ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼
ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଗୁରୁବାର ବୋମା ମାଡ଼ ହୋଇଛି। ଏ ନେଇ ଗ୍ରାମରେ ସଦର…
୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି
ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।…
ଗ୍ୟାସ୍ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା
ପିପିଲି,୪ା୬(ଡି.ଏନ୍.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଜେନା…
ଶନିବାର,ରବିବାର ଶଟ୍ଡାଉନ୍ ନେଇ କଟକଣା
ଭଦ୍ରକ ଅଫିସ,୪ା୬- ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଓ ରବିବାର ଶଟ୍ଡାଉନ ନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଜିଲା ପାଇଁ ନୀତି ଧାର୍ଯ୍ୟ କରିବା ସହିତ ଆଇନକୁ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି।…
ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ
ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ ଫେସବୁକ୍ରେ…
ଛତ୍ରପତି ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନା
ସଜନାଗଡ଼, ୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଭାଜପା ପକ୍ଷରୁ ଗୁରୁବାର ନୀଳଗିରି ଭାଜପା କାର୍ଯ୍ୟାଳୟରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ଇଂ.…
ଜୁନ୍ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୬(ବ୍ୟୁରୋ): କରୋନା ଯୁଦ୍ଧରେ ବିଜୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। କରୋନା ବିରୋଧରେ ଲଢ଼େଇ ଲମ୍ବା ଲଢ଼େଇ। ଲକ୍ଡାଉନ୍ କୋହଳ ଅର୍ଥ ନୁହେଁ କରୋନା ଚାଲିଯାଇଛି। ଜୁନ୍ ମାସ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।…
ଯୋଡ଼ାରେ କାଳବୈଶାଖୀ: ଉପୁଡିଲା ଗଛ, ଭାଙ୍ଗିଲା ଛପର ଘର
ଯୋଡ଼ା, ୪।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁତ ବେଗରେ ପବନ ଆରମ୍ଭ ହୋଇଥିଲା। ମାତ୍ର ୧୫ମିନିଟ୍ରେ ଯୋଡା ସହରରେ ତାଣ୍ଡବ ରଚିଥିଲା। କାଳବୈଶାଖୀ ଯୋଗୁ ସହରରେ ଥିବା ବହୁ ପୁରାତନ ଗଛ…
ଗ୍ରାମ ଜମିକୁ ନେଇ ବିବାଦ: ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟ ବନ୍ଦ କଲେ ତହସିଲଦାର
ଜଳେଶ୍ୱର, ୪।୬(ସ୍ବ.ପ୍ର.)-ବହୁ ବର୍ଷ ପୂର୍ବରୁ ସୁବର୍ଣ୍ଣରେଖା ନଦୀ କେଶପୁରା ଗ୍ରାମ ଦେଇ ବହିଯାଇଥିଲା। ନଦୀ ଗତିପଥ ବଦଳାଇ ଥିବାରୁ ପୁରୁଣା ସ୍ଥାନରେ ପାଇକସିଦା ଓ କେଶପୁରା ଗ୍ରାମ୍ୟ କମିଟି ପକ୍ଷରୁ ଖନନ ହେଉଥିବା ୨ଟି ପୋଖରୀକୁ ନେଇ ବିବାଦ ଦେଖାଦେଇଛି। ନଦୀର…
କେନ୍ଦ୍ରୀୟ ଡେପୁଟେଶନ୍ରେ ଗଲେ ହିମାଂଶୁ ଲାଲ: ଜୟନାରାୟଣ ପଙ୍କଜଙ୍କୁ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୪ା୬(ବ୍ୟୁରୋ): ୨୦୦୩ ବ୍ୟାଚ୍ ଆଇପିଏସ୍ ଅଫିସର ତଥା ଡିଆଇଜି (ଉତ୍ତରାଞ୍ଚଳ ରେଞ୍ଜ୍ ସମ୍ବଲପୁର) ହିମାଂଶୁ ଲାଲଙ୍କୁ କେନ୍ଦ୍ରୀୟ ଡେପୁଟେଶନ୍ରେ ଯିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସେ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ସେକ୍ରେଟାରିଏଟ୍ର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଭୁବନେଶ୍ୱର…
ଚମ୍ପୁଆରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଖାଇଲେ ଚାଉଳ
ଚମ୍ପୁଆ,୪।୬(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ କମିବାର ନାଁ ଧରୁନାହିଁ। ବନ ବିଭାଗର ହାତୀ ଘଉଡାଇବା କୌଶଳ ସବୁ ଦିଗରେ ଫେଲ ମାରୁଛି। ଦୁଇଦିନ ତଳେ ହାତୀ ପଲ ଉପଦ୍ରବ କରିବା ସହିତ ଘର ଭାଙ୍ଗି ଚାଉଳ ଖାଇଦେଇଛନ୍ତି। ଏହି ହାତୀ ପଲଙ୍କ…
ବିନା ଭକ୍ତରେ ହେବ ଦେବସ୍ନାନ ନୀତି : ସକାଳ ୫ରୁ ସନ୍ଧ୍ୟା ୭ ଯାଏ ୧୪୪ ଧାରା ଜାରି
ବାରିପଦା ଅଫିସ,୪ା୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରି ବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ ମନ୍ଦିର ପରିସରରେ ସ୍ନାନମଣ୍ଡପ ସଜେଇ ହୋଇଛି। ମହାପ୍ରଭୁଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ସ୍ନାନମଣ୍ଡପରେ ବିଜେ କରି…
Archives


