Home

୩ ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କ ପରିବର୍ତ୍ତନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀ, ଛତିଶଗଡ଼ ଏବଂ ମଣିପୁର ଆଦି ୩ ରାଜ୍ୟର ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ଭାଜପା ଅଧ୍ୟକ୍ଷ ପଦରୁ ମନୋଜ ତିଓ୍ବାରୀଙ୍କୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଆଦେଶ କୁମାରଙ୍କୁ ଅଧ୍ୟକ୍ଷ ଭାର ଦିଆଯାଇଛି। ସେହିପରି…

ପାଟଣା ବ୍ଲକରୁ ୨ ନୂଆ କରୋନା ପଜିଟିଭ ଚିହ୍ନଟ

ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତରୁ ମଙ୍ଗଳବାର ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏମାନଙ୍କୁ ମିଶାଇ ବ୍ଲକରେ ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି। ତେବେ…

ପଙ୍ଗପାଳ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଲେ ଅଭିନେତା ଧର୍ମେନ୍ଦ୍ର

ସମଗ୍ର ଦେଶ କରୋନା ଭାଇରସ ସହ ସଂଘର୍ଷ କରୁଥିବାବେଳେ, ଏହି ସମୟରେ ପୁଣି ଏକ ନୂଆ ସମସ୍ୟା ସାମ୍ନାକୁ ଆସିଛି। ସମସ୍ୟାଟି ହେଉଛି ପଙ୍ଗପାଳ। ରାଜସ୍ଥାନ, ଗୁଜୁରାଟ, ମଧ୍ୟପ୍ରଦେଶ, ହରିୟାଣା ପରେ ବର୍ତ୍ତମାନ ମହାରାଷ୍ଟ୍ର, ଉତ୍ତପ୍ରଦେଶ ଓ ପଞ୍ଜାବରେ ପଙ୍ଗପାଳ ଦଳ…

ଢେଙ୍କାନାଳ ମିନିଷ୍ଟାଡିୟମଠାରେ ଆମ୍ବ ପ୍ରଦର୍ଶନୀ

ଢେଙ୍କାନାଳ ଅଫିସ,୬।୨: ଢେଙ୍କାନାଳ ଜିଲା ଓର୍‌ମାସ ପକ୍ଷରୁ ଜୁନ୍‌ ୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ମିନିଷ୍ଟାଡିୟମଠାରେ ଆମ୍ବ ପସରା ନାମକ ଏକ ପ୍ରଦର୍ଶନୀ ଖୋଲିଛି। ଏଥିରେ ଗ୍ରାମୀଣ ଉତ୍ପାଦିତ ଆମ୍ବ ଏସ୍‌ଏସ୍‌ଜି ଓ ବିଭିନ୍ନ ଫାର୍ମ ଦ୍ୱାର ପଦର୍ଶନୀ ହୋଇଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼,…

ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଜୋତା ଦାନ କଲେ କେ.ଏଲ ରାହୁଲ

କରୋନା ମହାଯୁଦ୍ଧରେ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ। ସେମାନଙ୍କ ସମ୍ମାନର୍ଥେ କେଉଁଠି ଫୁଲବର୍ଷା କରାଯାଉଛି ତ ଆଉ କେଉଁଠି ଘଣ୍ଟ ବଜାଇ ସେମାନଙ୍କ ମନୋବଳ ଦୃଢ କରାଯାଉଛି। ଭାରତୀୟ କ୍ରିକେଟର କେ.ଏଲ ରାହୁଲ କରୋନା…

ଆସାମରେ ଏକାଧିକ ଭୂସ୍ଖଳନ: ମାଟିତଳେ ଚାପିହୋଇ ୨୦ ଲୋକଙ୍କ ଜୀବନ ଗଲା

ଗୁଆହାଟି, ୨।୬: ଲଗାତାର ବର୍ଷା ଯୋଗୁ ଆସାମର ଏକାଧିକ ସ୍ଥାନରେ ମଙ୍ଗଳବାର ଭୂସ୍ଖଳନ ଘଟିଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କେତେକ ଆହତ ହୋଇଛନ୍ତି। ଦକ୍ଷିଣ ଆସାମର ବାରାକ ଉପତ୍ୟକାର ୩ଟି ଜିଲାରେ ଭୂସ୍ଖଳନ ହୋଇଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ…

ନୀଳ ଆଖିରେ ସ୍ବପ୍ନ ଦେଖାଉଥିବା ଅଭିନେତାଙ୍କ ଜୀବନରେ ଥିଲା ୩ ଦୁର୍ବଳତା

ମୁମ୍ବାଇ, ୨।୬: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୩୨ତମ ଶ୍ରାଦ୍ଧ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ୧୯୮୮ ଜୁନ୍‌ ୨ରେ ୬୩ ବର୍ଷ ବୟସରେ ନୂଆଦିଲ୍ଲୀଠାରେ ଦେହତ୍ୟାଗ କରିଥିଲେ। ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ତାଙ୍କର ଜନ୍ମ ହୋଇଥିଲେ।…

ଅଭିନେତ୍ରୀ ମୋହନାଙ୍କୁ କରୋନା: ପରିବାର ସମେତ ଘରେ କାମ କରୁଥିବା ୨୩ଜଣ ସଂକ୍ରମିତ

ଟିଭି ଧାରାବାହିକ ‘ୟେ ରିସ୍ତା କ୍ୟା କହଲାତା ହୈ’ରେ କାମ କରିଥିବା ଅଭିନେତ୍ରୀ ମୋହନା କୁମାରୀ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସହ ପରିବାର ଅନ୍ୟ ୫ ସଦସ୍ୟ ଓ ଘରେ କାମ କରୁଥିବା ୧୭ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି।…

ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !

ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ ଏହାକୁ ଏକ ସର୍ଭେ ରିପୋର୍ଟରେ ଭୁଲ ଦର୍ଶାଯାଇଛି। ଫ୍ରାନ୍ସ୍‌ରେ କରୋନା ସଂକ୍ରମଣ ୨୦୨୦ ଜାନୁୟାରୀ…

କଣ୍ଟେନମେଣ୍ଟ ଉଠାଇବା ଦାବି: ଘରୁ ବାହାରି ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ

କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ସହର ନିହାଲସିଂ ଛକ ନିକଟ କିମିରିଡୋଲି ସାହିରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସେଠାରେ ପୋଲିସ ମୂତୟନ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।…

ଏସିଆର ମହଙ୍ଗା ଛାଡ଼ପତ୍ର: ରାତାରାତି କୋଟିପତି ପାଲଟିଲେ ମହିଳା

ବେଜିଂ, ୨।୬: ଏସିଆର ଏକ ମହଙ୍ଗା ଛାଡ଼ପତ୍ରରେ ଜଣେ ମହିଳା ରାତାରାତି କୋଟିପତି ପାଲଟି ଯାଇଛନ୍ତି। ଚାଇନା ଶେଜ୍ନେନର କାଙ୍ଗଟଇ ବାୟୋଲୋଜିକାଲ ପ୍ରଡକ୍ଟର ଅଧ୍ୟକ୍ଷ ଡ୍ୟୁ ଓ୍ବେଇମିନ୍‌ ତାଙ୍କ ପୂର୍ବତନ ସ୍ତ୍ରୀ ୟୁଆନ୍‌ ଲିପିଂଙ୍କୁ ଛାଡ଼ପତ୍ର କ୍ଷତିପୂରଣ ବାବଦରେ ଭାକସିନ୍‌ ମେକରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri