Home

ଟିକ୍‌ଟକ୍‌ରେ ବେଲି ଡ୍ୟାନ୍ସ କରିବା ପଡିଲା ମହଙ୍ଗା: ଯୁବତୀଙ୍କୁ ୩ ବର୍ଷ ଜେଲ୍‌, ୧୪ ଲକ୍ଷ ଟଙ୍କା ଜରିମାନା

ଟିକ୍‌ଟକ୍‌ରେ ବେଲି ଡ୍ୟାନ୍ସ କରି ଛାଡିବା ଯୁବତୀଙ୍କୁ ମହଙ୍ଗା ପଡିଛି। ଇଜିପ୍ଟର ହାଇପ୍ରୋଫାଇଲ ବେଲି ଡ୍ୟାନ୍ସର ସାମା ଏଲ୍‌-ମେସି ଟିକ୍‌ଟକ୍‌ରେ ଏକ ଉତ୍ତେଜିତ ବେଲି ଡ୍ୟାନ୍ସ ଭିଡିଓ ପୋଷ୍ଟ କରିଥିଲେ। ଲୋକଙ୍କ ଉପରେ ଏଭଳି ଭିଡିଓ ଖରାପ ପ୍ରଭାବ ପକାଇବା ଅଭିଯୋଗରେ…

ଜଣେ ଯୁବତୀଙ୍କୁ ୨ଥର ବିବାହ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ ବ୍ୟାଟ୍ସମ୍ୟାନ ରବିନ ଉଥାପ୍ପା ଦୀର୍ଘ ଦିନ ଧରି ଭାରତୀୟ ଦଳରୁ ବାହାରେ ରହିଛନ୍ତି କିନ୍ତୁ ତାଙ୍କ ବ୍ୟାଟ ଆଇପିଏଲରେ ଚାଲିଛି। ଏବେ ଲକ୍‌ଡାଉନ୍‌ରେ ରବିନ ତାଙ୍କ ପରିବାର ସହ ସମୟ ବିତାଉଛନ୍ତି। ରବିନ ପୂର୍ବତନ ଟେନିସ ଖେଳାଳି ଶିତଲ ଗୌତମଙ୍କୁ…

ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ

ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା…

କ୍ରିକେଟ୍‌ ପଡିଆରେ ରାଜ୍‌ କରନ୍ତି ଧୋନୀ-କୋହଲି: ଜାଣନ୍ତୁ ବୋର୍ଡ ପରୀକ୍ଷାରେ କେତେ ନମ୍ବର ଆଣିଥିଲେ

କ୍ରିକେଟ୍‌ ପଡିଆରେ ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲି ଏବଂ ସଚିନ ତେନ୍ଦୁଲକରଙ୍କୁ ରାଜ କରୁଥିବାର ଦେଖାଯାଏ। କିନ୍ତୁ ପାଠ ପଢାରେ ଏହି ୩ ଖେଳାଳି ସେତେଟା ମାହିର୍‌ ନ ଥିଲେ। ଧୋନୀ ପିତାଙ୍କ ଗାଳି ଯୋଗୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ସୁଶାନ୍ତଙ୍କ ଇନ୍‌ଷ୍ଟାଗ୍ରାମରୁ ରିୟାଙ୍କ ଫଟୋ ଡିଲିଟ୍‌ ନେଇ ଖୋଳତାଡ଼

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ଆଡୁ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ମାମଲାରେ ପୋଲିସ ବି ଯାଞ୍ଚ ଆରମ୍ଭ କରିଛି। ଏପର୍ଯ୍ୟନ୍ତ…

୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ: ଭାରତ କଲା ବିରୋଧ

ଇସଲାମାବାଦ୍‌, ୨୮।୬: ପାକିସ୍ତାନ ଭାରତକୁ ହଇରାଣ କରିବା ଲାଗି ଷଡ଼ଯନ୍ତ୍ର କରୁଛି। ପାକିସ୍ତାନ ପକ୍ଷରୁ ୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବା ଲାଗି ଘୋଷଣା କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟର ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଏଭଳି ନିଷ୍ପତ୍ତି…

ଜହ୍ନରେ ଜାଗା କିଣିଥିବା ପ୍ରଥମ ଅଭିନେତା ଥିଲେ ସୁଶାନ୍ତ !

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କେବଳ ଯେ ବଲିଉଡ୍‌ ତାହା ନୁହେଁ ପୁରା ଦେଶ ଚକିତ ହୋଇଯାଇଛି। ଘଟଣାକୁ ଅନେକ ଦିନ ବିତିଥିଲେ ହେଁ ପ୍ରଶଂସକମାନେ ଏହାକୁ ଗ୍ରହଣ କରିବାକୁ ନାରାଜ। ଏସବୁ ମଧ୍ୟରେ ପ୍ରଶଂସକମାନେ ସୁଶାନ୍ତଙ୍କ…

ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା

ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି । ମିଳିଥିବା ସୂଚନା…

ଏହି ଦୁଇ ରାଶି ମଧ୍ୟରେ ବିବାହ ହୋଇଥାଏ ଅଶୁଭ

ସାଧାରଣତଃ ବିବାହ ସମୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ପାଇଁ ଜାତକ ମିଳା ଯାଇଥାଏ। କିଛି ରାଶି ଅଛି, ଜଣେ ଜଣଙ୍କ ପ୍ରତି ବେଶ୍‌ ଆକର୍ଷିତ ହୋଇଥାନ୍ତି। ଆଉ କିଛି ରାଶିରେ ବିବାହ ଯୋଗ ଆଦୌ ଭଲ ନୁହେଁ। କାରଣ ରାଶି…

ଆୟୁଷ ମନ୍ତ୍ରଣାଳୟ ବିନା ଅନୁମତିରେ ପ୍ରସ୍ତୁତ ହୋଇଛି ‘କରୋନିଲ୍‌’: ରାମଦେବ-ପତଞ୍ଜଳି ଏମ୍‌ଡିଙ୍କ ବିରୋଧରେ ମାମଲା ଦାଏର

ଜୟପୁର, ୨୮।୬: ଆୟୁଷ ମନ୍ତ୍ରଣାଳୟର ବିନା ଅନୁମତିରେ ପତଞ୍ଜଳି ପକ୍ଷରୁ କୋଭିଡ୍‌-୧୯ ଔଷଧ ‘କରୋନିଲ୍‌’ ପ୍ରସ୍ତୁତ କରାଯାଇଛି। ଏନେଇ ରାଜସ୍ଥାନର ଜ୍ୟୋତି ନଗର ପୋଲିସ୍‌ ଷ୍ଟେଶନରେ ରାମଦେବଙ୍କ ସମେତ ପତଞ୍ଜଳି ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଆଚାର୍ଯ୍ୟ ବାଲକ୍ରିଷ୍ଣଙ୍କ ନାମରେ ଶନିବାର ଏକ ମାମଲା…

ଦିଲ୍ଲୀ ସାମ୍ପ୍ରଦାୟିକ ହିଂସା: ୧୩ ଧର୍ମସ୍ଥଳକୁ କରାଯାଇଥିଲା ଟାର୍ଗେଟ୍‌

ନୂଆଦିଲ୍ଲୀ, ୨୮।୬: ଦିଲ୍ଲୀରେ ହୋଇଥିବା ସାମ୍ପ୍ରଦାୟିକ ହିଂସାରେ ୧୩ ଧର୍ମସ୍ଥଳକୁ ଟାର୍ଗେଟ୍‌ କରାଯାଇଥିଲା। ସେଥିମଧ୍ୟରୁ ୧୧ଟି ଧର୍ମସ୍ଥଳ କ୍ଷତିଗ୍ରସ୍ତ ହୋଇଥିବା ଦିଲ୍ଲୀ ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅଧିକାର ଅଧିନିୟମ(ଆର୍‌ଟିଆଇ) ଅନ୍ତର୍ଗତ ଆଇନଜୀବୀ ୟୁସୁଫ ନକୀଙ୍କ ଦ୍ୱାରା କରାଯାଇଥିତ୍ବା ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?