‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’
ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ ବୋଲି ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍ ହେଲ୍ଥ ସାଇନ୍ସେସ୍ର ୨୫ତମ ପ୍ରତିଷ୍ଠା ଦିବସ…
ଭାରତରେ ପ୍ରଥମ ରଙ୍ଗ ବଦଳାଉଥିବା ବିରଳ ମାଛର ସନ୍ଧା
କୋଚି,୨।୬: ସେଣ୍ଟ୍ରାଲ ମେରାଇନ ମତ୍ସ୍ୟ ପ୍ରତିଷ୍ଠାନ (ସିଏମ୍ଏଫ୍ଆର୍ଆଇ) ର ବୈଜ୍ଞାନିକମାନେ ଏକ ବିରଳ ମାଛର ସନ୍ଧାନ କରିଛନ୍ତି। ଏହି ମାଛ ନିଜର ରଙ୍ଗ ପରିବର୍ତ୍ତନ କରିବା ସହ ବିଷାକ୍ତ ମଧ୍ୟ ଅଟେ। ପ୍ରଥମ ଥର ପାଇଁ ଏପରି ଏକ ମାଛ ଭାରତୀୟ…
ବ୍ରିଟେନକୁ ବ୍ୟାପିଲା ବର୍ଣ୍ଣବୈଷମ୍ୟ ବିକ୍ଷୋଭ: ଆମେରିକାର ୪୦ ସହରରେ କର୍ଫ୍ୟୁ,ବଙ୍କରରେ ଲୁଚିଲେ ଟ୍ରମ୍ପ୍
ଲଣ୍ଡନ,୨ା୬: ଆମେରିକାରେ ଜର୍ଜ ଫ୍ଲୋୟଡ୍ ନାମକ ଜଣେ କୃଷ୍ଣକାୟଙ୍କର ପୋଲିସ ନିର୍ଯାତନାରେ ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ଆନ୍ଦୋଳନର ନିଆଁ ସାରା ଆମେରିକାକୁ ବ୍ୟାପିବା…
ଧାନ ଏମ୍ଏସ୍ପି ୧୮୬୮ ଟଙ୍କାକୁ ବୃଦ୍ଧି
ନୂଆଦିଲ୍ଲୀ,୨ା୬(ପି.ଟି.): କେନ୍ଦ୍ର ସରକାର ୨୦୨୦-୨୧ ବର୍ଷ ଲାଗି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) କୁଇଣ୍ଟାଲ ପ୍ରତି ୫୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ ଧାନ ଏମ୍ଏସ୍ପି ୧,୮୬୮ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଖାଦ୍ୟଶସ୍ୟ, ଡାଲି ଓ ତୈଳବୀଜ ଆଦି…
ଓ୍ବାଜିଦ୍ଙ୍କ ମା’ଙ୍କୁ କରୋନା
ବଲିଉଡ୍ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍ ଖାନ୍ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍ ସଙ୍ଗୀତ ଜଗତ। ମାତ୍ର ୪୨ ବର୍ଷ ବୟସରେ ଓ୍ବାଜିଦ୍ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହିଁ ବଲିଉଡ୍। ଅନେକ ଷ୍ଟାର ତାଙ୍କ ମୃତ୍ୟୁ ଶୋକ ପ୍ରକାଶ କରିଛନ୍ତି। ଗତ…
୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ…
ପ୍ରବାସୀ ଶ୍ରମିକଙ୍କୁ ଦିଆଗଲା ଚାଉଳ
ଚମ୍ପୁଆ,୨ା୬(ଡି.ଏନ.ଏ.)- କରୋନା ମହାମାରୀରେ ପ୍ରଭାବିତ ହୋଇଛନ୍ତି ଶ୍ରମିକ। ଶ୍ରମ ହରାଇବା ସହିତ ବହୁ କଷ୍ଟରେ ନିଜ ପୈତୃକ ଘରକୁ ଫେରୁଛନ୍ତି। କେତେକ ଶହ ଶହ କି.ମି ଚାଲି ଚାଲି ଫେରୁଛନ୍ତି ତ କେତେକ ସାଇକେଲ ଯୋଗେ ମଧ୍ୟ ନିଜ ଘରକୁ ଫେରୁଥିବା…
‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ କାର୍ଡ’ଯୋଜନାରେ ଆଉ ୩ ରାଜ୍ୟ
ନୂଆଦିଲ୍ଲୀ,୨।୬: ଜୁନ୍ ପହିଲାରୁ ‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ କାର୍ଡ’ ଯୋଜନାରେ ଓଡ଼ିଶା ସମେତ ସିକିମ ଏବଂ ମିଜୋରାମ ଭଳି ଆଉ ୩ ରାଜ୍ୟ ସାମିଲ ହୋଇଛନ୍ତି। ଫଳରେ ଉକ୍ତ ଯୋଜନାରେ ଯୋଗଦେଇଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ସଂଖ୍ୟା…
କମ୍ପାନୀଗୁଡ଼ିକର ଗାଡ଼ି ବିକ୍ରିରେ ରେକର୍ଡ ହ୍ରାସ
ନୂଆଦିଲ୍ଲୀ,୨।୬: କରୋନା କବଳିତ ବଜାରରେ ବର୍ତ୍ତମାନ ଚାହିଦା କ୍ଷତିଗ୍ରସ୍ତ ହୋଇଥିବା ବେଳେ ମେ ମାସରେ ଦେଶର ଅଟୋମୋବାଇଲ କମ୍ପାନୀଗୁଡ଼ିକର ବିକ୍ରି ସମ୍ପୂର୍ଣ୍ଣ ଖସି ଯାଇଛି। ପ୍ରମୁଖ ଯାନ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ର ବିକ୍ରି ୮୬% ଖସିଛି। ଏହି…
ଭିମ୍ ଆପରୁ ୭ମିଲିୟନ ଡାଟା ଚୋରି ଅଭିଯୋଗ
ମୁମ୍ବାଇ,୨।୬ : ଦିନକୁ ଦିନ ସାଇବର ଅପରାଧ ମାମଲା ବଢୁଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମୋବାଇଲ ପେମେଣ୍ଟ ଆପ୍ଲିକେଶନ ଭିମ୍ ଆପ୍ରୁ ପ୍ରାୟ ୭୦ ଲକ୍ଷ ଡାଟା ଚୋରି ହୋଇଥିବା ଇସ୍ରାଏଲ ସାରବର ସିକ୍ୟୁରିଟି ଫାର୍ମ ଭିପିଏନ…
ନୂଆ ଥାଇ ବି ପୁରୁଣା ସାହା
ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା ବିପଦସଙ୍କୁଳ…
ସ୍ଥଗିତ ହେଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଧାରଣା
ଯୋଡା, ୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରବାସୀ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ବିଭିନ୍ନ ସମୟରେ ଦାବି କରୁଥିଲେ ହେଁ, ପ୍ରଶାସନର ଅଣଦେଖା ହେତୁ ଦାବି ପୁରଣ ହେଉନଥିବାରୁ ଅତିଷ୍ଟ ହୋଇ ଯୋଡାବାସୀ ଧାରଣାକୁ ଓହ୍ଲାଇଥିଲେ। ଯୋଡା ବରିଷ୍ଠ ନାଗରିକ…
Archives


