Home

ରାଜଧାନୀରେ ୪୬୦ ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ

ଭୁବନେଶ୍ୱର,୨୦ା୩: ଭୁବନେଶ୍ବରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ ବସ୍‌। ଭୁବନେଶ୍ବରରେ ୧୪୮୪ ସ୍କୁଲ ବସ୍‌ ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୪୬୦ର ଫିଟ୍‌ନେସ୍‌ ନାହିଁ। ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତି…

ଲାଖ ବିନ୍ଧା ପ୍ରତିଯୋଗିତାରେ ଭାଗ ନେଲେ ୩୫ ପ୍ରତିଯୋଗୀ

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆଠାରେ ବୁଧବାର ଅପରାହ୍ନରେ ଶ୍ରୀ ବନମାଳୀ ପୂଜ୍ୟ, ପୂଜା ଅନୁଷ୍ଠାନ ତରଫରୁ ଲାଖ ବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ ସନାତନ ମୁଦି ପ୍ରଥମ ସ୍ଥାନ ଗ୍ରହଣ କରିଥିବାବେଳେ ଖଗେଶ୍ବର ମାଝୀ ଦ୍ୱିତୀୟ…

ଜଙ୍ଗଲରେ ମାଓବାଦୀଙ୍କ ବଡ଼ ବେସ୍‌ କ୍ୟାମ୍ପ ଠାବ, ଗୁଳି ଚଳାଇଲା ପୋଲିସ

ମାଲକାନଗିରି,୨୦ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ। ପୋଲିସ ଏନ୍‌କାଉଣ୍ଟରରେ କିଛି ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍‌ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍‌ କ୍ୟାମ୍ପ ଥିଲା…

ଅସ୍ଥାୟୀ କୋଠାରେ ୧୫ ବର୍ଷ ଧରି ଚାଲିଛି କେନ୍ଦ୍ରୀୟ ବିଦ୍ୟାଳୟ, ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ଲକ୍ଷ୍ୟ

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିସହ ଗୁରୁବାର ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ…

୧୧ ବର୍ଷ ପରେ ମା’ ପିତାମ୍ବରୀଙ୍କ ଯାତ୍ରା, ବିରାଟ ପଟୁଆରରେ ଗାଁ ପରିକ୍ରମା

ଦିଗପହଣ୍ଡି,୨୦ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟପଦ୍ମନାଭପୁର ଲାଡ଼ି ଗାଁର ଅଧିଷ୍ଠାତ୍ରୀ ଦେବୀ ମା’ ପିତାମ୍ବରୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ନିମନ୍ତେ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଦୀର୍ଘ ୧୧ ବର୍ଷ ପରେ…

ନିଆଁ ଲାଗି ଜଳିଗଲା ୩ ଦୋକାନ, ସବୁ ପୋଡ଼ି ଛାରଖାର

ଭବାନୀପାଟଣା,୨୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଘୋଡ଼ାଘାଟ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା ୩ ଟି ଦୋକାନରେ ଗୁରୁବାର ନିଆଁ ଲାଗି ଧ୍ୱଂସ ହୋଇଯାଇଥିବା ଦେଖିବାକୁ ମିଳିଛି। ନିଆଁ ପ୍ରଥମେ ଗଦି ଦୋକାନରୁ ଲାଗି…

ଗୃହରେ ରୋଚକ ଦୃଶ୍ୟ, ବିଧାନସଭାରେ ହୁଇସିଲ ମାରିଲେ ବିରୋଧୀ

ଭୁବନେଶ୍ୱର,୨୦।୩: ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି…

୫ ଦିନ ଅନ୍ଧାରରେ ୩ ଗାଁ, ପ୍ରତିବାଦରେ ରାସ୍ତାରେ ବସିଲେ ଗ୍ରାମବାସୀ

ପରଜଙ୍ଗ,୨୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବଡ଼କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍‌ ସମସ୍ୟାକୁ ନେଇ ଗୁରୁବାର ସକାଳୁ ରାସ୍ତାରୋକୋ କରିଥିଲେ ଶତାଧିକ ମହିଳା ଓ ପୁରୁଷ। ପ୍ରାୟ ୫ଦିନ ହେବ ୧୧କେଭି ବିଦ୍ୟୁତ୍‌ ଖୁଣ୍ଟି…

ଦୀର୍ଘବର୍ଷ ହେଲା ନିଯୁକ୍ତି ନାହିଁ, ଆମରଣ ଅନଶନରେ ବସିଲେ ସମବାୟ ସମିତି ବୋର୍ଡ ସଦସ୍ୟ

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ବୃହତ ବହୁମୁଖୀ ସମବାୟ ସମିତି ଲିଃ ସମ୍ମୁଖରେ ଗୁରୁବାର ସକାଳୁ ସମିତିର ବୋର୍ଡ ସଦସ୍ୟମାନେ ଆମରଣ ଅନଶନରେ ବସିଛନ୍ତି। ଉକ୍ତ ସମବାୟ ସମିତି ଅଧୀନରେ ରହିଥିବା ୧୨ଟି ବିକ୍ରୟ କେନ୍ଦ୍ର ରହିଛି। ଏହି…

୫୮ ନୂଆ ଶୀତଳଭଣ୍ଡାର

ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍‌ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ ବିକ୍ରି ସମସ୍ୟା ଯୋଗୁ ରାଜ୍ୟରେ କେତେକେ ଚାଷପ୍ରତି ବିମୁଖ ହେଉଥିବା ଦେଖିବାକୁ ମିଳୁଛି। ତେବେ…

ଆଉ ଶୁଭୁନି ଘରଚଟିଆଙ୍କ କିଚିରିମିଚିରି ଶବ୍ଦ

ଘରଚଟିଆମାନଙ୍କ କିଚିରିମିଚିରି ଶବ୍ଦ ଏବେ ଅନେକ ଲୋକଙ୍କ ପିଲାଦିନର ସ୍ମୃତିର ଏକ ଅଂଶ ପାଲଟିଯାଇଛି। ଏକ ସମୟ ଥିଲା ଯେତେବେଳେ ସବୁଠି ଚଢ଼େଇ ଦେଖାଯାଉଥିଲେ, ତାହା ଗାଁର ସକାଳର ଶାନ୍ତି ହେଉ କିମ୍ବା ସହରଗୁଡ଼ିକର ବ୍ୟସ୍ତବହୁଳ ରାସ୍ତା। କିନ୍ତୁ ଗତ କିଛି…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍‌ପିଙ୍କୁ ଭେଟିଲା ନାଗରିକ ମଞ୍ଚ

କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ ରାଜ୍ୟ ସଭା ଏମ୍‌ପିଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସହରରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri