ପ୍ରାଣାୟାମ କରନ୍ତୁ ସଂକ୍ରମିତ’
ନୂଆଦିଲ୍ଲୀ,୨୫ା୪: କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଦିଲ୍ଲୀର ପ୍ରଥମ ବ୍ୟକ୍ତି ଅନ୍ୟ ଆକ୍ରାନ୍ତଙ୍କ ପାଇଁ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାରୁ ସୁସ୍ଥ ହେବାରେ ଏହା ବେଶ ଉପଯୋଗୀ ବୋଲି ଦିଲ୍ଲୀର ସମ୍ପୃକ୍ତ ବ୍ୟବସାୟୀ ରୋହିତ ଦତ୍ତ ଦାବି କରିଛନ୍ତି।…
ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟକରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୨୫।୪( ଡି.ଏନ୍.ଏ.): ଜାତୀୟ ପଞ୍ଚାୟତିରାଜ ଦିବସରେ ଶୁକ୍ରବାର ୩ଟି ବିଭାଗରେ ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜ଼ିଲାପ୍ରଶାସନର ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।…
କରୋନା ପରେ ଓଡ଼ିଶାକୁ ବାତ୍ୟା ଭୟ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ସମଗ୍ର ଦେଶ କରୋନା ଭାଇରସ୍ ସଂକ୍ରମଣ ମହାସଙ୍କଟ ଦେଇ ଗତି କରୁଛି। ଦିନକୁ ଦିନ ଦେଶ ଓ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୯୪ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିସାରିଛି। ଏହାରି…
ସୂର୍ଯ୍ୟକିରଣରେ ଶୀଘ୍ର ମରେ କରୋନା ଭୂତାଣୁ
ଓ୍ବାଶିଂଟନ, ୨୫ା୪: କରୋନା ଭାଇରସ୍କୁ ନେଇ ବିଭିନ୍ନ ଦେଶରେ ଗବେଷଣା ଜାରି ରହିଛି। ମାତ୍ର ଏହାର ଉପଯୁକ୍ତ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ବାହାରି ପାରିନାହିଁ। ଇତିମଧ୍ୟରେ ଏକ ନୂଆ ଗବେଷଣାରୁ ଜଣାପଡ଼ିଛି, ସୂର୍ଯ୍ୟକିରଣ ଦ୍ୱାରା କରୋନା ଭାଇରସ୍ ଶୀଘ୍ର ମରିଯାଏ। ଆମେରିକାର…
କରୋନା ସଂକ୍ରମଣ ରୋକିପାରେ ନିକୋଟିନ
ପ୍ୟାରିସ,୨୫ା୪: ଫ୍ରାନ୍ସରେ ହୋଇଥିବା ଏକ ସଦତ୍ୟମ ଅନୁସନ୍ଧାନ ଅନୁଯାୟୀ, ନିକୋଟିନ ଲୋକଙ୍କୁ କରୋନା ଭାଇରସ୍ରୁ ରକ୍ଷା କରିପାରିବ। ହେଲେ ମହାମାରୀ କରୋନାକୁ ରୋକିବା କିମ୍ବା ଚିକିତ୍ସା ପାଇଁ ନିକୋଟିନ ବ୍ୟବହାର କରାଯାଇପାରିବ କି ନାହିଁ ସେନେଇ ପରବର୍ତ୍ତୀ ପରୀକ୍ଷଣ ନିମନ୍ତେ ଯୋଜନା…
ସିକିମ, ନାଗାଲାଣ୍ଡ, ତ୍ରିପୁରା କରୋନାମୁକ୍ତ
ନୂଆଦିଲ୍ଲୀ,୨୫ା୪: :ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଇତିମଧ୍ୟରେ ଭଲ ଖବର ଆସିଛି ସିକିମ, ନାଗାଲାଣ୍ଡ ଓ ତ୍ରିପୁରାରୁ। ଏହି ୩ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଶୂନ। ବିଦେଶୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ ସିକିମ ସରକାର ମାର୍ଚ୍ଚ ପ୍ରଥମ ସପ୍ତାହରେ କଟକଣା…
କରୋନା ରୋଗୀଙ୍କ ଉପରେ ହେବ ସେପ୍ସିସ୍ ଔଷଧର ପରୀକ୍ଷା
ନୂଆଦିଲ୍ଲୀ,୨୫ା୪: ସେପ୍ସିସ୍ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ଔଷଧକୁ ଗୁରୁତର କୋଭିଡ୍-୧୯ ରୋଗୀଙ୍କଠାରେ ପରୀକ୍ଷାମୂଳକ ଭାବେ ପ୍ରୟୋଗ କରିବା ଲାଗି ନିଷ୍ପତ୍ତି ହୋଇଛି। ଦେଶର ତିନୋଟି ପ୍ରମୁଖ ହସ୍ପିଟାଲ ଦିଲ୍ଲୀ ଏମ୍ସ, ଭୋପାଳ ଏମ୍ସ ଏବଂ ଚଣ୍ଡିଗଡ଼ର ପିଜିଆଇଏମ୍ଇଆର୍ରେ ଏହି ଔଷଧର…
‘ମଜୁରି ପାଇଁ ଶିଳ୍ପସଂସ୍ଥାକୁ ବାଧ୍ୟ କରାଯାଇପାରିବନି’
ନୂଆଦିଲ୍ଲୀ,୨୫ା୪(ପି.ଟି.): ଲକ୍ଡାଉନ ସମୟରେ କର୍ମଚାରୀଙ୍କୁ ମଜୁରି ପୈଠ କରିବା ଲାଗି ଶିଳ୍ପସଂସ୍ଥାଗୁଡ଼ିକୁ ବାଧ୍ୟ କରାଯାଇପାରିବ ନାହିଁ ବୋଲି ଶ୍ରମ ସମ୍ପର୍କିତ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ବିଜେଡି ଏମ୍ପି ଭର୍ତ୍ତୃହରି ମହତାବ କହିଛନ୍ତି। ଏହି କମିଟି ଗୁରୁବାର ଲୋକ ସଭା ବାଚସ୍ପତି…
୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ ଛୁଇଁଛି।…
ସଂଖ୍ୟାଲଘୁଙ୍କ ଉପରେ ବଢ଼ୁଛି ଜୁଲମ
ନୂଆଦିଲ୍ଲୀ,୨୫।୪: ନିଜାମୁଦ୍ଦିନ ମରକଜ୍ରେ ଆୟୋଜିତ ତବଲିଘି ଜମାତ୍ରେ ମୁସଲମାନ ସମ୍ପ୍ରଦାୟର ଲୋକେ ଯୋଗଦେବା ପରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା କୁହାଯାଉଛି। ଏହାକୁ ନେଇ ବିଭିନ୍ନ ରାଜ୍ୟରେ ମୁସଲମାନମାନଙ୍କୁ ଲଗାତର ହଇରାଣ କରାଯାଉଥିବା ନେଇ ରିପୋର୍ଟ ପ୍ରକାଶ ପାଉଛି। ଏପରି…
ଲକ୍ଡାଉନ୍ର ମାସକ ପରେ ଏପରି ସ୍ଥିତି
ନୂଆଦିଲ୍ଲୀ,୨୫।୪: ମାର୍ଚ୍ଚ ୨୪ ତାରିଖ ମଧ୍ୟରାତ୍ରିରେ ଭାରତରେ ଜାରି କରାଯାଇଥିଲା ଲକ୍ଡାଉନ୍। ସେତେବେଳେ ଦେଶରେ ମାତ୍ର ୫୦୦ ସଂକ୍ରମିତ ଥିବାବେଳେ କୋଭିଡ୍-୧୯ରେ ଆକ୍ରାନ୍ତ ହୋଇ ୧୦ ଜଣ ବ୍ୟକ୍ତିଙ୍କ ଜୀବନ ଯାଇଥିଲା। ବିଶ୍ୱର ସର୍ବବୃହତ୍ ଓ ସବୁଠୁ ବଡ଼ କଟକଣାକୁ ଶୁକ୍ରବାର…
ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର ପ୍ରକୋପ…
Archives


