ହାଟଡିହୀରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗ୍ରାମ ସିଲ୍ କଲା ପ୍ରଶାସନ
ହାଟଡିହୀ,୩ା୫(ଡି.ଏନ୍.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ପ୍ରଶାସନ ପକ୍ଷରୁ ଗ୍ରାମକୁ ସିଲ୍ କରାଯାଇଛି। ଏଠାରୁ ଚିହ୍ନଟ ହୋଇଥିବା ୩୦ ବର୍ଷୀୟ ଯୁବକ ଜଣକ କୋଲକାତାରୁ ଫେରି…
କରୋନା ଭାଇରସ: ସିଲ୍ ହେଲା ସିଆର୍ପିଏଫ୍ ମୁଖ୍ୟାଳୟ
ନୂଆଦିଲ୍ଲୀ,୩।୫: ରାଜଧାନୀ ଦିଲ୍ଲୀରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍ପିଏଫ୍)ର ଜଣେ ଅଧିକାରୀଙ୍କ ଘରୋଇ ସଚିବ କରୋନା ସଂକ୍ରମିତ ହେବା ପରେ ଏବେ ସିଆର୍ପିଏଫ୍ର ମୁଖ୍ୟାଳୟକୁ ରବିବାର ସିଲ୍ କରି ଦିଆଯାଇଛି। ସଂକ୍ରମିତ ବ୍ୟକ୍ତି ନିୟମିତ ଭାବେ ଲୋଧି ରୋଡ୍ରେ ଥିବା…
ହନ୍ଦଓ୍ବାଡା ଏନ୍କାଉଣ୍ଟର: ଲଶ୍କରର ଟପ୍ କମାଣ୍ଡର ହାଇଦର ନିହତ
ହନ୍ଦଓ୍ବାଡା,୩।୫: ଉତ୍ତର କଶ୍ମୀରରେ ରବିବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ୫ ଯବାନ ଶହୀଦ ହୋଇଥିବା ବେଳେ ୨ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଥିଲା। ତେବେ ଏହି ଆତଙ୍କବାଦୀଙ୍କ ମଧ୍ୟରେ ଥିବା ଲଶ୍କର-ଇ-ତୋଇବାର ଟପ୍ କମାଣ୍ଡର…
ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି: ଶାମି
ନୂଆଦିଲ୍ଲୀ,୩।୫ (ପି.ଟି.): ସମସ୍ତଙ୍କୁ ଚକିତ କରିବା ଭଳି କଥା କହିଛନ୍ତି ଭାରତୀୟ ତାରକା ଦ୍ରୁତ ବୋଲି ମହମ୍ମଦ ସାମି। ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି ବୋଲି ସେ କହିଛନ୍ତି। ଗତକିଛି ବର୍ଷ ତଳେ ବ୍ୟକ୍ତିଗତ ସମସ୍ୟା ନେଇ ସଂଘର୍ଷର କରୁଥିବା…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା
ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ ସରକାର ଫେରାଇ ଆଣୁଥିବାରୁ ସଂକ୍ରମିତ ବଢ଼ିବା ଆଶଙ୍କାରେ ଏବେ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଅପରପକ୍ଷେ…
ମାଛ, ମାଂସ ଦର ଆକାଶଛୁଆଁ
ଗଞ୍ଜାମ,୩ା୫(ଡି.ଏନ୍.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍ଡାଉନ୍ ଅବଧି ମଧ୍ୟ ବଢିଛି। ଲୋକ ଭୟଭୀତ ହୋଇ ଘରୁପଦାକୁ ବାହାରୁନାହାନ୍ତି। ବର୍ତ୍ତମାନ ଗଞ୍ଜାମରେ ବି ଦୁଇଜଣ କରୋନା ସଂକ୍ରମିତ…
କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨
ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। ସୂଚନାଯୋଗ୍ୟ,…
ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍ ନାଗପୁରରେ ଓଲଟିଲା: ୨ ଆହତ
ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ…
୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍, କ୍ରିକେଟ୍
ରତ୍ନଗିରି,୩ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ୧୫୨ ନଂ.…
ରାସ୍ତାପାର୍ଶ୍ୱକୁ ଓଲଟିପଡ଼ିଲା ଲୁହାବୋଝେଇ ଟ୍ରକ୍
କୋଳିମାଟି,୩ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲାର ୨୦ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ଥିବା କନ୍ତୋମୂଶଳ ପୋଲ ନିକଟରେ ରବିବାର ପୂର୍ବାହ୍ନରେ ଏକ ଲୁହାବୋଝେଇ ଟ୍ରକ ଓଲଟି ପଡ଼ିଛି। ସୌଭାଗ୍ୟବଶତଃ ଚାଳକଙ୍କର କୌଣସି କ୍ଷତି ହୋଇନାହିଁ। ଟ୍ରକଟି ଯୋଡ଼ାରୁ ଲୁହା ବୋଝେଇ କରି…
ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧
ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆକ୍ରାନ୍ତଜଣଙ୍କ ୩୪…
ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ
ରତ୍ନଗିରି,୩ା୫(ଡି.ଏନ୍/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ ବାଇଁଶିରିଆ ପଞ୍ଚାୟତରୁ ୨ ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏହାକୁ ଗୁରୁତ୍ୱ…
Archives


