Home

ଚାଇନା ହାତରେ ଖେଳୁଛି ଆମେରିକା

ନୂଆଦିଲ୍ଲୀ, ୭ା୬: ବିଶ୍ୱ ଏବେ ମହାମାରୀ କରୋନାକୁ ନେଇ ଚିନ୍ତିତ। ଚାଇନାର ଉହାନ୍‌ ସହରରୁ ବ୍ୟାପି ସାରା ବିଶ୍ୱକୁ ଏହି ଭୂତାଣୁ ଥରହର କରିପକାଇଛି। ଆମେରିକା ସମେତ ୟୁରୋପର କେତେକ ଦେଶ ଏଥିଲାଗି ଚାଇନାକୁ ଦୋଷ ଦେଉଛନ୍ତି। ସେପଟେ କିନ୍ତୁ ଅନ୍ତର୍ଜାତୀୟ…

ବନ୍ଦେ ଭାରତ ମିଶନ-୩ ପାଇଁ ୨୨ହଜାର ଟିକେଟ ବିକ୍ରି

ନୂଆଦିଲ୍ଲୀ,୭।୬: କରୋନ ସଂକ୍ରମଣ ଜନିତ ସମସ୍ୟା ଓ କଟକଣା କାରଣରୁ ବିଦେଶରେ ଫସି ରହିଥିବା ଭାରତୀୟମାନଙ୍କୁ ଦେଶକୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଏକ ସ୍ବତନ୍ତ୍ର ଯୋଜନା ‘ବନ୍ଦେ ଭାରତ ମିଶନ’ର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାର ତୃତୀୟ ପର୍ଯ୍ୟାୟ…

ଅର୍ଥନୀତିକୁ ଧ୍ୱଂସ କରୁଛି କେନ୍ଦ୍ର: ରାହୁଲ

ନୂଆଦିଲ୍ଲୀ,୭ା୬: କରୋନା ସଙ୍କଟ ବେଳେ କେନ୍ଦ୍ର ସରକାର ଗରିବଙ୍କୁ ନଗଦ ଟଙ୍କା ଦେଉନାହାନ୍ତି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ଦେବାକୁ ମନାକରୁଛନ୍ତି। ଏହା ଜରିଆରେ ସରକାର ଦେଶର ଅର୍ଥନୀତିକୁ ଧ୍ୱଂସ କରୁଛନ୍ତି। କେନ୍ଦ୍ରର ଏହି…

‘ବେଶି ଟେଷ୍ଟ ହେଲେ ଅଧିକ ସଂକ୍ରମିତ ବାହାରିବେ’

ୱାଶିଂଟନ,୭ା୬: କରୋନା ସଂକ୍ରମଣରେ ବିଶ୍ୱରେ ସର୍ବାଗ୍ରେ ରହିଛି ଆମେରିକା। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଛୁଇଁବାକୁ ବସିଥିବାବେଳେ ୧ ଲକ୍ଷ ୧୨ ହଜାର ଲୋକ ଆଖିବୁଜିଲେଣି। ହେଲେ ଭାରତ ଓ ଚାଇନାରେ ଯଦି ଅଧିକ ଟେଷ୍ଟ କରାଯାଏ ତା’ହେଲେ ଉଭୟ…

ଭାରତରେ ଫୁଟିବ କରୋନା ବୋମା

ଜାତିସଂଘ, ୭ା୬: ମହାମାରୀ କରୋନା ବିଶ୍ୱକୁ କଲବଲ କରିଚାଲିଛି। ଏବେ ୬୮ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩.୯୮ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଆମେରିକା, ବ୍ରାଜିଲ, ରୁଷିଆ, ସ୍ପେନ୍‌, ବ୍ରିଟେନ ପରେ ଭାରତ ଷଷ୍ଠ ସ୍ଥାନରେ…

ପୁଣି ଉତ୍କଟ ହେଲା ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୭ା୬(ଆଇଏଏନ୍‌ଏସ୍‌): ଲକ୍‌ଡାଉନର ପ୍ରାରମ୍ଭିକ ପର୍ଯ୍ୟାୟରେ ଦେଶର ୬ଟି ପ୍ରମୁଖ ସହରରେ ବାୟୁ ପ୍ରଦୂଷଣ ଯଥେଷ୍ଟ ହ୍ରାସ ପାଇଥିଲା। ତେବେ ଧୀରେ ଧୀରେ ଲକ୍‌ଡାଉନ ଖୋଲିବା ସହ ପ୍ରଦୂଷଣ ପୁଣି ବଢ଼ିବା ଆରମ୍ଭ କରିଛି। ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଏହି ତଥ୍ୟ…

ଆସିପାରେ ଆଉ ଏକ ବାତ୍ୟା: ୮ରେ ଲଘୁଚାପ

ଭୁବନେଶ୍ୱର,୭।୬(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିବା ପରିସ୍ଥିତି ଉପୁଜିଲାଣି। କେନ୍ଦ୍ରୀୟ ବଙ୍ଗୋପସାଗର ମ୍ୟାନ୍‌ମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ…

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ରିସର୍ଟ ପଲିଟିକ୍ସ

ଅହମଦାବାଦ, ୭ା୬: ଜୁନ୍‌ ୧୯ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସ ହଡବଡ଼େଇ ଯାଇଛି। ବିଶେଷକରି ୩ ବିଧାୟକଙ୍କ ଇସ୍ତଫା ପରେ ଦଳରେ ସଙ୍କଟ ଦେଖାଦେଇଛି। ତେଣୁ ରାଜ୍ୟ ସଭା ନିର୍ବାଚନକୁ ଆଖିଆଗରେ ରଖି ଘୋଡ଼ାବେପାରକୁ ଏଡ଼ାଇବା…

ମାତୃତ୍ୱ ବୟସ, ମାତୃ ମୃତ୍ୟୁହାର ଯାଞ୍ଚ ଲାଗି ଟାସ୍କଫୋର୍ସ

ନୂଆଦିଲ୍ଲୀ,୭ା୬(ପି.ଟି.): ମାତୃ ମୃତ୍ୟୁହାର କମାଇବାରେ ମାତୃତ୍ୱ ବୟସର କ’ଣ ସମ୍ପର୍କ ରହିଛି ତାହା ଯାଞ୍ଚ କରିବା ପାଇଁ ସରକାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ଜୟା ଜେଟଲୀଙ୍କ ଅଧ୍ୟକ୍ଷତାରେ ୧୦ ସଦସ୍ୟ ବିଶିଷ୍ଟ କମିଟି ବର୍ତ୍ତମାନର ଆଇନରେ ସଂଶୋଧନ କିମ୍ବା ଉପଯୁକ୍ତ…

ପଙ୍ଗୋଙ୍ଗ ହ୍ରଦ ନିକଟରୁ ସୈନ୍ୟ ହଟାଅ

ନୂଆଦିଲ୍ଲୀ,୭ା୬(ପି.ଟି./ଆଇଏଏନ୍‌ଏସ୍‌): ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ମାସେ ହେଲା ଅଚଳାବସ୍ଥା ଲାଗି ରହିଥିବାବେଳେ ଏହାର ସମାଧାନ ପାଇଁ ପ୍ରଥମ ବଡ଼ ପଦକ୍ଷେପ ସ୍ବରୂପ ଶନିବାର ଭାରତ ଓ ଚାଇନା ସୈନ୍ୟବାହିନୀର ଲ୍ୟୁଟ୍‌ନାଣ୍ଟ ଜେନେରାଲ ସ୍ତରୀୟ ଆଲୋଚନା ଅନୁଷ୍ଠିତ ହୋଇଛି। ଲେହସ୍ଥିତ…

ଚାଇନା ବିରୋଧରେ ୮ ଦେଶର ମେଳି

ବ୍ଲୁମ୍‌ବର୍ଗ,୭ା୬: ଚାଇନାର ପ୍ରଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ଏହା ବିଶ୍ୱ ବାଣିଜ୍ୟ, ସୁରକ୍ଷା ଓ ମାନବିକ ଅଧିକାର ପ୍ରତି ବିପଦ ସୃଷ୍ଟି କରିଛି। ଏହାକୁ ପ୍ରତିହତ କରିବା ଲାଗି ଆମେରିକା ସମେତ ୮ ଗଣତାନ୍ତ୍ରିକ ରାଷ୍ଟ୍ରର ବରିଷ୍ଠ ଆଇନପ୍ରଣେତାମାନେ ନୂଆ…

ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ

କଟକ ଅଫିସ,୬ା୬-ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍‌ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri