Home

ସିରି ଏ ପୁନଃ ଆରମ୍ଭକୁ ବିଳମ୍ବିତ କଲେ ଇଟାଲୀ ପ୍ରଧାନମନ୍ତ୍ରୀ

ରୋମ,୨୭।୪(ଏଏଫ୍‌ପି): କୋଭିଡ-୧୯ ମହାମାରୀ ଦ୍ୱାରା ସଂଘାତିକ ଭାବେ ପ୍ରଭାବିତ ହୋଇଥିବା ଇଟାଲୀରେ ସିରି ଏ ଫୁଟବଲ ଲିଗ୍‌କୁ ବିଳମ୍ବିତ କରାଯାଇଛି। ସିରି ଏ’ର ପୁନଃ ଆରମ୍ଭକୁ ଇଟାଲୀ ପ୍ରଧାନମନ୍ତ୍ରୀ ଗିଉସେପ କୋଣ୍ଟେ ବିଳମ୍ବିତ କରିଛନ୍ତି। ତେବେ ଦେଶରେ ଆଗଧାଡିର ଆଥଲେଟମାନଙ୍କୁ ଟ୍ରେନିଂ…

ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ

ବନ୍ତ,୨୭।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଏହି ସଟ୍‌ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ ସ୍ବାଗତ…

ଟେନିସର ପ୍ରତ୍ୟାବର୍ତ୍ତନ ନେଇ ଆଶାବାଦୀ ନୁହେଁ: ନାଡାଲ

ମାଡ୍ରିଡ,୨୭।୪ (ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଟେନିସ ସମେତ ପ୍ରାୟ ସବୁ କ୍ରୀଡ଼ା ଆୟୋଜନ ଠପ୍‌ ହୋଇଛି। ପୁଣି ଥରେ ବିଶ୍ୱରେ କ୍ରୀଡ଼ା ଆୟୋଜନ କେବେ ଆରମ୍ଭ ହେବ ତାହା ମଧ୍ୟ କହିବା କଷ୍ଟକର। ତେବେ ସ୍ପେନ୍‌…

ଅଧିକାରୀଙ୍କୁ ପଞ୍ଜୀକରଣ ସମ୍ପର୍କିତ ତାଲିମ

ବନ୍ତ,୨୭।୪(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡିଆ ମାନଙ୍କ ପଞ୍ଜୀକରଣ ଓ ସେମାନଙ୍କ ସୁବ୍ୟବସ୍ଥା ନେଇ ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବିଡିଓ ରେବେକା ବିଲୁଙ୍ଗ,…

ରାଜ୍ୟରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ଠାରେ କୌଣସି ଲକ୍ଷଣ ନ ଥିଲା: ବାଗ୍‌ଚୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ତେବେ ଆକ୍ରାନ୍ତ ୧୧୦ ଜଣଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କଠାରୁ କୌଣସି ଲକ୍ଷଣ ନ ଥିଲା। ଲକ୍ଷଣ ନ ଥିବା ବ୍ୟକ୍ତି ମଧ୍ୟ ଅନ୍ୟକୁ ସଂକ୍ରମିତ କରିପାରିବେ।…

CORONAVIRUS UPDATE: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି।

କୋରାପୁଟରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଏପ୍ରିଲ ୧୪ରେ କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର। ତେବେ କୋରାପୁଟ ଜିଲା ଦଶମନ୍ତପୁରର ଆକ୍ରାନ୍ତ ଜଣେ ୨୨ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ। ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଏପ୍ରିଲ ୧୪ ତାରିଖରେ କୋଲକାତାରୁ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲା ୨୭,୮୯୨ରେ

ନୂଆଦିଲ୍ଲୀ,୨୭।୪: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୯୬ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭,୮୯୨ରେ ପହଞ୍ଚିଛି। ଏବେ ୨୦,୮୩୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ଗୋଟିଏ ଦିନରେ ୩୮୧ ଜଣ ସୁସ୍ଥ ହୋଇଥିବା…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି ରାଜ୍ୟ…

କିରୋସିନରେ ଲୋକଙ୍କୁ ଠକେଇ

ବଡଗାଁ, ୨୭।୪ (ଡି.ଏନ.ଏ.): କରୋନା ମହାମାରି ଯୋଗୁ କାମ ହରାଇ ଶ୍ରମିକ, ଦିନ ମଜୁରିଆମାନେ ହାତବାନ୍ଧି ଘରେ ବସିଛନ୍ତି । ଏମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଅଗ୍ରିମ ୩ ମାସର ଚାଉଳ ଓ ୧ ହଜାର ଟଙ୍କା ଯୋଗାଇ ଦେଇଛନ୍ତି…

ଡଅଁର ପଞ୍ଚାୟତରେ ସଚେତନତା

ହାଟଡିହୀ, ୨୭।୪(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତ ଅଧୀନରେ ଥିବା ଡଅଁର, ଚଷାଖଣ୍ଡ, ସରଳା, ଜୋରାଗଡିଆ ପ୍ରଭୃତି ଗ୍ରାମରେ ସରପଞ୍ଚ ହିସି ହେମ୍ବ୍ରମ ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଇଛନ୍ତି। ତାଙ୍କ ସହ ପିଇଓ ରମେଶ ମାଝୀ,ଜିଆରଆସ ବିନୟ…

ଭାରତକୁ ୧୭ରୁ ଅଧିକ ଦେଶରୁ ଆସିଛି କରୋନା ଭୂତାଣୁ: ସଂରଚନା ବି ଭିନ୍ନ ଭିନ୍ନ

ନୂଆଦିଲ୍ଲୀ,୨୭।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶକୁ ୧୭ରୁ ଅଧିକ ଭିନ୍ନ ଭିନ୍ନ ଦେଶରୁ କରୋନା ଭୂତାଣୁ ଆସିଥିବା କୁହାଯାଉଛି। ଏସବୁ ମଧ୍ୟରେ ୫ଟିର ଆନୁବଂଶିକ ପରିବର୍ତ୍ତନ(ମ୍ୟୁଟେଶନ) ରହିଥିବା ମଧ୍ୟ ଜଣାପଡ଼ିଛି। ଗୋଟିଏ ଭୂତାଣୁର ଭିନ୍ନ ଭିନ୍ନ ସଂରଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri