରିଥିଲେ ସରୋଜ ଖାନ୍‌

ବମ୍ବେ: ବଲିଉଡର ଲୋକପ୍ରିୟ କୋରିଓଗ୍ରାଫର ସରୋଜ ଖାନ୍‌ଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ୨୦୦ରୁ ଅଧିକ ଫିଲ୍ମରେ ସେ କୋରିଓଗ୍ରାଫି କରିଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। ସମସ୍ତ କଳାକାର…

୩ କୋଟି କାରରେ ଡେଲିଭରି ହେଉଛି ଆମ୍ବ

ଫଳ ଭିତରେ ରାଜା ଆମ୍ବ। ଏହି ଫଳକୁ ସମସ୍ତେ ପସନ୍ଦ କରିଥାନ୍ତି। ତେବେ ଭାରତରେ ଅତି ସହଜରେ ସବୁ ସ୍ଥାନରେ ଆମ୍ବ ମିଳିଥାଏ। କେଉଁଠି ଠେଲାରେ ତ ଆଉ କେଉଁଠି ଫଳ ବିକ୍ରି ହୋଇଥାଏ। କିନ୍ତୁ ଦୁବାଇରେ ଆମ୍ବ ପାଇଁ ଅର୍ଡର…

ପୁରୁଷୋତ୍ତମପୁର ଏନ୍‌ଏସିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫ ଚିହ୍ନଟ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ଏହି ଏନ୍‌ଏସିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ଚିହ୍ନଟ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ରାତିରେ…

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୭୪ଜଣ କେବେଳ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଗୁଣୁପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?