Home

କରୋନା ମୁକାବିଲା: ଦେଶର ୫୩୧ ଜିଲାରେ ନାହିଁ ଟେଷ୍ଟିଂ ଲ୍ୟାବ୍‌

ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା କ୍ଷେତ୍ରରେ ନମୁନା ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଦେଶର ୭୧୭ ଜିଲା ମଧ୍ୟରୁ କେବଳ ୧୮୬ ଜିଲାରେ ଟେଷ୍ଟିଂ ଲ୍ୟାବ୍‌…

ଲକ୍‌ଡାଉନ୍‌ରେ ଅମିତାଭ ବଚ୍ଚନଙ୍କ ଲ୍ୟାପ୍‌ଟପ୍‌

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଇନଷ୍ଟାଗ୍ରାମ, ଟୁଇଟର୍‌ ବ୍ୟତୀତ ନିଜ ବ୍ଲଗରେ ପୋଷ୍ଟ କରୁଛନ୍ତି। ନିକଟରେ ସେ ବ୍ଲଗ ପୋଷ୍ଟ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାରଣ ତାଙ୍କ ଲ୍ୟାପ୍‌ଟପ୍‌ ଖରାପ ହୋଇଯାଇଛି। ସେ ନିଜ…

ଚାଟ୍‌ ଶୋ’ରେ ଅମୃତାଙ୍କୁ କିସ୍‌ କରିଥିଲେ ସୈଫ୍‌, ଭିଡିଓ ଭାଇରାଲ

ମୁମ୍ବାଇ: ଦିନଥିଲା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ଅମୃତା ସିଂହଙ୍କୁ ସବୁଠୁ ଶକ୍ତିଶାଳୀ କପଲ କୁହାଯାଉଥିଲା। ତାଙ୍କ ପ୍ରେମସମ୍ପର୍କ ସେତେବେଳେ ଖୁବ୍‌ ଚର୍ଚ୍ଚାରେ ଥିଲା। ସୈଫ୍‌ ନିଜଠାରୁ ୧୨ ବର୍ଷ ବଡ଼ ଅମୃତା ସିଂହଙ୍କୁ ବିବାହ କରିବା ଇଣ୍ଡଷ୍ଟ୍ରିରେ କେହି ବିଶ୍ୱାସ…

୨୨ ହଜାର ଟଙ୍କାରେ ୨ ମାସର ଶିଶୁ ବିକ୍ରି କଲେ ପ୍ରବାସୀ ଶ୍ରମିକ

ହାଇଦ୍ରାବାଦ,୨୮।୫: କରୋନା ମହାମାରୀ ଯୋଗୁ ଭାରତରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ ପ୍ରବାସୀ ଶ୍ରମିକ ଖାଇବାକୁ ନ ପାଇ ନିଜର ୨ ମାସର ଶିଶୁକୁ ୨୨ ହଜାର ଟଙ୍କାରେ ବିକ୍ରି କରିଛନ୍ତି। ମେ ୨୩ରେ ପ୍ରବାସୀ…

ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌ ସେବା ଆରମ୍ଭ ହୋଇଛି। ଭଦ୍ରକ ବନ୍ତ ଛକ ସ୍ଥିତ ଷ୍ଟାଣ୍ଡରେ ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜିଂ…

CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଗଞ୍ଜାମରେ ସର୍ବାଧିକ…

କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧିବାକୁ ଆହ୍ବାନ ଦେଲେ ଡିଜିପି

କଟକ ଅଫିସ,୨୮ା୫: କରୋନାକୁ ହରାଇବା ପାଇଁ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ଗୁରୁବାର ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଟୁଇଟ୍‌ରେ ସେ ପ୍ରକାଶ କରିଛନ୍ତି ଯେ, ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ପାଇଁ ଓଡ଼ିଶା ପୋଲିସ ରାଜ୍ୟବ୍ୟାପୀ…

୨୦୨୦ ଶେଷ ସୁଦ୍ଧା ଆର୍ଥିକ ସମସ୍ୟା ଯୋଗୁ ୮ କୋଟି ୬୦ ଲକ୍ଷ ଶିଶୁଙ୍କୁ ମିଳିବନି ଖାଦ୍ୟ

ଜେନେଭା,୨୮।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ଆଗାମୀ ଦିନରେ ଖାଦ୍ୟ ସଙ୍କଟ ଦେଖାଯିବ। ଫଳରେ ୮ କୋଟି ୬୦ ଲକ୍ଷ ଶିଶୁ ଆର୍ଥିକ ସମସ୍ୟା ଯୋଗୁ ସାଧାରଣ ସୁବିଧା ସୁଯୋଗ ସହିତ ଖାଇବାକୁ ମଧ୍ୟ ପାଇବେନି ବୋଲି ୟୁନିସେଫ୍‌ ଏବଂ ସେଭ୍‌…

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହ ଗୁରୁବାର ଟେଲିଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କର ତ୍ୟାଗ ଏବଂ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। କରୋନା ରୋଗୀଙ୍କ…

ମକା ଖାଇ କ୍ରିକେଟରଙ୍କ ଦୁଇ ଆଗଦାନ୍ତ ଭାଙ୍ଗିଲା

ଅଷ୍ଟ୍ରେଲିଆ କ୍ରିକେଟର ଡେଭିଡ୍‌ ଓ୍ବାର୍ଣ୍ଣର ଏବେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ପ୍ରତିଦିନ ସେ ଟିକ୍‌ଟକ୍‌ରେ ଭିଡିଓ ପୋଷ୍ଟ କରୁଛନ୍ତି। କେତେବେ ନିଜ ୩ ଝିଅଙ୍କ ସହ ତ ଆଉ କେତେବେଳେ ନିଜ ସ୍ତ୍ରୀଙ୍କ ସହ ଭିଡିଓ କରି ପୋଷ୍ଟ…

ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ ମହାଦେବଙ୍କ ବିବାହ କାର୍ଯ୍ୟ ଆଡ଼ମ୍ବରରେ ସମ୍ପନ୍ନ ହୋଇଛ। ଦେବଦମ୍ପତିଙ୍କ ବିବାହ ଉତ୍ସବ ସକାଶେ ମନ୍ଦିର…

ଫେଲ୍‌ ମାରିଲା ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୨୮।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ପୁଲଓ୍ବାମା ଭଳି ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରି ଦିଆଯାଇଛି। ପୁଲଓ୍ବାମା ଜିଲା ଅବିଗୁଣ୍ଡ ରାଜପୋରା ଅଞ୍ଚଳରେ ଗୁରୁବାର ପୁଲଓ୍ବାମା ପୋଲିସ, ସିଆର୍‌ପିଏଫ୍‌ ଓ ସେନାର ମିଳିତ ଉଦ୍ୟମରେ ଇମ୍ପ୍ରୋଭାଇଜଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri