Home

ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା ଘରେ…

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…

ପିଏମ୍‌ କିଷାନ ଖାତାର ବାଲାନ୍ସ ଜାଣିବାର ସହଜ ଉପାୟ

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଦ୍ୱାରା କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୯ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ କୃଷକମାନଙ୍କ ଖାତାକୁ ବର୍ଷକୁ ୬ହଜାର ଟଙ୍କା ପଠାଯାଉଛି। ଏହା ୨ହଜାର ଲେଖାଏ ତିନୋଟି…

ମାତ୍ର ୫ ଟଙ୍କା ପାଇଁ ଗୀତ ଗାଉଥିଲେ ସୋନୁ ନିଗମ

ସିଙ୍ଗର ସୋନୁ ନିଗମ ବଲିଉଡ୍‌ରେ ମ୍ୟୁଜିକ୍‌ ମାଫିଆ ବିଷୟରେ କହିବା ପରଠାରୁ ଏକ ଭିନ୍ନ ପ୍ରକାର ବିବାଦ ଆରମ୍ଭ ହୋଇଯାଇଛି। ସୋନୁ ଯେଉଁପରି ଭାବେ ଟି ସିରିଜ୍‌ର ନିର୍ଦ୍ଦେଶକ ଭୁଷଣ କୁମାରଙ୍କ ଉପରେ ଦୋଷ ଲଗାଇଛନ୍ତି, ଏହାକୁ ନେଇ ବିବାଦ ଆହୁରି…

ଆତ୍ମହତ୍ୟାର କିଛି ଘଣ୍ଟା ପୂର୍ବରୁ ଏହି ଭିଡିଓ ଶେୟାର କରିଥିଲେ ଟିକ୍‌ଟକ୍‌ ଗର୍ଲ ସିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌ଠାରୁ ଆରମ୍ଭକରି ସାରା ଦେଶର ଲୋକଙ୍କୁ ଥରାଇ ଦେଇଛି। ତାଙ୍କ ମୃତ୍ୟୁକୁ ସପ୍ତାହେ ପରେ ହୋଇଥିଲେ ମଧ୍ୟ ପ୍ରଶଂସକ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟାର ୧୦ ଦିନ ପରେ…

ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ ସେଣ୍ଟର…

ଜ୍ୟାକ୍‌ ମାଙ୍କୁ କାଟି ପୋନି ମା ହେଲେ ଚାଇନାର ସବୁଠାରୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ଚାଇନାରୁ ଆରମ୍ଭ ହୋଇଥିଲା ମହାମାରୀ କରୋନା ସଂକ୍ରମଣ। ଏହାର ପ୍ରଭାବରେ ଦେଶର ଧନୀ ତାଲିକାରେ ପରିବର୍ତ୍ତନ ହୋଇଛି। ପୂର୍ବରୁ ଅଲିବାବାର ଜ୍ୟାକ୍‌ ମା ସବୁଠାରୁ ଧନୀ ବ୍ୟକ୍ତି ଥିଲେ। ଏବେ ତାଙ୍କୁ କାଟିଛନ୍ତି ଟେନ୍‌ସେଣ୍ଟର ସଂସ୍ଥାପକ ମା ହୁଆତେଙ୍ଗ ଓରଫ…

ଗଜଲ ଗାଇ ପ୍ରଶଂସକଙ୍କ ହୃଦୟ ଜିତିଥିଲେ ସୁଶାନ୍ତ

ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଏକ ପୁରୁଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୁଶାନ୍ତଙ୍କୁ ଗଜଲ ଗାଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କର ଏହି ଭିଡିଓକୁ ଭୋମ୍ପଲା ତାର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛି।…

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ତାଙ୍କ ସ୍କୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ବିଶେଷକରି ତାଙ୍କ ପ୍ରଶଂସକ ଏବଂ କିଛି ଫିଲ୍ମ କଳାକାର ଆଦୌ ବିଶ୍ୱାସ କରୁନାହାନ୍ତି। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଅବସରରେ ସୋସିଆଲ ମିଡିଆରେ ଲଗାତର ଫଟୋ, ଭିଡିଓ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୮ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪,୨୯୧କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମରୁ ସର୍ବାଧିକ ୩୯ଜଣ ଅଛନ୍ତି। ସେହିଭଳି ଖୋର୍ଦ୍ଧାର ୨୩, ଗଜପତିର ୨୩, ପୁରୀର ୧୯, ବରଗଡ଼ର ୧୩, ସୁନ୍ଦରଗଡ଼ର ୮, ବାଲେଶ୍ୱରର ୭, ଭଦ୍ରକ-ରାୟଗଡ଼ାର ୫, ମାଲକାନଗିରି-କେନ୍ଦ୍ରାପଡ଼ା, କେନ୍ଦୁଝର-ଜଗତସିଂହପୁର-ସୋନପୁରର…

ଏହି କାରଣରୁ ବଲିଉଡ୍‌ରୁ ଦୂରେଇ ଯାଇଥିଲେ ରିୟା ସେନ୍‌

ବଲିଉଡ୍‌ ଅଭିନେତ୍ରୀ ରିୟା ସେନ୍‌ ‘ଚୁଡି ଯୋ ଖନ୍‌କେ ହାଥୋ ମୈ…’ ମ୍ୟୁଜିକ୍‌ ଭିଡିଓରୁ ଚର୍ଚ୍ଚାକୁ ଆସିଥିଲେ। ଏହା ପରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିବା ଆରମ୍ଭ କରିଥିଲେ। ଏମିତିରେ ବି ଅଭିନୟ ତାଙ୍କ ରକ୍ତରେ ରହିଛି। ରିୟା ଲୋକପ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?