Home

କରୋନା ମୁକାବିଲା ଲାଗି ଏସ୍‌ଏଚ୍‌ଜି ସହାୟତା ଦେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ମୁକାବିଲା ଲାଗି କନଖିଣ୍ଡା ପଞ୍ଚାୟତ ସ୍ବୟଂ ସହାୟକ ଗୋଷ୍ଠୀ ମାଁ ସମଲେଶ୍ୱରୀ-ଏ ୧୦ ହଜାର ଟଙ୍କା ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିକୁ ପ୍ରଦାନ କରିଛି। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ତ୍ରିପାଠୀଙ୍କୁ ସଦସ୍ୟାମନେ ଚେକ୍‌ ପ୍ରଦାନ କରିଥିଲେ…

ଓ୍ବିଲିୟମସନ୍‌ ଶ୍ରେଷ୍ଠ ଦିନିକିଆ କ୍ରିକେଟର

ଅକ୍‌ଲାଣ୍ଡ,୩୦।୪ (ପି.ଟି.): ଅଧିନାୟକ କେନ୍‌ ଓ୍ବିଲିୟମସନ ଗୁରୁବାର ନ୍ୟୁଜିଲାଣ୍ଡର ଶ୍ରେଷ୍ଠ ଦିନିକିଆ ପ୍ଲେୟାର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ସାରା ବର୍ଷରେ ଦମ୍‌ଦାର ପ୍ରଦର୍ଶନ କରି ସେ ନ୍ୟୁଜିଲାଣ୍ଡ କ୍ରିକେଟର ବାର୍ଷିକ ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ…

ରକ୍ତଭଣ୍ଡାରର ଆବଶ୍ୟକତା ପୂରଣ କରିବାକୁ ୩୫ ୟୁନିଟ ରକ୍ତ ସହାୟକ ହେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ କରାଯାଇଛି । ଏହା ଦ୍ୱାରା ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ମଧ୍ୟ ଗଚ୍ଛିତ ନାହିଁ । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଭାଜପା ଯୁବ…

ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯…

ଉତ୍ତରାଖଣ୍ଡରେ ଫସିଛନ୍ତି ୨୪ ଛାତ୍ରୀଛାତ୍ର, ଫେରାଇ ଆଣିବା ପାଇଁ ସରକାରଙ୍କୁ ପରିବାର ଲୋକଙ୍କ ନିବେଦନ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ବାରୁଅସ୍ଥିତ ଜବାହାରଲାଲ କେନ୍ଦ୍ରୀୟ ବିଦ୍ୟାଳୟର ରାଜନଗର, ରାଜକନିକା, ଆଳି ବ୍ଲକର ୨୪ ଜଣ ଛାତ୍ରୀଛାତ୍ର ମାଇଗ୍ରେସନ ପାଠ ପଢ଼ିବା ପାଇଁ ଉତ୍ତରାଖଣ୍ଡ ଯାଇଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନେ ଏବେ ସେଠାରେ ଫସି ରହିଛନ୍ତି। ପରିବାର ଲୋକେ…

ରକ୍ତ ଭଣ୍ଡାରରେ ଅଭାବ ଦୂର କରିବାକୁ ରକ୍ତଦାନ କଲେ କ୍ଲବ୍‌ ସଦସ୍ୟ

ଲଖନପୁର,୩୦।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣକୁନେଇ ସାରା ବିଶ୍ୱରେ ଭୟାବହ ପରିସ୍ଥିତି ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ଜରୁରୀ କାଳୀନ ପରିସ୍ଥିତିରେ ରକ୍ତ ଭଣ୍ଡାରଗୁଡିକରେ ରକ୍ତ ଅଭାବ ଦେଖା ଦେଉଛି। ଏହାକୁ ଦୃଷ୍ଟିରେ ରଖି…

କ୍ୱାରାଣ୍ଟାଇନ୍‌ରେ ରହିଲେ ୬ ପଶ୍ଚିମବଙ୍ଗ ଫେରନ୍ତା

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଖାସମୁଣ୍ଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଲୁଚି କରି ୬ ବଂଲାଭାଷୀ ଚାଲିଆସିଥିଲେ। ପୋଲିସ ସେମାନଙ୍କୁ ଧରି ଗୁରୁବାର ତାଳଚୁଆ ପଞ୍ଚାୟତ ନୋଡାଲ ଅଫିସର ବିଜୟ କୁମାର…

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ…

ଧାନ ବୋଝେଇ ୪ ଟ୍ରକ୍‌ ଜବତ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳରୁ ଧାନବେପାରୀ ୪ଟି ଟ୍ରକ୍‌ରେ ଧାନ ବୋଝେଇ କରି କଲିକତା ଚାଲାଣ କରୁଥିଲେ। ବୁଧବାର ରାତିରେ ତାଳଚୁଆ ସାମୁଦ୍ରିକ ଥାନା ଇନ୍ସପେକ୍ଟର ଶ୍ରୀକାନ୍ତ ବାରିକ ଖବର ପାଇ ଏହି ୪ଟି ଟ୍ରକ୍‌କୁ…

୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ

ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା ପରୀକ୍ଷଣ ପାଇଁ ସଂଗ୍ରହ କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ) ପରିସରରେ…

ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ସହାୟତା

ଭଣ୍ଡାରିପୋଖରୀ, ୩୦।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ କାର୍ଯ୍ୟରତ ସମସ୍ତ କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ଓ ସିଆରସିସି ମାନେ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାର୍ଚ୍ଚ ମାସ ବେତନରୁ ଗୋଟିଏ ଦିନର ବେତନ ପ୍ରଦାନ କରିଛନ୍ତି। ୬,୩୬,୮୭୪ ଟଙ୍କା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ…

କ୍ବାରାଣ୍ଟାଇନ କେନ୍ଦ୍ରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ଭଣ୍ଡାରିପୋଖରୀ,୩୦।୪ (ଡି.ଏନ.ଏ.)-ବାହାର ରାଜ୍ୟରେ କର୍ମଜୀବୀ ଭାବେ ବାସ କରୁଥିବା ଲୋକ ମାନେ ଘରବହୁଡା ହୋଇ ଓଡିଶାକୁ ଆସୁଛନ୍ତି ସେମାନଙ୍କ ପାଇଁ ୧୪ ଦିନିଆ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ତେବେ ବାହାରୁ ଆସିବାକୁ ଥିବା ଲୋକମାନଙ୍କ ମଧ୍ୟରେ ମହିଳାମାନେ ରହିଥିବା ଜଣାପଡ଼ିଛି। ଆବଶ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri