Home

କରୋନା ପାଇଁ ନରବଳି ଦେଲେ ପୂଜକ, କଟୁରି ଜବତ

ନରସିଂହପୁର,୨୮ା୫(ଡି.ଏନ୍‌.ଏ.): କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ମା’ ବ୍ରାହ୍ମଣୀ ମନ୍ଦିରରେ ଜଣେ ପୂଜକ କରୋନା ପାଇଁ ନରବଳି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିରର ୭୦ ବର୍ଷୀୟ ପୂଜକ ସଂସାରୀ ଓଝା ପୋଲିସକୁ ଦେଇଥିବା ବୟାନ…

ପ୍ରବାସୀ ମହିଳା ପୁଅର ନାମ ରଖିଲେ ସୋନୁ ସୁଦ

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଯାନବାହନର ବନ୍ଦୋବସ୍ତ କରି ଏବେ ଚାରିଆଡେ ଚର୍ଚ୍ଚା ପାଲଟିଛନ୍ତି।…

ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି…

ପଙ୍ଗପାଳ ଘଉଡ଼େଇବା ପାଇଁ ବାଜୁଛି ଡିଜେ

ଭୋପାଳ,୨୮।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଏବେ ଉତ୍ତରପୂର୍ବ ଭାରତର ୫ ରାଜ୍ୟର ଚାଷ ଜମିରେ ପାକିସ୍ତାନୀ ପଙ୍ଗପାଳ ଆତଙ୍କ ସୃଷ୍ଟି କରିଛନ୍ତି । ପଙ୍ଗପାଳ ଫସଲ ନଷ୍ଟ କରି ଚାଲିଛନ୍ତି। ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ,…

‘ପାତାଳ ଲୋକ’ରୁ ହଟିଲା ଭାଜପା ନେତାଙ୍କ ଫଟୋ

ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଯୋଜନାରେ ନିର୍ମିତ ‘ପାତାଳ ଲୋକ’ ଏବେ ବିବାଦ ଘେରରେ ରହିଛି। ବିନା ଅନୁମତିରେ ଭାଜପା ନେତା ନନ୍ଦକିଶୋର ଗୁଜରଙ୍କ ଫଟୋ ବ୍ୟବହାରକୁ ନେଇ ବିବାଦ ସୃଷ୍ଟି ହେବାରୁ ଉକ୍ତ ଫଟୋଟିକୁ ହଟାଇଦିଆଯାଇଛି। ଅନୁଷ୍କାଙ୍କ ନାଁରେ ରାଷ୍ଟ୍ରଦ୍ରୋହ ମାମଲା…

କରୋନା ସଂକ୍ରମଣକୁ ରୋକିବ କଟନ ମାସ୍କ

ଓଟଓ୍ବା, ୨୮ା୫: କରୋନା ସଂକ୍ରମଣକୁ ନେଇ ସାରା ପୃଥିବୀରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହି ସଂକ୍ରମଣଠାରୁ କିଭଳି ଦୂରେଇ ରହିହେବ ଏବଂ ସଂକ୍ରମିତଙ୍କୁ ଶୀଘ୍ର ଚିହ୍ନଟ କରିହେବ ସେଥିନେଇ ଚିକିତ୍ସା ବିଜ୍ଞାନୀମାନେ ଗବେଷଣା ଜାରି ରଖିଛନ୍ତି। ସଂକ୍ରମଣରୁ ଦୂରେଇ ରହିବା…

ସୀମାନ୍ତରେ ଜୀବନ ହାରିଲେ ଆଉ ଜଣେ ପ୍ରବାସୀ

ବରଗଡ଼ ଅଫିସ,୨୮।୫: ବରଗଡ଼ ଜିଲା ସୀମାନ୍ତ ଲୁହୁରାଚଟିରେ ବୁଧବାର ରାତିିରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ପାଖରୁ ଏକ ଆଧାର କାର୍ଡ଼ ମିଳିଛି। ହସ୍ତଗତ ହୋଇଥିବା ଆଧାର କାର୍ଡରୁ ତାଙ୍କ ପରିଚୟ ପଶ୍ଚିମବଙ୍ଗ ମାଲଦାର ୫୩ ବର୍ଷୀୟ ନୁରୁଲ ଇସଲାମ…

ମାନଚିତ୍ର ସଂଶୋଧନ ଆଲୋଚନା ଅଟକିଲା

କାଠମାଣ୍ଡୁ,୨୮ା୫: ନେପାଳ ମାନଚିତ୍ରରେ ପରିବର୍ତ୍ତନ ଲାଗି ବୁଧବାର ପାର୍ଲାମେଣ୍ଟରେ ସମ୍ବିଧାନ ସଂଶୋଧନ ନେଇ ଆଲୋଚନା ହେବାର ଥିଲା। ଏବେ ଆଲୋଚନାରୁ ଏହି ପ୍ରସଙ୍ଗ ବାଦ୍‌ ପଡ଼ିଛି। ଫଳରେ ଭାରତ ବିରୋଧୀ ଆଭିମୁଖ୍ୟ ଦେଖାଉଥିବା ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ ଝଟ୍‌କା…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮,୩୩୩ ଛୁଇଁଲା

ନୂଆଦିଲ୍ଲୀ,୨୮।୫: ଦେଶରେ ସାଙ୍ଘାତିକ ହେଲାଣି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୬,୫୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୩୩୩ରେ ପହଞ୍ଚିଛି। ଗୁରୁବାର ସକାଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଅନ୍‌ଲାଇନ୍‌ରେ ଯୌନ ବେପାର

ବେଙ୍ଗାଲୁରୁ,୨୮ା୫: ମହାମାରୀ କରୋନା ଭୟରେ ଦେହଜୀବୀମାନେ ବାହାରକୁ ବାହାରୁ ନାହାନ୍ତି। ଫଳରେ ସେମାନଙ୍କ ବେପାର ଠପ୍‌ ହୋଇଯାଇଛି। ଲୋକମାନେ ମଧ୍ୟ କରୋନା ଭୟରେ ସେମାନଙ୍କ ସହ ମିଳାମିଶା ବନ୍ଦ କରିଦେଇଛନ୍ତି। ତେଣୁ ଦୁର୍ଦ୍ଦିନରେ ଏବେ ଦେହଜୀବୀଙ୍କ ଜୀବନ କଟୁଥିବା ବେଳେ ବେଙ୍ଗାଲୁରୁରେ…

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌ ଏସିଡ, ଜିଙ୍କ୍‌ ଟାବଲେଟ ସମେତ କଣ୍ଟ୍ରାସେପ୍ଟିଭ୍‌ ଭଳି ଜରୁରୀ ଔଷଧର ହୋମ ଡେଲିଭରି ବ୍ୟବସ୍ଥା…

ପାଣିଘେରରେ ୩ ଲକ୍ଷ ଲୋକ

ଗୁଆହାଟୀ,୨୮ା୫: ଆସାମରେ ବର୍ଷର ପ୍ରଥମ ବନ୍ୟା ଦେଖିବାକୁ ମିଳିଥିବା ବେଳେ ରାଜ୍ୟର ୧୧ ଜିଲା ଜଳମଗ୍ନ ହୋଇପଡ଼ିଛି। ପ୍ରାୟ ୩ ଲକ୍ଷ ଲୋକ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି। ଗୋଆଲପାରା ଜିଲାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୨୧ ରାଜସ୍ବ ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri