Home

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

୭ରୁ ସଂଗ୍ରହ ହେବ ଡାଲି, ତୈଳବୀଜ

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୭ ତାରିଖରୁ ମାର୍କଫେଡ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରିବ। କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟଜ (ଏମ୍‌ଏସ୍‌ପି)ରେ ଚାଷୀମାନଙ୍କଠାରୁ ମୁଗ, ବିରି, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଞ୍ଜି କ୍ରୟ କରାଯିବ। ଚଳିତ ରବିଋତୁ…

କଟକଣା ନ ମାନି ବଡ଼ଦାଣ୍ଡରେ ବୁଲିଲେ ବିଦେଶୀ

ପୁରୀ ଅଫିସ,୧।୫: ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରୁଛନ୍ତି। ପୁରୀରେ ମଧ୍ୟ ଏକାଧିକ କଟକଣା ଜାରି କରାଯାଇଛି। ତେବେ ପୁରୀରେ ଜଣେ ବିଦେଶୀ ଲକ୍‌ଡାଉନ କଟକଣା ଉଲ୍ଲଂଘନ କରି ବଡଦାଣ୍ଡରେ ଖୁଲମଖୁଲା ବୁଲିବା ଘଟଣା…

ଲକ୍‌ଡାଉନ କଟକଣା କୋହଳ: ଜନଜାତିଙ୍କ ଜୀବିକା ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୧।୫(ବ୍ୟୁରୋ): କୋଭିଡ୍‌-୧୯ରେ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ ଜନଜାତି ଏବଂ ଅନ୍ୟମାନଙ୍କ ଜୀବନଜୀବିକାକୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନର୍ସରୀ ଚାରା ପ୍ରସ୍ତୁତି ଓ…

କମିଶନରେଟ ପୋଲିସର ନୂଆ କଟକଣା: ନିୟମ ନ ମାନିଲେ ଦୋକାନୀ, ଗ୍ରାହକ ଗଣିବେ ୫ଶହ ଜରିମାନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ କଟକ ଓ ଭୁବନେଶ୍ୱରରେ କେତେକ ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଦୋକାନଗୁଡିକରେ ସାମାଜିକ ଦୂରତ୍ୱ ବଜାୟ ସହ ଅନ୍ୟସବୁ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇ ଗୁରୁବାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି କମିଶନରେଟ…

ଗୋଟିଏ ସ୍ଥାନରେ ୫ରୁ ଅଧିକ ଦୋକାନ ଥିଲେ ମିଳିବନି ଅନୁମତି

ଭୁବନେଶ୍ୱର,୧।୫(ବ୍ୟୁରୋ): ଦୋକାନ ଖୋଲିବା ନେଇ ବାରମ୍ବାର ଗାଇଡ୍‌ଲାଇନ୍‌ ଓ କଟକଣା ଲାଗୁ କରାଯାଉଥିବାରୁ ବ୍ୟବସାୟୀମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏହି ଦ୍ୱନ୍ଦ୍ୱକୁ ଦୂର କରି କହିଛନ୍ତି, ଭୁବନେଶ୍ୱରରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ…

ମୁସଲମାନ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା : ହାଇକୋର୍ଟରେ ରାଜ୍ୟ ସରକାର ରଖିଲେ ଜବାବ

କଟକ ଅଫିସ୍‌,୧।୫: ଜଣେ ମୁସଲମାନ୍‌ ବ୍ୟକ୍ତିଙ୍କର ଏକ ଘରୋଇ ନର୍ସିଂହୋମ୍‌ରେ ଡାଏଲିସିସ୍‌ ନ ହୋଇ ପାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାରେ ରାଜ୍ୟ ସରକାର ଗୁରୁବାର ହାଇକୋର୍ଟରେ ଜବାବ ଦାଖଲ…

ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା ହରାଇବା…

ଏଡିଆର୍‌ଆଇରେ ହେବ କରୋନା ପରୀକ୍ଷା

କଟକ ଅଫିସ୍‌,୧।୫: କଟକ ଫୁଲନଖରାସ୍ଥିତ ପ୍ରାଣୀ ରୋଗ ଗବେଷଣା ପ୍ରତିଷ୍ଠାନ(ଏଡିଆର୍‌ଆଇ)ରେ କରୋନା ଭୂତାଣୁ ପରୀକ୍ଷା କରାଯିବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ସହଯୋଗ କରିବା ଲାଗି ଏହି ପଦକ୍ଷେପ ନିଆଯାଇଛି। ଗୁରୁବାର ରାଜ୍ୟ ମତ୍ସ୍ୟ ଏବଂ…

କରୋନା ଆଣିଲା ବ୍ୟତିକ୍ରମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ମହାମାରୀରେ ପରିଣତ ହୋଇଛି। ଏହି ସ୍ବାସ୍ଥ୍ୟ ବିପର୍ଯ୍ୟୟ ଦ୍ୱାରା ସାଧାରଣ ଜନତାର ସାମ୍ପ୍ରତିକ ସ୍ଥିତିରେ ପରିବର୍ତ୍ତନ ଆସିଛି। ଅର୍ଥନୈତିକ ସ୍ଥିତି ଘୋର ପ୍ରଭାବିତ ହୋଇଛି। ରାଜ୍ୟ ତଥା ଦେଶକୁ ଚଳାଉଥିବା ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଛି। କେତେକେ ଏହାକୁ…

ଗୋଟିଏ ଶିଫ୍ଟ ଖୋଲିବ ବିମାନବନ୍ଦର

ଭୁବନେଶ୍ୱର,୧।୫(ବ୍ୟୁରୋ): ଏଣିକି ଆଉ ୨୪ ଘଣ୍ଟା ନୁହେଁ, ଗୋଟିଏ ଶିଫ୍ଟରେ ଚାଲିବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ଲକ୍‌ଡାଉନ୍‌ ଉଠିବା ପରେ ବିମାନବନ୍ଦର ଦିନକୁ ଗୋଟିଏ ଶିଫ୍ଟ ଯାତ୍ରୀଙ୍କୁ ସେବା ଯୋଗାଇବ। ପୂର୍ବଭଳି ଏକାସଙ୍ଗେ ୩/୪ଟି ବିମାନ ଆସିବନି କି ଯିବନି।…

ଆଜିଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଶୁକ୍ରବାରଠାରୁ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଫଳରେ ଦୀର୍ଘ ଦେଢ଼ମାସ ହେବ ବନ୍ଦ ରହିଥିବା ଏହି ୩ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ କାର୍ଯ୍ୟକ୍ଷମ ହେବ। ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri