Home

ଖୋର୍ଦ୍ଧାରୁ ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧା ଜିଲାରେ ଶୁକ୍ରବାର ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଟାଙ୍ଗିରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଙ୍ଗା ୧, ବାଣପୁର ୨, ବାଳକାଟୀ ୩ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି।…

କୁଇଣ୍ଟାଲ ଓଜନର ଲେହେଙ୍ଗା ପିନ୍ଧି ବିବାହ କଲେ ଯୁବତୀ

ବିବାହକୁ ସ୍ବତନ୍ତ୍ର ତଥ ସ୍ମରଣୀୟ କରିବା ପାଇଁ ବର-କନ୍ୟା କିଛି ନୂଆ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି ପାକିସ୍ତାନର ଜଣେ ଯୁବତୀ ବିବାହକୁ ସ୍ବତନ୍ତ୍ର କରିବା ପାଇଁ ଏକ ନିଆରା ପନ୍ଥା ଆପଣାଇଛନ୍ତି। ସେ ବିବାହରେ ୧ କି ୨ ନୁହେଁ,…

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ…

ରିଲ୍‌ ନୁହେଁ, ରିୟଲ୍‌ ହିରୋ

ଭୁବନେଶ୍ୱର,୫।୬(ବ୍ୟୁରୋ): ଅନ୍ୟକୁ ସାହାଯ୍ୟ କରିବା ପାଇଁ କେବଳ ଆବଶ୍ୟକ ଦୃଢ ମନୋବଳ ଓ ସାହାଯ୍ୟ କରିବାର ମନୋବୃତ୍ତି। ନିକଟରେ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଅନେକ ବ୍ୟକ୍ତିବିଶେଷ। ଏଭଳିସ୍ଥିତିରେ ଓଡ଼ିଆ କଳାକାର ସବ୍ୟସାଚୀ ମିଶ୍ର ନିଜ ସହଯୋଗ ମନୋବୃତ୍ତି ପାଇଁ ଏବେ…

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ବଡ ଝିଅଙ୍କ ଜୀବନ ଗଲା

ଝାରସୁଗୁଡା ଅଫିସ,୫।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ର ଜଣେ ଯୁବକଙ୍କ ମୃତ୍ୟୁ ପରେ ଗତ ସୋମବାର ପରିବାରର ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଶୁକ୍ରବାର ବଡ଼ ଝିଅଙ୍କ ମୃତ୍ୟୁ ଘଟିଛି। ପୂର୍ବରୁ…

ଅଲିମ୍ପିକ୍ସରେ କ୍ରୀଡ଼ାବିତ୍‌ଙ୍କ ବିରଳ ମହାନୁଭବତା

କ୍ରୀଡ଼ାରେ ଖେଳୁଆଡ଼ ମନୋଭାବ ପ୍ରଦର୍ଶନ କରିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଲିମ୍ପିକ୍‌ ଇତିହାସରେ କେତେଜଣ ମହାନ୍‌ କ୍ରୀଡ଼ାବିତ୍‌ ଅଭୂତପୂର୍ବ ଖେଳୁଆଡ଼ ମନୋଭାବ, ପରସ୍ପର ବନ୍ଧୁତା ଏବଂ ନିରପେକ୍ଷତା ପ୍ରଦର୍ଶନ କରି ଉଦାହରଣ ସୃଷ୍ଟି କରି ବିଶ୍ୱ କୀଡ଼ାରେ ସ୍ବତନ୍ତ୍ର…

ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଲା

ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ବନ୍ତ ଓ ଧାମନଗର ବ୍ଲକ ଅଧିନସ୍ଥ ସଙ୍ଗରୋଧ…

ଆଜି ଦେବସ୍ନାନ ପୂର୍ଣ୍ଣିମା: ବିନା ଭକ୍ତରେ ସ୍ନାନମଣ୍ଡପରେ ବିଜେ ଶ୍ରୀଜିଉ, ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫ା୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ତେବେ ୨ ଘଣ୍ଟା ବିଳମ୍ବରେ ନୀତିକାନ୍ତି ହୋଇଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ହୋଇଥିବା…

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା…

ହାତୀ ମୃତ୍ୟୁ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ତିରୁଭାନନ୍ତପୁରମ,୫।୬: କେରଳର ମଲ୍ଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଏହି ଘଟଣାରେ ଶୁକ୍ରବାର ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ଜଙ୍ଗଲ…

CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ…

ଐଶ୍ୱର୍ଯ୍ୟା ରାୟଙ୍କ ଗୀତରେ ନୃତ୍ୟକରି ଦର୍ଶକଙ୍କ ମନ ଜିଣିଲେ ପ୍ରିୟା ପ୍ରକାଶ

ନିଜର ଫେସିଆଲ ଏକ୍ସପ୍ରେସନ୍‌ ଦ୍ୱାରା ଦର୍ଶକଙ୍କ ହୃଦୟ ଜିଣିପାରିଥିବା ଅଭିନେତ୍ରୀ ପ୍ରିୟା ପ୍ରକାଶ ଓ୍ବାରିୟର ପୁଣି ଥରେ ଏକ ଭିଡିଓ ମାଧ୍ୟମରେ ଧୂମ୍‌ ମଚାଇଛନ୍ତି। ପ୍ରିୟା ନିଜ ଇନ୍‌ଷ୍ଟାଗ୍ରାମ୍‌ ସାଇଡ୍‌ରେ ଏକ ନୃତ୍ୟ ଭିଡିଓ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ଐଶ୍ୱର୍ଯ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri