Home

ସହଯୋଗ ସତ୍ତ୍ୱେ ଚାଲିପାରୁନି ବସ୍‌

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ଯୋଗୁ ଲକ୍‌ଡାଉନ ଜାରି ରହିଥିବାରୁ ଗତ ମାର୍ଚ୍ଚ ୨୨ତାରିଖରୁ ଯାତ୍ରୀବାହୀ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଲକ୍‌ଡାଉନ ହେବାର ୬୦ଦିନରୁ ଅଧିକ ଦିନ ବିତିବାପରେ ବର୍ତ୍ତମାନ ରାଜ୍ୟରେ ଗାଡ଼ି ଚଳାଚଳ ଧୀରେ ଧୀରେ ସ୍ବାଭାବିକ ହେବାକୁ ଯାଉଛି,…

ଇତିହାସ ରଚିଲା ଆମେରିକା: ମହାକାଶଚାରୀଙ୍କୁ କକ୍ଷପଥରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୩୧ା୫-ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ମହାକାଶକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ସ୍ପେସ୍‌ଏକ୍ସ କମ୍ପାନୀର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚାଇଛି। ପାଖାପାଖି…

ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ବିଶୋଇ, ୩୧।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଅଶନା ଛକଠାରେ ଏକ ସଡକ ଦୁର୍ଘଟଣା ଘଟି ଜନୈକ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଅଶନା ପଞ୍ଚାୟତର ପାଳଗଡ଼ା ଗ୍ରାମର ଗୋପାଳ ଗିରି (୮୦)। ରବିବାର ପୂର୍ବାହ୍ନ ୯ଟା ବେଳେ ଗୋପାଳ…

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ମଦ, ୩ ଗିରଫ

ବାହାନଗା, ୩୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରାସ୍ଥିତ ସଲ୍ଟ ରୋଡରୁ ଗୋପାଳପୁର ଫାଣ୍ଡି ପୋଲିସ୍‌ ୩ଶହ ଲିଟର ଦେଶୀମଦ ସହିତ ଏକ ବୋଲେରୋକୁ ଜବତ କରିଛନ୍ତି। ତେବେ ଗାଡିରେ ଥିବା ୩ଜଣ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଏନେଇ ଖନ୍ତାପଡା ଥାନାରେ ଏକ…

୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୨୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୩୧।୫ : ମହାରାଷ୍ଟ୍ର ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୯୮୪୪କୁ ବୃଦ୍ଧି…

ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏହି ଖୁସିଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି ହାର୍ଦ୍ଦିକ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଷ୍ଟାନକୋଭିକ୍‌। ନତାଶା ଲେଖିଛନ୍ତି ଆମେ ଦୁହେଁ…

ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରତିକାର କରାଯାଉନଥିବାରୁ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏହି ରାସ୍ତାର ବିଭିନ୍ନ ସ୍ଥାନରେ…

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ ଜବତ କରିଛି। ସୂଚନା ଅନୁଯାୟୀ, ଏକଡାଳ ହତାଶିଆ ରାସ୍ତାରେ ୩ଟି ବାଇକ୍‌ରେ ଚୋରା କୋଇଲା…

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ…

ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୧।୫: ଅମ୍ଫନ୍‌ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଉପକୂଳବର୍ତ୍ତୀ ରାଜ୍ୟରେ ଜୁନ ୩…

କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ ପକ୍ଷରୁ ସୁପ୍ରିୟା ଜେନା ଓ ଜ୍ୟୋତିପ୍ରକାଶ ରଣାଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ରାଇରଙ୍ଗପୁର ଟାଉନ…

ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହି ଟେଷ୍ଟିଂ ଲ୍ୟାବ୍‌କୁ ଉଦ୍‌ଘାଟନ କରିଛନ୍ତି। ପ୍ରତିଦିନ ଏଠାରେ ୧୦୦ ଜଣଙ୍କ ସ୍ବାବ୍‌ ପରୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri