Home

କୃଷି କର୍ମଚାରୀ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚଳିତ ଖରିଫ୍‌ ଋତୁରେ ଚାଷୀଙ୍କୁ ଉନ୍ନତ ବିହନ, ସାର ଓ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ଆବଶ୍ୟକତା ଅନୁସାରେ ଏସବୁ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବକୁ ଜିଲା ଦାୟିତ୍ୱରେ…

CORONAVIRUS UPDATE: ବରଗଡ଼ରେ ଦ୍ବିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ, ୨୮।୫: ବରଗଡ଼ ଜିଲାରେ ଗୁରୁବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ବରପାଲି ବ୍ଲକ ଅଞ୍ଚଳର ୪୦ବର୍ଷୀୟ ପୁରୁଷ ଏବଂ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ଏନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଟୁଇଟ…

ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା

ନରାଜ, ୨୮।୫ (ଡି.ଏନ୍‌.ଏ.): କରୋନା ଓ ଲକ୍‌ଡାଉନ୍‌ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ ମହାଦେଶର ଏହି ସର୍ବବୃହତ୍‌ ଚିଡ଼ିଆଖାନା ଉପରେ କରୋନା ମାଡ଼ ପଡ଼ିଛି। ମାର୍ଚ୍ଚ ୧୫ରୁ ନନ୍ଦନକାନନରେ…

ଆଇସିୟୁରେ ବିଜୟ ମହାନ୍ତି

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଆଇସିୟୁରେ ଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗତ କିଛିବର୍ଷ ହେଲା ନିଜ ପରିବାର ସହ…

ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା।…

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ ଅନ୍ୟ…

ଯୁବତୀଙ୍କୁ ହତ୍ୟା ଧମକ ଅଭିଯୋଗ, ଜଣେ ଗିରଫ

ପାଟଣା,୨୭।୫(ସ୍ବ.ପ୍ର)-ଜଣେ ଯୁବତୀଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ବୁଧବାର କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ କରଞ୍ଜିଆ ଥାନା କରଞ୍ଜିଆର ରାଜେଶ କୁମାର ସାହୁ(୨୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ଯୁବତୀ କଲେଜରେ…

ଆବୁଧାବିରୁ ଫେରିଲେ ୧୨୨ ପ୍ରବାସୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଛି। ଏହି ମର୍ମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ବୁଧବାର ରାତିରେ ଚତୁର୍ଥ ଅନ୍ତର୍ଜାତୀୟ ବିମାନ ଆବୁଧାବିରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଅବତରଣ କରିଛି। ଏତିିହାଦ…

ଆବଦ୍ଧାଞ୍ଚଳ ହେଲା ନୋଡାଲ ଉଚ୍ଚ ବିଦ୍ୟାଳୟ

ପାଟଣା,୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ବୁଧବାର କେନ୍ଦୁଝର ଜିଲାପାଳ ଆଶୀଷ ଠାକ୍‌ରେ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରିଛନ୍ତି। ଏହା ଶୁକ୍ରବାର ପର୍ଯ୍ୟନ୍ତ ବଳବତ୍ତର ରହିବ। ଜଣେ ୧୮ ବର୍ଷୀୟ ଗୁଜରାଟ…

ନେପାଳରେ ଫସିଥିବା ହରିୟାଣାର ୭୨ଲୋକଙ୍କୁ ଶୁକ୍ରବାର ଫେରାଇ ଆଣିବେ ସରକାର

ଚଣ୍ଡିଗଡ଼,୨୭।୫: କରୋନା ଭାଇରସ୍‌ ମହାମାରୀ ଯୋଗୁ ଦେଖାଦେଇଥିବା ସଙ୍କଟ ମଧ୍ୟରେ ପଡୋଶୀ ଦେଶରେ ଫସିରହିଥିବା ହରିୟାଣା ଲୋକଙ୍କ ପାଇଁ ଖୁସି ଖବର। ସେଠାରେ ଫସିରହିଥିବା ଲୋକଙ୍କୁ ହରିୟାଣା ସରକାର ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ଚିନ୍ତା କରୁଥିବା ଜଣାପଡ଼ିଛି। ଶୁକ୍ରବାର…

ପାଟଣାରେ ମିଳୁନି ଧାନ ବିହନ

ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ ନ ପାଇ ହତାଶ ହୋଇ ଫେରୁଛି। ଫଳରେ ଚାଷୀ କୁଳ ଅସନ୍ତାଷ ପ୍ରକାଶ କରିଛନ୍ତି।…

ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର

କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି। ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି ଅସ୍ଥାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri