Home

ବଢିବ କି ଲକ୍‌ଡାଉନ୍‌… ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅମିତ ଶାହ

ନୂଆଦିଲ୍ଲୀ,୨୯।୫: କରୋନା ଯୋଗୁ ଦେଶରେ ଲାଗୁ କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ମେ ୩୧ରେ ଶେଷ ହେବ। ଆଗକୁ ଏହା ବୃଦ୍ଧି କରାଯିବ କି ନାହିଁ ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏ ବିଷୟରେ ଆଲୋଚନା କରିବା ପାଇଁ ଶୁକ୍ରବାର…

ଲକ୍‌ଡାଉନ୍‌ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ

ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨ ଦିନ ମଧ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ…

ଲକ୍‌ଡାଉନ୍‌ରେ ଗ୍ରାଣ୍ଡ୍‌ ପାର୍ଟି: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବେଳେବେଳେ ଏମିତି କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। କରୋନା ଯୋଗୁ ବିଶ୍ୱର ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଯଦିଓ ଅନେକ ସ୍ଥାନରେ କୌଣସି…

‘ଅମ୍ପନ’ ପ୍ରଭାବିତଙ୍କୁ ସହାୟତା କଲେ ଶାହରୁଖ ଖାନ୍‌

ବାତ୍ୟା ‘ଅମ୍ଫନ’ରେ ପ୍ରଭାବିତଙ୍କୁ ସାହାଯ୍ୟ କରିବା ପାଇଁ ମଧ୍ୟ ଆଗେଇ ଆସିଛନ୍ତି ଅଭିନେତା ଶାହାରୁଖ ଖାନ। ଆଇପିଏଲ କ୍ରିକେଟ ଟିମ କୋଲକାତା ନାଇଟ ରାଇଡର୍ସର ଟୁଇଟର୍‌ ହ୍ୟାଣ୍ଡେଲରେ ରିଲିଫ ପ୍ୟାକେଜର ଘୋଷଣା କରାଯାଇଛି। ପଶ୍ଚିମବଙ୍ଗ ସରକାରଙ୍କ ରିଲିଫ ଫଣ୍ଡ୍‌ରେ ଆର୍ଥିକ ସାହାଯ୍ୟ…

ଗରାବଡ଼ୁ ସେବକଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୯।୫: ଆସନ୍ତା ଜୁନ୍‌ ୫ ତାରିଖରେ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। କିନ୍ତୁ ଚଳିତ ଥର ମହାମାରୀ କରୋନାର ବିଭିଷିକା ମଧ୍ୟରେ କିଭଳି ଦାରୁବିଗ୍ରହଙ୍କ ନୀତିକାନ୍ତିଙ୍କୁ ଶୃଙ୍ଖଳିତ…

କ୍ୱାରାଣ୍ଟାଇନ ସେଣ୍ଟରରୁ ସୁରଟ ଫେରନ୍ତାଙ୍କ ୩୦ ହଜାର ଚୋରି: ଛତ୍ରପୁର ପୋଲିସର ତଦନ୍ତ ଆରମ୍ଭ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଭିକାରୀପଲି ଶ୍ରୀହରିହରେଶ୍ୱର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଗୁରୁବାର ରାତିରେ ଜଣେ ଅନ୍ତେବାସୀଙ୍କ ବ୍ୟାଗ ଚୋରି ହୋଇଛି। ଚୋରିର ଶିକାର ବ୍ୟକ୍ତିଜଣଙ୍କ ହେଲେ ଛତ୍ରପୁର ବ୍ଲକ ନୂଆପଲ୍ଲୀ ଗାଁର ଝଡ଼ିଆ…

ପଶ୍ଚିମବଙ୍ଗ କ୍ୟାବିନେଟ୍‌ ମନ୍ତ୍ରୀ, ସ୍ତ୍ରୀଙ୍କୁ କରୋନା

କୋଲକତା,୨୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ପଶ୍ଚିମବଙ୍ଗରେ କରୋନା ସ୍ଥିତ ଜଟିଳ ହୋଇପଡିଛି। ପଶ୍ଚିମବଙ୍ଗ ସରକାରର କ୍ୟାବିନେଟ୍‌ ମନ୍ତ୍ରୀ ସୁଜିତ୍‌ ବୋଷ ଏବଂ ତାଙ୍କ ସ୍ତ୍ରୀଙ୍କ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଜଙ୍ଗଲରୁ କାଜୁ ସଂଗ୍ରହ ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଖୋର୍ଦ୍ଧା ଅଫିସ,୨୯ା୫: ହାତୀ ଆକ୍ରମଣରେ ଶୁକ୍ରବାର ପୁଣି ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କାଇପଦର ଗ୍ରାମର ରବିନ୍ଦ୍ର କୁମାର ଜେନା କାଜୁ ଜଙ୍ଗଲରେ କାଜୁ ସଂଗ୍ରହ…

‘ବାହୁବଳୀ’ର ଗୀତ ଗାଇ ଚର୍ଚ୍ଚାରେ ଯୁବକ: କମ୍‌ ସମୟ ମଧ୍ୟରେ ଦେଖିଲେଣି ୫୦ ଲକ୍ଷରୁ ଅଧିକ ଲୋକ

ରେଳ ଷ୍ଟେଶନରେ ବସି ରାନୁ ମଣ୍ଡଳ ଲତା ମଙ୍ଗେସକରଙ୍କ ଗୀତକୁ ଏତି ସୁନ୍ଦରଭାବେ ଗାଇଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ସେ ଚର୍ଚ୍ଚାକୁ ଆସିଥିଲେ। ପରେ ସଂଗୀତକାର ହିମେଶ ରେଶମିୟା ତାଙ୍କୁ ଏକ ଗୀତରେ ସୁଯୋଗ ଦେଲେ।…

୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୧୬ ପୋଲିସକର୍ମୀ କରୋନା ପଜିଟିଭ୍‌

ମୁମ୍ବାଇ, ୨୭।୫: ଦେଶରେ ଲଗାତାର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୭୫ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇଛି। ସର୍ବାଧିକ କରୋନା ସଂକ୍ରମିତ ରାଜ୍ୟ…

ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍‌: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍‌

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ ପୁରା ପରିବାର ମେ ୨୮ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଛନ୍ତି। ଏହାପରେ ସଂସଦର…

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେଇ ରାଜନୀତି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ ଆଣି ଉଭୟ କଂଗ୍ରେସ ଏବଂ ଭାଜପା ଗୁରୁବାର ସରକାରଙ୍କ ଉପରେ ବର୍ଷିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri