ଆଜିଠୁ ପୂଜା ପାଇବେ ପଟିଦିଅଁ
ଖୋର୍ଦ୍ଧା ଅଫିସ,୬ା୬: ଖୋର୍ଦ୍ଧା ଉପକଣ୍ଠ ଜାଗୁଲାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିରରେ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଭୋର ୪ଟାରେ ଦ୍ୱାରଫିଟା, ୫ଟାରେ ମଙ୍ଗଳ ଆଳତି, ପରେ ୭ଟାରେ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ସକାଳ ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ…
ପିପିଇ କିଟ୍ ଠକେଇର ଶିକାର ଅଶ୍ୱିନୀ ହସ୍ପିଟାଲ
ଭୁବନେଶ୍ୱର,୬ା୬ (ବ୍ୟୁରୋ): ସଂକ୍ରମଣ ରୋକିବା କ୍ଷେତ୍ରରେ ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ୍ (ପିପିଇ)ର ଜରୁରୀ ଆବଶ୍ୟକତା ରହିଛି। କରୋନା ମହାମାରୀ ପାଇଁ ଏବେ ଏସବୁ କିଟ୍ର ଚାହିଦା ବଢ଼ିଯାଇଛି। ଏପରିସ୍ଥଳେ କୋଭିଡ୍ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଅନୁମୋଦିତ ଅଶ୍ୱିନୀ ହସ୍ପିଟାଲ ପିପିଇ…
୩୦ଲକ୍ଷରୁ ଊର୍ଦ୍ଧ୍ୱ ଆୟବହିର୍ଭୂତ ସମ୍ପତ୍ତି ଜବତ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସର ଅଧିକାରୀମାନେ ତାଙ୍କ ଘରେ ଚଢ଼ାଉ କରି ଯାଞ୍ଚ ପରେ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ…
‘ଅମ୍ଫନ୍’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍.ଏ.)/ଜଗତ୍ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…
ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ
ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରାଜ୍ୟ ସରକାର, ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଓ କମିଶନରେଟ ପୋଲିସର…
ଜିଲାପାଳଙ୍କ ଭଡ଼ା କାର ନମ୍ବର ପ୍ଲେଟ ରଙ୍ଗ ବଦଳିଲା
ଜଗତ୍ସିଂହପୁର ଅଫିସ,୬ା୬: ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସରକାରୀ ଭାବେ ବ୍ୟବହାର କରୁଥିବା ଇନୋଭା କାରକୁ ନେଇ ନାନା କଥା ଆଲୋଚନା ଚାଲିଛି। ଏପରି କି ଗତ ମାର୍ଚ୍ଚ ମାସରୁ ଭଡ଼ାରେ ଲାଗିଥିବା ଏହି କାର ଜିଲାପାଳ ସରକାରୀ ଭାବେ…
ଉଠିଲା ପ୍ରଥମ ଭୂଇଁ
ପୁରୀ ଅଫିସ, ୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସ୍ନାନଯାତ୍ରା ଦୁଇଦିନ ପୂର୍ବରୁ ଚାରିନାହାକା ଉଠିଥିବାବେଳେ ଶୁକ୍ରବାର ତିନିରଥରେ ପ୍ରଥମ ଭୂଇଁ ଉଠିଛି। ଦ୍ୱିତୀୟ ଭୂଇଁ କାମ ମଧ୍ୟ ଶେଷ ହୋଇଛି। ଦୋଳବେଦି ପରିସର ଅସ୍ଥାୟୀ ଶାଳରେ ଓଝା…
ଘର ଛାତରେ ମହାପ୍ରଭୁଙ୍କ ଫଟୋ ରଖି ନୃତ୍ୟ
ପୁରୀ ଅଫିସ, ୬ା୬: ସ୍ନାନଯାତ୍ରା କିମ୍ବା ରଥଯାତ୍ରା ଅବା ବାହୁଡ଼ା ଏହି ସମୟରେ ଶ୍ରୀକ୍ଷେତ୍ରର ନୃତ୍ୟ ଶିଳ୍ପୀମାନେ ମହାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ ପରିବେଷଣ କରିଥାନ୍ତି। ବିଶେଷକରି ରଥଯାତ୍ରା ଓ ବାହୁଡ଼ା ପହଣ୍ଡି ଆଗରେ ଓଡ଼ିଶୀ, ମାହାରୀ ଆଦି ନୃତ୍ୟ ସାଙ୍ଗକୁ ବନାଟି…
ଟୁଇଟ୍ରେ ପୁରୀବାସୀଙ୍କୁ ଧନ୍ୟବାଦ ଦେଲେ ଡିଜିପି
କଟକ ଅଫିସ,୬ା୬: କରୋନା ପାଇଁ ଶୁକ୍ରବାର ପୁରୀରେ ଭକ୍ତଙ୍କ ବିନା ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତଙ୍କ ଉପସ୍ଥିତି ଉପରେ କଟକଣା ସହ ୧୪୪ ଧାରା ଜାରି କରାଯାଇଥିଲା। ଏହାପରେ ଶାନ୍ତି ଶୃଙ୍ଖଳାର ସହ ସ୍ନାନଯାତ୍ରା ସରିଛି। ପୁରୀବାସୀ ଏଥିରେ ସହଯୋଗ କରିଥିବାରୁ…
କୋଭିଡ୍- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ
ବାରିପଦା ଅଫିସ,୬।୬- କୋଭିଡ୍-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ ବଡ଼ସାହି ବ୍ଲକର ବିଭିନ୍ନ ଅଞ୍ଚଳରେ ହୋଇଥିବା ଅସ୍ଥୀୟୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ସେଠାରେ…
ଓଡିଶୀ ନୃତ୍ୟରେ ପାରଙ୍ଗମ ଏହି କ୍ରିକେଟର୍ଙ୍କ ଝିଅ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲୀଙ୍କ ଝିଅ ସାନା ବେଳେବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ପିତାଙ୍କ ଟ୍ରୋଲ୍ କରି ତ ଆଉ କେତେବେଳେ ଗମ୍ଭୀର ମୁଦ୍ଦାକୁ ନେଇ ଟୁଇଟ୍ କରିଥାନ୍ତି। ୧୮ ବର୍ଷୀୟା ସାନା ମା’ ଡୋନା ଗାଙ୍ଗୁଲୀଙ୍କ…
ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍
ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍ ସର୍ଭିସ୍ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା କରାଯାଇଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍ ସର୍ଭିସ୍ର ମୁଖ୍ୟ ପରୀକ୍ଷା ୨୦୨୧ ଜାନୁୟାରୀ ୮ରୁ…
Archives


