ଶିକ୍ଷାବିତ୍ ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ
ଭୁବନେଶ୍ୱର, ୩।୬(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ତଥା ସମାଲୋଚନ ପ୍ରଫେସର ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ବୁଧବାର ସକାଳେ ତାଙ୍କର ପରଲୋକ ଘଟିଛି। ଗତ କିଛି ଦିନ ହେଲା ସେ ଅସୁସ୍ଥ ହୋଇ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜକୃତ…
ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲା: ୩ ବର୍ଷ ପରେ ଗିରଫ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଘଟଣାର ୩ ବର୍ଷ ପରେ ଦିଗପହଣ୍ଡି ପୋଲିସ ବୁଧବାର ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଛନ୍ତି। କେସ୍…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ
ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କଙ୍ଗନ ଗ୍ରାମରେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏଠାରେ ଏନକାଉଣ୍ଟର…
ଭାରତ-ବାଲାଂଦେଶ ସୀମାରେ ଭୂକମ୍ପ ଅନୁଭୂତ
ନୂଆଦିଲ୍ଲୀ,୩।୬:ଭାରତ-ବାଲାଂଦେଶ ସୀମାରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ୭.୧୦ ମିନିଟ୍ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ଥିଲା। ବାଂଲାଦେଶର ଢାକା ନିକଟବର୍ତ୍ତୀ ନେଟ୍ରାକୋନାରେ ଭୂକମ୍ପ କେନ୍ଦ୍ରସ୍ଥଳ ବୋଲି…
ସୋନୁ ସୁଦ୍ଙ୍କୁ ଭଗବାନ କହି ପୂଜା କଲେ ବ୍ୟକ୍ତି
କରୋନା ମୁକାବିଲାରେ ବଲିଉଡ୍ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଯାନବାହନର ବନ୍ଦୋବସ୍ତ କରି ଏବେ ଚାରିଆଡେ ଚର୍ଚ୍ଚା ପାଲଟିଛନ୍ତି।…
ଲକ୍ଡାଉନ୍ରେ ଟ୍ରାକ୍ଟର କିଣି ଚଲାଇଲେ ଧୋନୀ: ଭିଡିଓ ଭାଇରାଲ
କରୋନା ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ସମୟରେ ସାଧାରଣ ଲୋକଙ୍କଠାରୁ ବଲିଉଡ୍ କଳାକାର ହୁଅନ୍ତୁ ଅବା କ୍ରିକେଟର ସମସ୍ତେ ନିଜ ଘରେ ରହି ପରିବାର ସହ ସମୟ ବିତାଉଛନ୍ତି। ଏଥିରୁ ବାଦ୍ ପଡ଼ି ନାହାନ୍ତି କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ। ସେ…
କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା
ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ କେତେକ ଅନ୍ଧବିଶ୍ୱାସ ଲୋକଙ୍କ ମଧ୍ୟରେ ବ୍ୟାପିବାରେ ଲାଗିଛି। ବିହାରର ରୋହତସ ଜିଲାର ନୋଖା ଗାଁରେ…
କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି
ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି ମହଲା କୋଠା ବିଶିଷ୍ଟ ମାଲିକଙ୍କ ବାସଗୃହ ସହିତ କାରଖାନା, ଗୋଦାମ ଏବଂ ଏକ…
ଆମେରିକାରେ ହିଂସା ଜାରି: ୨୩ ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ
ୱାଶିଂଟନ,୩।୬: ଆମେରିକାର ମିନେପୋଲିସ୍ ସହରରେ ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳୁଛି। ଜର୍ଜ ଫ୍ଲୋୟଡ୍ ନାମକ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚାପି ରଖି ମାରିଦେବାର ଭିଡିଓ…
ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା
ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ ମୃତ୍ୟୁ…
୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା
ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ…
ବାପାଙ୍କ କଥାମାନି ଜୟାଙ୍କୁ ବିବାହ କରିଥିଲେ ଅମିତାଭ
ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବିଗ୍ବି ଅମିତାଭ ବଚ୍ଚନଙ୍କର ଜୁନ୍ ୩ ଅର୍ଥାତ୍ ଆଜି ହେଉଛି ବିବାହ ବାର୍ଷିକୀ। ନିଜ ଜୀବନର ସମସ୍ତ ଛୋଟ ବଡ଼ କଥା ଲୋକଙ୍କ ସହ ଶେୟାର କରୁଥିବା ବିଗ୍ବି ଏହି ସ୍ବତନ୍ତ ଦିନରେ ବିବାହ…
Archives


