Home

ବିରାଟ କୋହଲିଙ୍କଠାରୁ ଦୁଇଗୁଣା ଅଧିକ ମୂଲ୍ୟରେ ଘର କିଣିଲେ ଏହି ଭାରତୀୟ କ୍ରିକେଟର୍‌

ଭାରତକୁ ଦୁଇଟି ବିଶ୍ୱକପ୍‌ ଜିତାଇଥିବା ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଏବେ ଅଧିନାୟକ ବିରାଟ କୋହଲିଙ୍କ ପଡୋଶୀ ହୋଇଯାଇଛନ୍ତି। ଯୁବରାଜ ମୁମ୍ବାଇର ଓ୍ବର୍ଲିରେ ଥିବା ଓମକାର ଟାଓ୍ବାର୍ସରେ ଘର କିଣିଛନ୍ତି। ୨୦୧୬ରେ ବିରାଟ କୋହଲି ଏଠାକୁ ଶିଫ୍ଟ ହୋଇଥିଲେ। ସେ ୩୫ତମ…

ଥଣ୍ଡା, କାଶ ପାଇଁ ଉପକାରୀ ଅଳେଇଚ

ଶରୀର ପାଇଁ ଅଳେଇଚ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡେଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ, ମୁଖ-ଦୁର୍ଗନ୍ଧ…

ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତତମ ୧୦ ହଜାର ରନ୍‌ ସଂଗ୍ରହ କରିଥିବା ବିଶ୍ୱର ୫ ଖେଳାଳି

ବିଶ୍ୱରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନଙ୍କ ରେକର୍ଡ ଭାଙ୍ଗିବା କଷ୍ଟକର। ଏକଦିବସୀୟ ମ୍ୟାଚରେ ୧୦ ହଜାର ରନ ସଂଗ୍ରହ ଏକ ଏଭଳି ମାଇଲ୍‌ଖୁଣ୍ଟ, ଯାହାକୁ ପ୍ରତ୍ୟେକ ବ୍ୟାଟ୍ସମ୍ୟାନ ହାସଲ କରିବାକୁ ଚାହାଁନ୍ତି। ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତତମ ୧୦ ହଜାର ଦ୍ରୁତତମ…

ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୪୪ଜଣ, ଗଜପତି ୧୮, କୋରାପୁଟ ୨,…

ବଜ୍ରପାତ ନେଲା ୨ ଜୀବନ

ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର ଅଟୋଚାଳକ ମେଘରାୟ ମୁର୍ମୁ ଅପରାହ୍ନରେ ବିଜାତଳା ନିକଟସ୍ଥ ରାସ୍ତାରେ ଅଟୋ ଧରି ଯାତ୍ରୀଙ୍କୁ ଅପେକ୍ଷା…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ…

ଡମ୍ପର ଚାପାରେ ଜୀବନ ଗଲା

ଯୋଡ଼ା, ୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଳଦା ପଞ୍ଚାୟତ ତଥା ବାମେବାରୀ ଥାନା ଅଧୀନ ଏକ ଖଣିରେ ମଙ୍ଗଳବାର ଅପରାହ୍ନ ଏକ ଡମ୍ପର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ନେବାରୁ ଜଣାପଡିଛି ଯେ, ଅପରାହ୍ନରେ ଖଣିଜ ପରିବହନ କରି…

ବାଲେଶ୍ୱରରେ ସୁଧୁରୁନି ବିଦ୍ୟୁତ୍‌ ସମସ୍ୟା

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଥିବାରୁ ଏହାର ପ୍ରତିକାର ଲାଗି ବାଲେଶ୍ୱର ସିଭିଲ ସୋସାଇଟି ପକ୍ଷରୁ ଗତ ମେ’ ୨୭ରେ ୬ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା। ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦିଆ ନ ଗଲେ ଆନ୍ଦୋଳନ ଲାଗି…

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି

ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି ନିଜ…

ଜାରି ହେଲା ସଂଶୋଧିତ ଗାଇଡଲାଇନ: ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ବନ୍ଦ; ପରୀକ୍ଷା ପାଇଁ ଅନୁମତି

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାର ଆସନ୍ତା ଜୁନ ୩୦ ତାରିଖ ଯାଏ କେତେକ କ୍ଷେତ୍ରରେ କଟକଣା ଘୋଷଣା କରିଛନ୍ତି। ଏପରିକି ଚଳିତ ମାସର ଶନିବାର ଓ ରବିବାର ଦୁଇଦିନ ସଟଡାଉନ ଘୋଷଣା କରାଯାଇଛି। ଏ…

ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକା: ଶୀର୍ଷରେ ନବୀନ, ମିଳିଛି ୮୨.୯୬ ପ୍ରତିଶତ ରେଟିଂ

ନୂଆଦିଲ୍ଲୀ,୨।୬- ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିପାରିଛନ୍ତି। ଆଇଏଏନ୍‌ଏସ୍‌ -ସି ଭୋଟର ଷ୍ଟେଟ ଅଫ୍‌ ଦି ନେଶନ-୨୦୨୦ ସର୍ଭେରୁ ଏହା ଜଣାପଡ଼ିଛି। ନିକଟରେ ଓଡ଼ିଶାରେ ନବୀନ ବିଜେଡି ସରକାରର…

ପ୍ରତି ଓ୍ବାର୍ଡକୁ ସାନିଟାଇଜ୍‌ କରିବା ଲାଗି ପ୍ରୟାସ

ସଜନାଗଡ଼, ୨।୬(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଦେଶବାସୀ ଏକାଠି ହୋଇ ଲଢ଼େଇ ଜାରି ରଖିଛନ୍ତି। ଏବେ ଲକ୍‌ଡାଉନ୍‌ ୫.୦ ଚାଲିଥିବା ବେଳେ ସାଧାରଣ ଜୀବନଯାତ୍ରା ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି। ବାହାର ରାଜ୍ୟର କେତେକ ସ୍ଥାନରେ ଫସି ରହିଥିବା ଶ୍ରମିକଙ୍କୁ ସାହାଯ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri