ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା
ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଭବାନୀପାଟଣା ସହରରେ ୨୦୨୩ ଜାନୁଆରୀ ୧୪ରେ ମା’ ମାଣିକେଶ୍ବରୀ ଘୁମୁରା ପ୍ରଶିକ୍ଷଣ କେନ୍ଦ୍ର…
ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…
ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି ଏକ ଗୁପ୍ତ ସୂଚନା ଲାଗିଥିଲା ପୋଲିସ ହାତରେ। ଜନସାଧାରଣଙ୍କୁ ଚକିତ କରିଦେବା ଭଳି…
ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…
ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ ମଙ୍ଗଳବାର ମହିଳା ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ…
ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା
ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ ଯୁବ ଖେଳାଳି ରଜାଉଲ୍ଲାହଙ୍କୁ ପାକିସ୍ତାନରେ ଜଣେ ହିରୋ ଭଳି ଭବ୍ୟ ସ୍ବାଗତ କରାଯାଇଛି।…
ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ…
ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି ଚାର୍ଜ ୨,୦୦୦ ଟଙ୍କାରୁ ଅଧିକ କାରବାର (ଟ୍ରାଞ୍ଜାକସନ) ଉପରେ ଲାଗୁ ହେବ। ବଡ଼…
UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…
ନୂଆଦିଲ୍ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଅନୁଯାୟୀ, ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ବ୍ୟବସାୟୀମାନଙ୍କୁ…
ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…
ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…
ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…
ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…
ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…
ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି । ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ…
କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା
ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…

