Home

ମହାରାଷ୍ଟ୍ରରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ମୁମ୍ବାଇ,୩୧।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଜୁନ ୩୦ ଯାଏ ଲକଡାଉନ ଅବଧି ବଢ଼ାଇଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହି ଲକଡାଉନକୁ ‘ମିଶନ ବିଗିନ୍‌ ଏଗେନ୍‌’ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ରବିବାର…

ଝଡତୋଫାନରେ ତାଜମହଲ କ୍ଷତିଗ୍ରସ୍ତ

ଆଗ୍ରା, ୩୧।୫ : ବିଶ୍ୱପ୍ରସିଦ୍ଧ ତାଜମହଲ ଝଡତୋଫାନ ଯୋଗୁ କ୍ଷତିଗ୍ରସ୍ତ ହୋଇଛି। ତାଜମହଲର ମାର୍ବଲ ଓ ରେଲିଂରେ ଲାଗିଥିବା ଜାଲି ଓ ଲାଲ ପଥରର ଜାଲି ଭାଙ୍ଗି ଯାଇଛି। ତାଜମହଲ ପରିସରରେ କିଛି ଗଛ ମଧ୍ୟ ଉପୁଡି ଯାଇଥିବାବେଳେ ପର୍ଯ୍ୟଟକଙ୍କ ପାଇଁ…

ଉତ୍ତରାଖଣ୍ଡ କ୍ୟାବିନେଟ୍‌ ମନ୍ତ୍ରୀ ସତପାଲ ମହାରାଜାଙ୍କୁ କରୋନା

ଡେରାଡୁନ୍‌,୩୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଉତ୍ତରଖଣ୍ଡର କ୍ୟାବିନେଟ ମନ୍ତ୍ରୀ ସତପାଲ ମହାରାଜ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ତାଙ୍କ ପୁଅ, ବୋହୂ ସମେତ ୨୨ଜଣ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ସତପାଲ କରୋନା…

ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ପ୍ୟାକେଟ୍‌ ପ୍ରସ୍ତୁତ କରୁଛନ୍ତି ୯୯ ବର୍ଷୀୟା ବୃଦ୍ଧା

ପୁନେ,୩୧।୫: ଦେଶରେ ଲକ୍‌ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକମାନଙ୍କୁ ନାନା ଅସୁବିଧାର ସାମ୍ନା କରିବାକୁ ପଡୁଛି। ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ବହୁ ଲୋକ ଆଗେଇ ଆସୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ମହାରାଷ୍ଟ୍ରର ଜଣେ ୯୯ ବର୍ଷୀୟା ବୃଦ୍ଧା। ସେ ଶ୍ରମିକଙ୍କ…

କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ

ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଏଠାରେ ଜଣେ ୮୦ ବର୍ଷୀୟା ମହିଳା ଲକ୍‌ଡାଉନ୍‌ ପୂର୍ବରୁ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର…

ଖେଲୋ ଇଣ୍ଡିଆ ଇ- ପାଠଶାଳା ଲଞ୍ଚ୍‌ କରିବ ସାଇ

ନୂଆଦିଲ୍ଲୀ, ୩୧।୫ (ପି.ଟି.): ତୃଣମୂଳସ୍ତରରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏକ ଅଭିନବ ପ୍ରୟାସ ଆରମ୍ଭ କରିବାକୁ ଯାଉଛି। ଜୁନ୍‌ ୧ ତାରିଖରୁ ଜାତୀୟ ସ୍ପୋଟର୍‌ସ ଫେଡେରେଶନ (ଏସ୍‌ଏସ୍‌ଏଫ୍‌)ଗୁଡିକ ସହିତ ମିଳିତ ଭାବେ ସାଇ ଅନ୍‌ଲାଇନ୍‌ରେ…

୩ ଥର ଅଲିମ୍ପିକ୍‌ ଚାମ୍ପିୟନ ମୋରୋଙ୍କ ପରଲୋକ

ସାନ ବେନିଟୋ,୩୧।୫(ଏପି): ୩ଥର ଅଲିମ୍ପିକ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିବା ପୂର୍ବତନ ଆମେରିକୀୟ ଧାବକ ବବି ଜୋଏ ମୋରୋଙ୍କ ପରଲୋକ ହୋଇଛି। ୧୯୫୬ ମେଲବୋର୍ନ ଅଲିମ୍ପିକ୍ସରେ ଟେକ୍ସାସର ଏହି ସ୍ପ୍ରିଣ୍ଟର ୩ଟି ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲେ।…

ଆଜିଠାରୁ ଟ୍ରେନିଂ ଆରମ୍ଭ କରିବେ ଶ୍ରୀଲଙ୍କା କ୍ରିକେଟର

କଲମ୍ବୋ,୩୧।୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ଜାରି ରହିଥିବା ବେଳେ ୧୩ ଶ୍ରୀଲଙ୍କା କ୍ରିକେଟରଙ୍କୁ ନେଇ ଏକ ଗ୍ରୁପ୍‌ ସୋମବାରଠାରୁ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ଖେଳାଳି ବୋଲର ବୋଲି ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ତରଫରୁ କୁହାଯାଇଛି।…

ଆକମଲଙ୍କ ଅପିଲର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

କରାଚି,୩୧।୫ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ମାମଲାର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌ ଫକିର ମହମ୍ମଦ ଖୋଖାର। ଦୁର୍ନୀତି କରିବାକୁ ଆକମଲଙ୍କୁ ପ୍ରସ୍ତାବ ଦିଆଯାଇ ନ ଥିଲେ ମଧ୍ୟ ସେ ଏ ସଂକ୍ରାନ୍ତରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ…

ଅଧିନାୟକ ହେବାରେ ଧୋନୀଙ୍କୁ ଶ୍ରେୟ ଦେଲେ କୋହଲି

ନୂଆଦିଲ୍ଲୀ, ୩୧।୫: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଶ୍ରେୟ ଦେଇଛନ୍ତି କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ଭାରତୀୟ ଦଳର ଅଧିନାୟକ ହେବା ପଛରେ ଧୋନୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କୋହଲି କହିଛନ୍ତି। ଦଳରେ ସ୍ଥାନ ପକ୍କା କରିବା ପରେ…

ଭିଟ୍ଟୋରୀଙ୍କ ବଦାନ୍ୟତା: ନିଜ ପାଉଣାର କିଛି ଅଂଶ ଦାନ ଦେବାକୁ ବିସିବିକୁ ପ୍ରସ୍ତାବ ଦେଲେ

ଢାକା,୩୧।୫ (ପି.ଟି.): କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ତଥା ବାଂଲାଦେଶ ସ୍ପିନ୍‌ ବୋଲିଂ କୋଚ୍‌ ଡାନିଏଲ ଭିଟ୍ଟୋରୀ ଏକ ଦୃଷ୍ଠାନ୍ତମୂଲକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି)କୁ ଏକ ନିଆରା ପ୍ରସ୍ତାବ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri