Home

ଅନ୍‌ଲାଇନ୍‌ ପାଠପଢ଼ାକୁ ଗଣଶିକ୍ଷା ବିଭାଗର ଗୁରୁତ୍ୱ: ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନିଷ୍ପତ୍ତି

ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି। ଏଥିପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ତେଣୁ ଏହି ସମସ୍ୟା ଦୂର କରିବାକୁ ଚେଷ୍ଟା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଅନ୍‌ଲାଇନ୍‌ ପାଠପଢ଼ା…

ବଜ୍ରପାତରେ ଶତାଧିକ ମୃତ: ବିହାରରେ ୮୩, ୟୁପିରେ ୨୪

ପାଟନା,୨୬ା୬:(ପି.ଟି.):ବିହାରର ବିଭିନ୍ନ ଜିଲାରେ ଗୁରୁବାର ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨୪ ଘଣ୍ଟା ମଧ୍ୟରେ ୮୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଶିଶୁ ଅଛନ୍ତି। ସେହିପରି ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୨୪ ଜଣ ପ୍ରାଣ…

ମେ’ ଆରମ୍ଭରୁ ଏଲ୍‌ଏସିରେ ସୈନ୍ୟ ଠୁଳ କରିଥିଲା ଚାଇନା

ନୂଆଦିଲ୍ଲୀ,୨୬ା୬(ପି.ଟି.):ମେ’ ଆରମ୍ଭରୁ ଚାଇନା ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ବ୍ୟାପକ ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ଠୁଳ କରିଥିଲା ଏବଂ ସମସ୍ତ ଦ୍ୱିପାକ୍ଷିକ ନିୟମାବଳୀକୁ ଉପେକ୍ଷା କରିଆସୁଥିଲା ବୋଲି ଭାରତ କହିଛି। ପୂର୍ବ ଲଦାଖରେ ମୁହାଁମୁହିଁ ସ୍ଥିତି ଲାଗି ଭାରତ ବେଜିଂକୁ ଦାୟୀ…

ଆନ୍ଧ୍ରରେ କୋଭିଡ୍‌ ସ୍ଥିତି ଚିନ୍ତାଜନକ: ଲକ୍ଷଣ ନ ଥାଇ ହଠାତ୍‌ ମୃତ୍ୟୁ ହେଉଛି

ବିଶାଖାପାଟଣା,୨୬ା୬:ମହାମାରୀ କରୋନା ଆନ୍ଧ୍ରବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଦକ୍ଷିଣ ଭାରତୀୟ ରାଜ୍ୟରେ ରୋଗୀଙ୍କଠାରେ କୋଭିଡ୍‌-୧୯ ଲକ୍ଷଣ ନ ଥାଇ ହଠାତ୍‌ ମୃତ୍ୟୁ ଘଟୁଛି। ବିଜୟଓ୍ବାଡା ସରକାରୀ ହସ୍ପିଟାଲ ପରିସରରେ ଥିବା ଏଆର୍‌ଟି ସେଣ୍ଟରରେ କାର୍ଯ୍ୟରତ ଜଣେ ଡାକ୍ତର ହଠାତ୍‌ ଶ୍ୱାସ…

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ପାଣ୍ଠି ଯୋଗାଉଛି ଚାଇନା ଦୂତାବାସ: ଭାଜପା

ନୂଆଦିଲ୍ଲୀ,୨୬ା୬:ରାଜୀବ ଗାନ୍ଧୀ ଫାଉଣ୍ଡେଶନ (ଆର୍‌ଜିଏଫ୍‌)କୁ ଚାଇନା ଦୂତାବାସ ପାଣ୍ଠି ଯୋଗାଉଛି ବୋଲି ଗୁରୁବାର ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଛି। ଭାଜପାର ସୋସିଆଲ ମିଡିଆ ଟିମ୍‌ ଉକ୍ତ ଦାବି ସପକ୍ଷରେ ଦସ୍ତାବିଜ ମଧ୍ୟ ଦେଖାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆର୍‌ଜିଏଫ୍‌ ଚେୟାରପର୍ସନ…

ଭାରତ-ଚାଇନା ସୀମା ବିବାଦ ନେଇ ବିଶ୍ଳେଷକଙ୍କ ମତ:ରାଜନୈତିକ ଉତ୍ତରଦାୟିତ୍ୱ ରହୁ

ନୂଆଦିଲ୍ଲୀ,୨୬ା୬:ସେନାକୁ ଅସ୍ତ୍ର ବ୍ୟବହାର ପାଇଁ ସ୍ବାଧୀନତା ଦେବା ପରିବର୍ତ୍ତେ ଭାରତକୁ ଉପଯୁକ୍ତ କୂଟନୀତି ଆପଣାଇବାକୁ ପଡ଼ିବ । କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ସବୁ ଉତ୍ତରଦାୟିତ୍ୱ ସଶସ୍ତ୍ର ବଳ ଉପରେ ଲଦି ଦେଇଛନ୍ତି । ଲଦାଖର…

ପାରାଦୀପଠାରେ ଆଇଓସିଏଲ୍‌ର ପିଏଡିସି ଉଦ୍‌ଘାଟିତ

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ପାରାଦୀପଠାରେ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ୪୩ କୋଟି ଟଙ୍କା ବ୍ୟୟରେ ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ବା ପ୍ରଡକ୍ସ ଆପ୍ଲିକେଶନ ଆଣ୍ଡ୍‌ ଡେଭଲପମେଣ୍ଟ ସେଣ୍ଟର(ପିଏଡିସି) ନିର୍ମାଣ କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସ୍କ୍ବାଶ ଖେଳାଳି ରନିମଙ୍କ ଅବସର

କାଇରୋ, ୨୬ା୬ (ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ସ୍କ୍ବାଶ ଖେଳାଳି ଇଜିପ୍ଟର ରନିମ୍‌ ଏଲ୍‌. ଓ୍ବିଲିଲି ଗୁରୁବାର ଅବସର ଘୋଷଣା କରିଛନ୍ତି। କୌଣସି କ୍ରୀଡ଼ାରେ ବିଶ୍ୱର ନମ୍ବର ଓ୍ବାନ ମାନ୍ୟତା ହାସଲ କରିବାରେ ସେ ପ୍ରଥମ ଆରବୀୟ ମହିଳା ବୋଲି ପ୍ରଫେସନାଲ ସ୍କ୍ବାଶ…

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’

ନୂଆଦିଲ୍ଲୀ,୨୬ା୬:ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର ବ୍ରାଣ୍ଡ ନାମରୁ ଫେୟାର ଶବ୍ଦ ବ୍ୟବହାରକୁ କମ୍ପାନୀ ହଟାଇବ ବୋଲି ଜଣାପଡିଛି। ଆଫ୍ରିକୀୟ-ଆମେରିକୀୟ ଜର୍ଜ…

୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି…

ଆର୍‌ଟିଆଇ ଅସ୍ତ୍ର ନିଷ୍କ୍ରିୟ ହେଉଛି

ନୂଆଦିଲ୍ଲୀ,୨୬ା୬:ଶାସନ-ପ୍ରଶାସନରେ ଚାଲିଥିବା ଦୁର୍ନୀତିର ମୂଳକୁ ଉପାଡ଼ି ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ଗଢ଼ାଯାଇଥିଲା। ସାଧାରଣ ଜନତାଙ୍କ ପାଇଁ ଏହି ଆଇନ ଥିଲା ଗଣତାନ୍ତ୍ରିକ ଉପାୟରେ ସୂଚନା ହାସଲର ଅମୋଘ ଅସ୍ତ୍ର। ସୁପ୍ରିମକୋର୍ଟଙ୍କ ଏକାଧିକ ରାୟ ଓ ନିର୍ଦ୍ଦେଶକ୍ରମେ…

୮୦ ଟପିଲା ଡିଜେଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୯ ସଂକ୍ରମଣ ଜନିତ ସମସ୍ୟା ଦେଶର ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗି ଦେଇଛି। ଏହି ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ଡରେ ଚଡକ ପକାଇଛି। ଗୁରୁବାର ତୈଳ ଦର ଡିଜେଲ ଲିଟର ପିଛା ୧୪ ପଇସା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?