୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ…
ବଡଜୟୀପୁର ଗ୍ରାମରେ ଅଜଣା କୀଟ
ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ ଗ୍ରାମବାସୀ…
କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା
ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତି…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ
ଚାନ୍ଦବାଲି,୩ା୬(ଡି.ଏନ୍.ଏ.): ଭଦ୍ରକ ବନଖଣ୍ଡ ଅନ୍ତର୍ଗତ ଚାନ୍ଦବାଲିସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିଛି। ବୁଧବାର ମଧ୍ୟାହ୍ନରେ ଭଦ୍ରକ ଓ ବାରିପଦାର ଭିଜିଲାନ୍ସ ପକ୍ଷରୁ ଏସିଏଫ୍ଓ ବିରଜା ମୋହନ ମହାନ୍ତି ଓ ଫରେଷ୍ଟର ଜଗନ୍ନାଥ…
ଜାତୀୟ କ୍ରୀଡ଼ା ପୁରସ୍କାର: ୨୨କୁ ଘୁଞ୍ଚିଲା ଆବେଦନର ଶେଷ ତାରିଖ, ନିଜକୁ ନୋମିନେଟ କରିପାରିବେ ଖେଳାଳି
ନୂଆଦିଲ୍ଲୀ,୩।୬(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆବେଦନର ଶେଷ ତାରିଖକୁ ଘୁଞ୍ଚାଇବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଆବେଦନ ପାଇଁ ବୁଧବାର ଶେଷ ତାରିଖ ଥିଲା। ତେବେ ଏହାକୁ ଆସନ୍ତା ୨୨ ତାରିଖକୁ ଘୁଞ୍ଚାଇଦିଆଯାଇଛି। ଏଥିସହିତ ଆଥଲେଟମାନେ ନିଜ ନାମ ନୋମିନେଟ…
ଅର୍ଜୁନ ପୁରସ୍କାର ନେଇ ପ୍ରଣୟଙ୍କ କ୍ଷୋଭ: କ୍ରମାଗତ ଦ୍ୱିତୀୟ ବର୍ଷ ନୋମିନେଶନରୁ ବାଦ୍ ପଡ଼ିଲେ
ନୂଆଦିଲ୍ଲୀ, ୩।୬(ପି.ଟି.): ଅର୍ଜୁନ ପୁରସ୍କାର ଦୌଡ଼ରୁ ବାଦ୍ ପଡିଛନ୍ତି ଭାରତୀୟ ବ୍ୟାଡମିଣ୍ଟନ ତାରକା ଏଚ୍.ଏସ୍. ପ୍ରଣୟ। କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ତାଙ୍କୁ ଏହି ପୁରସ୍କାରର ନୋମିନେଶନରୁ ବାଦ୍ ଦିଆଯାଇଛି। ଫଳରେ ପ୍ରଣୟ ଏଥିପାଇଁ ଅସନ୍ତୋଷ ଜାହିର କରିଛନ୍ତି। ବ୍ୟାଡମିଣ୍ଟନ ଆସୋସିଏଶନ…
ଟି୨୦ ବିଶ୍ୱକପ୍ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ: ଡିନ୍ ଜୋନ୍ସ
ସିଡ୍ନୀ, ୩।୬: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ ବୋଲି ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ଡିନ୍ ଜୋନ୍ସ କହିଛନ୍ତି। ନ୍ୟୁଜିଲାଣ୍ଡରେ କୋଭିଡ୍-୧୯ ମହାମାରୀ ନିୟନ୍ତ୍ରଣକୁ ଆସିଛି ଓ କିଛିଦିନ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ସେ…
୨୫ ପଜିଟିଭ୍: କ୍ୱାରାଣ୍ଟାଇନ୍ରେ ୟୁକ୍ରେନ୍ ଫୁଟବଲ କ୍ଲବ୍
ଏଲ୍ଭିଭ୍,୩।୬(ପି.ଟି.): ୟୁକ୍ରେନ୍ର ଫୁଟବଲ କ୍ଲବ ‘କରପାଟି ଏଲ୍ଭିଭ୍’କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। କ୍ଲବର ଖେଳାଳି ଓ ଷ୍ଟାଫ୍ଙ୍କୁ ନେଇ ୨୫ ଜଣ କୋଭିଡ-୧୯ ଟେଷ୍ଟରେ ପଜିଟିଭ ଜଣାପଡିବାରୁ ସମ୍ପୂର୍ଣ୍ଣ କ୍ଲବକୁ କ୍ୱାରାଣ୍ଟାଇନ୍ରେ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଦେଶର ପ୍ରିମିୟର ଲିଗ୍ ତରଫରୁ…
ଖେଳରତ୍ନ ସୁପାରିସ ନେଇ ଖୁସି ଜାହିର କଲେ ରାଣୀ
ବେଙ୍ଗାଲୁରୁ, ୩।୬ (ପି.ଟି.): ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ହକି ଇଣ୍ଡିଆ ଭାରତୀୟ ଅଧିନାୟିକା ରାନୀ ରାମପଲଙ୍କ ନାମ ସୁପାରିସ କରିଛି। ରାଣୀ ଏ ନେଇ ପ୍ରତିକ୍ରିୟା ପ୍ରକାଶ କରି ଖୁସି ଜାହିର କରିଛନ୍ତି। ଭଲ…
ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। ବନ୍ଦେ ଭାରତ ମିଶନରେ…
ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ କୋଲକାତା ପୋର୍ଟ ଟ୍ରଷ୍ଟ୍: ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ, ୩।୬: ପଶ୍ଚିମବଙ୍ଗର କୋଲାକାତା ପୋର୍ଟ ଟ୍ରଷ୍ଟ୍ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାର ନାମକରଣ ଶ୍ୟାମପ୍ରସାଦ ମୁଖାର୍ଜୀ ପୋର୍ଟ ଟ୍ରଷ୍ଟ୍ ଭାବେ କରାଯିବ ବୋଲି ସୂଚନା ଓ ପ୍ରସାରଣ…
କୀଟନାଶକ କାରଖାନାରେ ବିସ୍ଫୋରଣ: ୫ ମୃତ, ୫୭ ଆହତ
ଭାରୁଚ୍,୩ା୬: ଗୁଜରାଟର ଭାରୁଚ୍ ଜିଲା ଅନ୍ତର୍ଗତ ଦାହେଜସ୍ଥିତ ଆଗ୍ରୋ- କେମିକାଲ୍ ଫ୍ୟାକ୍ଟ୍ରିବଏଲରରେ ବୁଧବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୫୭ ଶ୍ରମିକ ଆହତ ହୋଇଥିବା ଜିଲାପାଳ…
Archives


