Home

ପଛଘୁଞ୍ଚା ଦେବନି ଭାରତ

ନୂଆଦିଲ୍ଲୀ,୨୮ା୫ : ଭାରତ ପଛଘୁଞ୍ଚା ଦେବନାହିଁ। ପୂର୍ବ ଲଦାଖର ବିବାଦ ହୋଇଥିବା ସ୍ଥାନରେ ରାସ୍ତା ନିର୍ମାଣ ଜାରି ରଖିବ। ଚାଇନା ସୀମା ଉଲ୍ଲଂଘନ କରି ଭାରତୀୟ ସେନାର କାର୍ଯ୍ୟରେ ବାଧା ସୃଷ୍ଟି କରିଛି। ହେଲେ ଭାରତ ଶାନ୍ତିପୂର୍ଣ୍ଣ ଓ କୂଟନୈତିକ ଉପାୟରେ…

ବାଦାମବାଡ଼ି ଶୂନଶାନ: ଗଡ଼ିଲାନି ବସ୍‌

କଟକ ଅଫିସ,୨୮।୫: ବସ୍‌ ମାଲିକ ସଂଘ ଏବଂ ସରକାରଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁବାରଠାରୁ ବସ୍‌ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସକାଳେ କିନ୍ତୁ ଏହାର ପ୍ରଭାବ କଟକ ବାଦାମବାଡ଼ିରେ ଦେଖିବାକୁ ମିଳିନି। ବସ୍‌ଷ୍ଟାଣ୍ଡ ସମ୍ପୂର୍ଣ୍ଣ ଶୂନଶାନ ରହିଛି। ଗୋଟିଏ…

ପଞ୍ଚାୟତରେ ଲୋକଙ୍କୁ କାମ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଗାଁ ଗହଳିରେ ଯେପରି ଲୋକଙ୍କୁ କାମ ମିଳିବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। କରୋନା ପରବର୍ତ୍ତୀ ସମୟରେ ଗ୍ରାମପଞ୍ଚାୟତ ସ୍ତରରେ ଜୀବିକା ଉପାର୍ଜନ ଏବଂ ନିଯୁକ୍ତି ବୃଦ୍ଧି କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ…

ଗତବର୍ଷ ତୁଳନାରେ ଏ ବର୍ଷ ବଢ଼ିଛି ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଚାଷୀଙ୍କଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତବର୍ଷ ଅପେକ୍ଷା ଏଥର ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇପାରିଛି ବୋଲି ଖାଦ୍ୟ ଯୋଗାଣ…

ହୋଟେଲ ଖୋଲିବାକୁ ଅନୁମତି ମିଳୁ

ପୁରୀ ଅଫିସ,୨୮।୫: କାରୋନା ପାଇଁ ୨ ମାସରୁ ଊର୍ଦ୍ଧ୍ୱ ହେବ ପୁରୀ ହୋଟେଲ ଶିଳ୍ପରେ ତାଲା ଝୁଲୁଛି। ହୋଟେଲ ମାଲିକଙ୍କଠାରୁ ଆରମ୍ଭ କରି ହଜାର ହଜାର କର୍ମଚାରୀ ଏବଂ ହୋଟେଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିର୍ଭର କରୁଥିବା…

ସିଟି ହସ୍ପିଟାଲ: ସମସ୍ତଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ

କଟକ ଅଫିସ,୨୮।୫: ସିଟି ହସ୍ପିଟାଲର ଜଣେ ଶିଶୁରୋଗ ବିଶେଷଜ୍ଞ କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୦ ଜଣ କର୍ମଚାରୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ବୁଧବାର ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି ବୋଲି ଜିଲା ମୁଖ୍ୟ…

ଆଗକୁ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାବେଳେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ବଳବତ୍ତର ରହିଛି। ଏଥିଯୋଗୁ ସାମାଜିକ ତଥା ଆର୍ଥିକ ସ୍ଥିତି ବିଗିଡି ଯାଉଥିବାରୁ କଟକଣାରେ କିଛିଟା କୋହଳ କରାଯାଇଛି। ହେଲେ ଓଡ଼ିଶାର ଲୋକେ ବିଶେଷକରି କଟକ ଓ ଭୁବନେଶ୍ୱରର ଅଧିକାଂଶ…

ନାଟଗୋଡ଼ରେ ଚାଲିଛି ରାହୁ ମୂର୍ତ୍ତି ଖୋଦେଇ

ପୁରୀ ଅଫିସ,୨୮।୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ମହାପ୍ରଭୁଙ୍କ ତିନିରଥ ନିର୍ମାଣ କାମ ଆଗେଇ ଚାଲିଛି। ବୁଧବାର ପାଶଦଣ୍ଡାରେ କୁଡୁକା ଲାଗି ହୋଇ ପାର୍ଶ୍ୱ ମୁହଁାଟ ଲାଗିଛି। ଏହାପରେ ପାର୍ଶ୍ୱ ମୁହଁାଟ ଉପରେ ଗୁଜ ଏବଂ ଜଳଯନ୍ତ୍ର (ପାର୍ଶ୍ୱ ଦେବଦେବୀଙ୍କ…

ପୁରୀ ଜିଲାର ୭ କରୋନା ଆକ୍ରାନ୍ତ ସୁସ୍ଥ

ପୁରୀ ଅଫିସ,୨୮।୫: ପୁରୀ ଜିଲାର ୭ଜଣ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୮ଜଣ ସୁସ୍ଥ ହୋଇଥିବାବେଳେ ନୂଆ ୭ଜଣଙ୍କୁ ମିଶାଇ ବର୍ତ୍ତମାନ ୨୫ଜଣ ଏହି ମହାମାରୀ କରୋନା କବଳରୁ ମୁକ୍ତି ପାଇଛନ୍ତି। ତେବେ ଏହି ୭ଜଣଙ୍କ ସମ୍ପର୍କରେ ପ୍ରଶାସନ…

ନରେନ୍ଦ୍ର କୋଣରୁ ହଟିଲା କଣ୍ଟେନମେଣ୍ଟ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୮।୫: ନରେନ୍ଦ୍ର କୋଣ ଅଞ୍ଚଳରୁ ଗତ ୧୭ତାରିଖରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌(ଆବଦ୍ଧ ଅଞ୍ଚଳ) ଘୋଷଣା କରିଥିଲା। ବଡ଼ଦାଣ୍ଡ ମାର୍କେଟ ଛକରୁ ଅକ୍ଷୟପାତ୍ର ଲେନ୍‌ ଭାୟା ନରେନ୍ଦ୍ରକୋଣ ଲେନ୍‌,…

ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୮।୫: ସହରର ଦୁଇ ବଡ଼ ଲୁଟ୍‌ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ସେମାନେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର ଦୋକାନରୁ ଲୁଟ୍‌…

ବାଲି ଫିଲିଂକୁ ନେଇ ବଢୁଛି ଅସନ୍ତୋଷ

କଟକ ଅଫିସ,୨୮।୫: ବରଫି ପାଇଁ ଜିଲା ପ୍ରଶାସନ ପକ୍ଷରୁ ମାତାମଠ ମଣାଣିରେ ବାଲି ଫିଲିଂ କାର୍ଯ୍ୟକୁ ବିରୋଧ କରିଛନ୍ତି କଟକର ତେଲୁଗୁ ସମ୍ପ୍ରଦାୟ। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି ହୋଇଛି। ତେଲୁଗୁ ସମ୍ପ୍ରଦାୟର କେହି ମୃତ୍ୟୁ ହେଲେ ସତ୍କାର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri