ସୁଶାନ୍ତ ସିଂଙ୍କ ଆତ୍ମହତ୍ୟାର ହେବ ସିବିଆଇ ତଦନ୍ତ: ଅଣ୍ଟା ଭିଡ଼ିଲେ ରାଜନେତା
ମୁମ୍ବାଇ, ୨୩।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଘଟଣା ଏବେ ଭିନ୍ନ ମୋଡ଼ ନେବାକୁ ଆରମ୍ଭ କରିଛି। ଦେଶର ବିଭିନ୍ନ ସ୍ଥାନରେ ବଲିଉଡ୍ରେ ଜାରି ରହିଥିବା ବଂଶବାଦ ବିରୋଧରେ ପ୍ରଦର୍ଶନ ମଧ୍ୟ କରାଯାଉଛି। ସୋସିଆଲ୍ ମିଡ଼ିଆରେ ସୁଶାନ୍ତଙ୍କୁ…
ମନମୋହନ-ନଡ୍ଡା ମୁହାଁମୁହିଁ
ନୂଆଦିଲ୍ଲୀ, ୨୩ା୬: ମନମୋହନ ସିଂଙ୍କ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଚାଇନାକୁ ନିର୍ବିରୋଧରେ ଭାରତୀୟ ଭୂଖଣ୍ଡର ୪୩ ହଜାର କି.ମି. ସମର୍ପଣ କରାଯାଇଥିଲା ବୋଲି ଭାଜପା ଅଧ୍ୟକ୍ଷ ଜେ. ପି. ନଡ୍ଡା ଅଭିଯୋଗ କରିଛନ୍ତି। ଦେଶର ସୁରକ୍ଷା ଓ ଆଞ୍ଚଳିକ ସଂହତିକୁ…
ସ୍ବତନ୍ତ୍ର ପାର୍ବତ୍ୟାଞ୍ଚଳ ବାହିନୀ ମୁତୟନ କଲା ଭାରତ
ନୂଆଦିଲ୍ଲୀ,୨୩ା୬: ଭାରତ-ଚାଇନା ମଧ୍ୟରେ ଥିବା ୩,୪୮୮ କିଲୋମିଟର ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖାରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ସୈନ୍ୟଙ୍କ ଅନୁପ୍ରବେଶକୁ ରୋକିବା ଲାଗି ଭାରତ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଯୁଦ୍ଧ କରିବାକୁ ସ୍ବତନ୍ତ୍ର ତାଲିମ ପାଇଥିବା ବାହିନୀକୁ ମୁତୟନ କରିଛି। ଏହି…
ସ୍ଥିତି ଅନୁଧ୍ୟାନ ଲାଗି ଲେହ, କଶ୍ମୀର ଯିବେ ସେନାଧ୍ୟକ୍ଷ
ନୂଆଦିଲ୍ଲୀ, ୨୩ା୬: ସୀମାନ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ଲାଗି ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରଓ୍ବଣେ ଚଳିତ ସପ୍ତାହରେ ଲେହ ଏବଂ କଶ୍ମୀର ଗସ୍ତ କରିବେ। ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ- ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଓ ୨୦…
ଭୂକମ୍ପରେ ବହୁ ଘର କ୍ଷତିଗ୍ରସ୍ତ
ଆଇଜଲ,୨୩ା୬(ପି.ଟି.) ମିଜୋରାମରେ ସୋମବାର ଭୋର ସମୟରେ ୫.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବିଭିନ୍ନ ସ୍ଥାନରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି। ତେବେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ଭୋର…
୨୦ରୁ କମ୍ ପିଏଲ୍ଏ ସୈନ୍ୟ ନିହତ ହୋଇଥିବା ଚାଇନା ମାନିଲା
ନୂଆଦିଲ୍ଲୀ,୨୩ା୬(ଆଇଏଏନ୍ଏସ୍): ଗତ ୧୫ ତାରିଖରେ ଲଦାଖ ଅନ୍ତର୍ଗତ ଗଲଓ୍ବାନ ଉପତ୍ୟକାରେ ସଂଘର୍ଷ ବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ)ର ୨୦ରୁ କମ୍ ସୈନ୍ୟ ନିହତ ହୋଇଥିବା କଥା ଚାଇନା ସୋମବାର ପ୍ରଥମ ଥର ପାଇଁ ସ୍ବୀକାର କରିଛି। ମୃତକଙ୍କ ମଧ୍ୟରେ ଜଣେ…
ସୀମାରେ ବାଲିଷ୍ଟିକ୍ ମିଶାଇଲ ମୁତୟନ କଲା ଜାପାନ
ଟୋକିଓ, ୨୩ା୬(ଆଇଏଏନ୍ଏସ୍): ଚାଇନା ଓ ଜାପାନ ମଧ୍ୟରେ ସେନ୍କାକୁସ ଦ୍ୱୀପପୁଞ୍ଜକୁ ନେଇ ବିବାଦ ଦେଖାଦେଇଛି। ଯଦିଓ ଏହି ଅଞ୍ଚଳ ୧୯୭୨ରୁ ଜାପାନ ପ୍ରଶାସନ ଅଧୀନରେ ରହିଆସିଛି, ତେବେ ଏହାର ଆଇନଗତ ସ୍ଥିତି ଚାଇନା ସହ ବିବାଦୀୟ ହୋଇ ରହିଛି। ଚାଇନା ଏହି…
ଚାଇନା ବିରୋଧରେ ବିଶ୍ୱ ଶକ୍ତି ଏକାଠି
ନୂଆଦିଲ୍ଲୀ,୨୩ା୬(ଆଇଏଏନ୍ଏସ୍): ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ କରାଇଥିବା ଚାଇନା ଦୋଷ ଲୁଚାଇବାକୁ ଜୋର୍ଦାର ପ୍ରଚାର ଚଳାଇଛି। ଏହି ଘଟଣାରୁ ଧ୍ୟାନ ହଟାଇବା ପାଇଁ ବେଜିଂ ଉଭୟ ସ୍ଥଳଭାଗ ଓ ଜଳରାଶିରେ ନିଜର ସୀମା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିଛି।…
ରଥରେ ବିଜେ କଲେ ତିନି ଠାକୁର
ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି। ପ୍ରଭୁ ସୁଦର୍ଶନ ରଥରେ ବିଜେ କରିବା ପରେ ବଡ଼ ଠାକୁର ବଳଭଦ୍ରଙ୍କୁ ପହଣ୍ଡିରେ…
ଗୁଣ୍ଡିଚାଯାତ୍ରା: ପହଣ୍ଡି ଆରମ୍ଭ
ପୁରୀ ଅଫିସ,୨୩।୬: ବିଶ୍ୱପ୍ରସିଦ୍ଧ ପୁରୀ ଗୁଣ୍ଡିଚାଯାତ୍ରା ମଙ୍ଗଳବାର ପ୍ରାତଃରୁ ଆରମ୍ଭ ହୋଇଯାଇଛି। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଜଗନ୍ନାଥ ୯ ଦିନ ପାଇଁ ମାଉସୀ ମା’ଙ୍କ ଗୁଣ୍ଡିଚା ମନ୍ଦିର ଯାତ୍ରା କରିବେ। ଏ ନେଇ ପ୍ରତଃରୁ ନୀତିକାନ୍ତି ଆରମ୍ଭ ହୋଇଛି।…
‘ପରିବର୍ତ୍ତନ ସହ ତାଳଦେଇ ପ୍ରଗତିଶୀଳ ହେବା’
ବଲାଙ୍ଗୀର ଅଫିସ, ୨୩ା୬ ସୋମବାର ଥିଲା ବଲାଙ୍ଗୀର ପାଇଁ ଏକ ଐତିହାସିକ ଦିନ। ବହୁ ପ୍ରତୀକ୍ଷିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଡ. ଦୀପକ କୁମାର ବେହେରା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ବେହେରା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ…
ପୁରୀକୁ ବସ୍, ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ
ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍ ଓ ଯାତ୍ରୀବାହୀ ଟ୍ରେନ ସେବାକୁ…

