Home

ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ

ଓ୍ବାଶିଂଟନ, ୨୩।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆମେରିକାର ଏକ କମ୍ପାନୀ ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାର ପ୍ରୟୋଗ ମଣିଷଙ୍କ ଉପରେ ଆସନ୍ତା ମାସରୁ ଆରମ୍ଭ ହେବ…

ରଥଟଣା ଆରମ୍ଭ: ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଠାକୁର ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୨୩।୬: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ଶେଷ ହେବା ପରେ ଆରମ୍ଭ ହୋଇଛି ରଥଟଣା। ନିର୍ଦ୍ଧାରିତ ସମୟର ସମୟର ମାତ୍ର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୧୧ଟା ୫୮ରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର…

କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ବରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୨୩।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକଙ୍କ ବରଗଡ଼ ବ୍ଳକ କଟାପାଲି ଗ୍ରାମର ହୋଇଥିବା ବେଳେ ସେ ୬୨ ବର୍ଷୀୟ ବୃଦ୍ଧ। ଏ ନେଇ ଜିଲା…

ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା: ସ୍ତ୍ରୀ-ଝିଅ ପଜିଟିଭ୍‌

ବେଙ୍ଗାଲୁର, ୨୩।୬: କର୍ନାଟକର ମେଡ଼ିକାଲ ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା ସଂକ୍ରମଣ ଘଟିଛି। ମନ୍ତ୍ରୀ କେ. ସୁଧାକରଙ୍କ ସ୍ତ୍ରୀ ଏବଂ ଝିଅଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା କୁହାଯାଉଛି। ଏନେଇ ମଙ୍ଗଳବାର ଟୁଇଟ୍‌ କରି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅପରପକ୍ଷରେ…

୭୧ ବର୍ଷରେ ବି ଚମକୁଛନ୍ତି ହେମାମାଳିନୀ, ଜାଣନ୍ତୁ ସୌନ୍ଦର୍ଯ୍ୟର ରହସ୍ୟ

ବଲିଉଡ୍‌ ଡ୍ରିମ୍‌ଗର୍ଲ ହେମାମାଳିନୀଙ୍କ ସୌନ୍ଦର୍ଯ୍ୟର ଦିଓ୍ବାନା ଅନେକ ଅଛନ୍ତି। ୭୧ ବର୍ଷରେ ବି ତାଙ୍କ ସ୍କିନ୍‌ ଚକମୁଛି। ଏହା ଦେଖି ତାଙ୍କ ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ତେବେ ତାଙ୍କ ସୌନ୍ଦର୍ଯ୍ୟର ରାଜ୍‌ କ’ଣ ଜାଣିଛନ୍ତି କି। ହେମା ପ୍ରତିଦିନ ସକାଳୁ ୪୫…

CORONAVIRUS UPDATE: ଆଉ ୨ ମୁଣ୍ଡ ନେଲା କରୋନା; ଉଭୟ କଟକ ଜିଲାର

କଟକ ଅଫିସ/ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଉଭୟ କଟକ ଜିଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣେ ୭୧ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି…

କରୋନା ପ୍ରଭାବ: ବିଦେଶୀଙ୍କୁ ହଜ୍‌ ଯାତ୍ରା ମନା

ଅବୁଧାବି, ୨୩।୬: ଚଳିତ ବର୍ଷ ବିଦେଶୀଙ୍କ ପାଇଁ ହଜ୍‌ ଯାତ୍ରାକୁ ସୌଦି ସରକାର ମନା କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। ଏନେଇ ସୌଦି ହଜ୍‌ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶର…

ପାକିସ୍ତାନର ୩ କ୍ରିକେଟରଙ୍କୁ କରୋନା, ଇଂଲଣ୍ଡ ଗସ୍ତରୁ ବାଦ୍‌ ପଡିବାର ସମ୍ଭାବନା

ଇସଲାମାବାଦ୍‌,୨୩।୬: ପାକିସ୍ତାନ କ୍ରିକେଟ ଦଳକୁ ବଡ ଝଟ୍‌କା ଲାଗିଛି। ଦଳର ୩ କ୍ରିକେଟର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଲେଗ ସ୍ପିନର ଶାଦାବ ଖାନ, ଦ୍ରୁତ ବୋଲର ହରିସ ରଫ୍‌ ଏବଂ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ ହାଇଦର ଅଲ୍ଲି କରୋନା ଆକ୍ରାନ୍ତ…

ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ଆରମ୍ଭ

ପୁରୀ ଅଫିସ, ୨୩।୬: ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପହଞ୍ଚି ଛେରା ପହଁରା ଆରମ୍ଭ କରିଛନ୍ତି। ପୂର୍ବାହ୍ନ ୧୦.୪୫ରେ ଗଜପତି ମହାରାଜା ପ୍ରଥମେ ବଳଦେବଙ୍କ ତାଳଧ୍ୱଜ ରଥରେ ଛେରା ପହଁରା…

ଚା’ ବିକାଳିଙ୍କ ଝିଅ ହେଲେ ବାୟୁସେନା ଫାଇଟର ପାଇଲଟ

ଭୋପାଳ, ୨୩।୬: ଇଛାଶକ୍ତି ଆଗରେ ସମସ୍ତ ବାଧା ହାର ମାନିଥାଏ। ଶେଷରେ ସଫଳତା ମିଳିଥାଏ। ଏହା ସଦ୍ୟତମ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ଚା’ ବିକାଳିଙ୍କ ଝିଅ। ସେ ଭାରତୀୟ ବାୟୁସେନାରେ ଫାଇଟର ପାଇଲଟ ହୋଇଛନ୍ତି। ସ୍ଥାନୀୟ ନିମଚ ଅଞ୍ଚଳରେ ସୁରେଶ…

CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ରୋଷେଇ ଘରେ ପନିର୍‌ ବଟର୍‌ ମସଲା ତିଆରି କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଟ୍ରୋଲ୍‌ କଲେ ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର୍‌ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂଆ ଅବତାରରେ ଦେଖିବାକୁ ମିଳିଛି। କ୍ରିକେଟ ବ୍ୟାଟ୍‌ ଛାଡି ଏବେ ରୋଷେଇ ଘରେ ଖାଦ୍ୟ ପ୍ରସ୍ତୁତ କରିବା ଦେଖାଯାଇଛି। ପାଣ୍ଡ୍ୟା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଇନ୍‌ଷ୍ଟାଗ୍ରାମରେ ରୋଷେଇ କରୁଥିବା ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?