ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା
କେନ୍ଦୁଝର,୨୮ା୫(ସ୍ବ.ପ୍ର.)-ରାସ୍ତାପାର ହେଉଥିବାବେଳେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ସକାଳ ସମୟରେ ଏକ ପିକଅପ୍ରେ ବ୍ୟକ୍ତି ଜଣଙ୍କ ଯାଉଥିଲେ। ବନାଯୋଡ଼ି ଯୋଗୀମଠ ଛକ ନିକଟରେ ଛିଡ଼ାକରି ରାସ୍ତାକଡ଼ ଦୋକାନରେ ଚା’ ପିଇବା ପରେ ରାସ୍ତା ରାସ୍ତା ପାର ହେଉଥିବାବେଳେ କେନ୍ଦୁଝର…
ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ
ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର ପଞ୍ଚମ ପାଳିକୁ ବର୍ଷେ ପୂରଣ ହେବ। ଚଳିତ ବର୍ଷ ବିଜେଡି ପାଇଁ ସଂଘର୍ଷର ବର୍ଷ।…
ଗ୍ୟାସ୍ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍ ଘଟଣା: ୩ ଗିରଫ
ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗୁରୁବାର ୩ଜଣ…
କରୋନା ବୁଡ଼ାଇଲା କୌଳିକ ବୃତ୍ତି : ସଙ୍କଟରେ ବାଉଁଶ କାରିଗର
କେନ୍ଦୁଝର, ୨୮ା୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ ଚାଲିଛି। କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସାଧାରଣ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଦେଇଥିବା ବେଳେ ଅନେକ ପରିବାର ଜୀବିକା ହରାଇ ଘରେ…
ଚୋରା ମଦବେପାରୀ ଗିରଫ
ଭଣ୍ଡାରିପୋଖରୀ , ୨୮।୫ (ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଭୁତିଆ ଗ୍ରାମରେ ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଦୁଃଶାସନ ମୁଣ୍ଡା।…
କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ଆକ୍ରାନ୍ତ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଟେଲିଫୋନ ଯୋଗେ କଥା ହୋଇଥିବା ବେଳେ ଅପରାହ୍ନରେ ଶିକ୍ଷକ ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହୋଇଛନ୍ତି। କରୋନା ମୁକାବିଲା ଦିଗରେ…
ଏମଏନଆରଇଜିଏସ୍ କାମ ବେଳେ ଗଣ୍ଡଗୋଳ : ଠିକାଦାରଙ୍କୁ ଘେରିଲେ ଶ୍ରମିକ
ବାହାନଗା, ୨୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତରେ ଏମ୍ଜିଏନଆରଇଜିଏସ୍ (ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ ନିର୍ମାଣ ହେଉଥିବା ରାସ୍ତା କାମ ବେଳେ ଦୁଇ ଶ୍ରମିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ କାମ ବନ୍ଦ ରହିଛି। ଫଳରେ ଗୁରୁବାର…
କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ପଶିଲା ବର୍ଷା ପାଣି
ସଜନାଗଡ଼, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କାଣ୍ଡଗରଡ଼ିହି ପଞ୍ଚାୟତ ବାବା ପଞ୍ଚଲିଙ୍ଗେଶ୍ୱର ମହାବିଦ୍ୟାଳୟରେ ହୋଇଥିବା କ୍ୱାରଣ୍ଟାଇନ୍ କେନ୍ଦ୍ରରେ ଗୁରୁବାର ପୂର୍ବାହ୍ନରେ ବର୍ଷାପାଣି ପଶିଯିବାରୁ ସେଠାରେ ରହୁଥିବା ପ୍ରବାସୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏ ସମ୍ପର୍କରେ ପ୍ରବାସୀମାନେ କେନ୍ଦ୍ରର ନୋଡ଼ାଲ ଅଫିସରଙ୍କ…
ବଜ୍ରପାତରେ ୨ ଗୁରୁତର
ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ ଝୁମି ପାତ୍ର। ଗାଧେଇବାକୁ ଯାଉଥିବା ବେଳେ ସେମାନେ ବଜ୍ରପାତର ଶିକାର ହୋଇଥିଲେ। ପରିବାରେ ଉଭୟଙ୍କୁ…
ବେଆଇନ ବିଲ୍ ଆଦାୟ ବିରୋଧରେ ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାର ବିଦ୍ୟୁତ୍ ସରବରାହ ପରିଚାଳନା ଦାୟିତ୍ୱରେ ଥିବା ନେସ୍କୋ ବିଦ୍ୟୁତ୍ ବିତରଣ ସଂସ୍ଥା ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ୍ ଶକ୍ତି ବ୍ୟବହାର ବାବଦରେ ଶୁଳ୍କ ବ୍ୟତୀତ ବିଭିନ୍ନ ଆଳରେ ଆଦାୟ କରି ଉପଭୋକ୍ତାମାନଙ୍କୁ ଦୀର୍ଘଦିନ ଧରି ଠକି ଆସିବାର…
ସାମାଜିକ ଦୂରତା, ମାସ୍କ ପିନ୍ଧିବା ନେଇ ଲୋକଙ୍କୁ ସଚେତନ କରାଇବ ଡ୍ରୋନ୍
ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ଭାଇରସ ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ କିଛି ଲୋକ ଏହାକୁ ପାଳନ କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଡ୍ରୋନ୍…
ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା: ବିବାହ ସମ୍ପନ୍ନ, ଦେବଦମ୍ପତିଙ୍କ ଯୁଗଳ ଦର୍ଶନ
ସୋନପୁର,୨୮ା୫(ନି.ପ୍ର.): ସୁବର୍ଣ୍ଣପୁର ସହରର ଡେରାପଡାରେ ଗୁରୁବାର ଦେବଦମ୍ପତିଙ୍କ ଯୁଗଳ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସାମାଜିକ ଦୂରତ୍ୱ ବଜାୟ ରଖି ଶିବ ପାର୍ବତୀଙ୍କ ଦର୍ଶନ କରିଥିଲେ। ବୁଧବାର ବିଳମ୍ବିତ ରାତିର ମହେନ୍ଦ୍ର ବେଳାରେ ଶିବ ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଥିଲା।…
Archives


