Home

ପଞ୍ଜାବରେ ଆଉ ୨ ସପ୍ତାହ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୨୯।୪: କରୋନା ଭାଇରସ୍‌ ମହାମାରୀ ପ୍ରକୋପ ଜାରି ରହିଥିବାରୁ ପଞ୍ଜାବ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କର୍ଫ୍ୟୁ ଓ ଲକ୍‌ଡାଉନ୍‌କୁ ଆଉ ୨ସପ୍ତାହ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବୁଧବାର ଏନେଇ ପଞ୍ଜାବର…

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ ପରମ୍ପରା ଅନୁସାରେ ବୁଧବାର ସକାଳ ୬ଟା ୧୦ ମିନିଟ୍‌ରେ ବାବା କେଦାରନାଥଙ୍କ କବାଟ ଖୋଲା…

ଇର୍ଫାନଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକ: ଦୁଃଖ ପ୍ରକାଶ କଲେ ସଚିନ, ସେହ୍ବାଗ, କୋହଲି, ଯୁବି

ନୂଆଦିଲ୍ଳୀ,୨୯।୪: ବଲିଉଡ ଅଭିନେତା ଇର୍ଫାନ ଖାନ୍‌ଙ୍କ ପରଲୋକରେ ସାରା କ୍ରୀଡ଼ାଜଗତ ଶୋକ ପ୍ରକାଶ କରିଛି। ୫୪ ବର୍ଷରେ ଇର୍ଫାନ କ୍ୟାନ୍‌ସର କାରଣରୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ବୁଧବାର ମୃତ୍ୟୁବରଣ କରିଥିବା ବେଳେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭାରତୀୟ ଅଧିନାୟକ ବିରାଟ…

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ ନାହିଁ, ସେନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁ ସବୁ ଦୋକାନ ଖୋଲିବ, ସେଠାରେ…

ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍‌

ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବାସୁଦେବପୁର ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି…

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ ବୟସ…

ଧାନରେ ଅଜଣା ରୋଗ, ଚିନ୍ତାରେ ଚାଷୀ

ସମ୍ବଲପୁର, ୨୯।୪ (ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତବଲା ଓ ଯୁଯୁମୁରା ବ୍ଲକ କୁକୁଡାପାଲି ଅଞ୍ଚଳରେ ଅଜଣା ରୋଗରେ ଧାନ ଚାଷ ନଷ୍ଟ ହେଉଛି। କୀଟନାଶକ ସିଞ୍ଚନ କଲେ ମଧ୍ୟ ପ୍ରତିକାର ହୋଇପାରୁନାହିଁ । ଏହାକୁ ନେଇ ଚାଷୀ ସଂଗଠନ…

ଟୋକିଓ ଅଲିମ୍ପିକ୍ସ: କୋଭିଡ୍‌-୧୯ ଟିକା ଜରୁରୀ ପ୍ରସଙ୍ଗକୁ ଆଇଓସିର ଅସ୍ବୀକାର

ସିଡନୀ,୨୯।୪ (ଏପି): ଅଲିମ୍ପିକ୍ସ ଆୟୋଜନ ପାଇଁ କୋଭିଡ୍‌-୧୯ ଟିକା ଜରୁରୀ ବୋଲି କେତେକ ବୈଜ୍ଞାନିକ ଓ ଡାକ୍ତର ପରାମର୍ଶ ଦେଇଛନ୍ତି। ଏ ନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏହା ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଅସ୍ବୀକାର କରିଛି। ଟୋକିଓ…

ଥୋମାସ୍‌, ଉବର କପ୍‌ ଫାଇନାଲ୍ସ ପୁଣି ଘୁଞ୍ଚିଲା: ଅକ୍ଟୋବର ୩ରୁ ୧୧ ମଧ୍ୟରେ ଆୟୋଜନ ହେବ

ନୂଆଦିଲ୍ଲୀ,୨୯।୪ (ପି.ଟି.): ଦ୍ୱିତୀୟଥର ପାଇଁ ଥୋମାସ ଓ ଉବର କପ୍‌ ଫାଇନାଲ୍ସକୁ ଘୁଞ୍ଚାଯାଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଘୋଷଣା କରିଛି। ଏବେ ଏହି ଦୁଇଟି…

୪ରୁ ଟ୍ରେନିଂ ଆରମ୍ଭ କରିବେ ଲା ଲିଗା ଖେଳାଳି

ମାଡ୍ରିଡ,୨୯।୪ (ଏଏଫ୍‌ପି): ବିଶ୍ୱରେ କରୋନା ମହାମାରୀର ଆତଙ୍କ ଜାରି ରହିଥିଲେ ମଧ୍ୟ ସ୍ପେନ୍‌ର ଆଥଲେଟମାନେ ଆସନ୍ତା ୪ ତାରିଖରୁ ସେମାନଙ୍କର ଟ୍ରେନିଂ ଆରମ୍ଭ କରିପାରିବେ। ଏ ନେଇ ପୂର୍ବରୁ ସରକାର ଘୋଷଣା କରି ସାରିଛନ୍ତି। ଜଣଶୁଣା ସ୍ପାନିଶ ଫୁଟବଲ ଲିଗ୍‌ ଲା…

ହସିଙ୍କ ସର୍ବଶ୍ରେଷ୍ଠ ବିରୋଧୀ ଏକାଦଶ: ସଚିନ, କୋହଲି, ସେହ୍ବାଗ ସାମିଲ

ସିଡ୍‌ନୀ, ୨୯।୪(ପି.ଟି.): ଅଷ୍ଟ୍ରେଲୀୟ ପୂର୍ବତନ ବ୍ୟାଟ୍ସମ୍ୟାନ ମାଇକ ହସି ତାଙ୍କର ସର୍ବଶ୍ରେଷ୍ଠ ବିରୋଧୀ ଏକାଦଶ ଘୋଷଣା କରିଛନ୍ତି। ଏଥିରେ ସେ ୩ଜଣ ଭାରତୀୟ ଖେଳାଳିଙ୍କୁ ସାମିଲ କରିଛନ୍ତି। ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ, କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଓ…

୩୩ ପରିବାର ଉଚ୍ଛେଦକୁ ବିରୋଧ

ପର୍ଲା,୨୮।୪(ଡି.ଏଡ଼.ଏ.): କଳାହାଣ୍ଡି ଜିଲା ସଦର ବ୍ଲକ ତଥା ଶଗଡା ସଂରକ୍ଷିତ ଜଙ୍ଗଲ ଜମିରେ ଘରଦ୍ୱାର କରି ରହି ଆସୁଥିବା ୩୩ ଆଦିବାସୀ ପରିବାରକୁ ବନ ବିଭାଗ ଉଚ୍ଛେଦ କରିଛି। ଯୁଗସାଇପାଟଣା ପଞ୍ଚାୟତ, ନେହେଲା ଓ ଶଗଡା ପଞ୍ଚାୟତର ମାଖାଗୁଡା ଗ୍ରାମର ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri