Home

ଭୂମିକମ୍ପରେ ଥରିଲା ରାୟଗଡା

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ରାୟଗଡା ଜିଲାର କାଶୀପୁର ଅଞ୍ଚଳରେ ସୋମବାର ଭମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି। An earthquake of magnitude 3.6 on the Richter scale, occurred in Kasipur area of Rayagada…

ଶ୍ରୀଗୁଣ୍ଡିଚା ଯାତ୍ରା: ସକାଳ ୭ରୁ ପହଣ୍ଡି, ମଧ୍ୟାହ୍ନ ୧୨ରୁ ରଥଟଣା

ପୁରୀ ଅଫିସ,୨୨।୬: ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ୩ ରଥରେ ବିଜେ କରି ମାଉସୀ ମା’ଙ୍କ ମନ୍ଦିର ଯାତ୍ରା କରିବେ ଦାରୁଦିଅଁ। ଏ ନେଇ ଯୁଦ୍ଧ କାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। କରୋନା କଟକଣା ମଧ୍ୟରେ ରଥଯାତ୍ରା ପାଳନ ନେଇ…

ଓଡିଶା ଉପରେ ଏବେ ସାରା ବିଶ୍ୱର ନଜର: ନବୀନ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସା ୫ଟାରେ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି। କରୋନା…

୩ ମନ୍ତ୍ରୀଙ୍କୁ ରଥଯାତ୍ରା ତଦାରଖ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି। ରଥଯାତ୍ରା ତଦାରଖ ଓ ସୁପରିଚାଳନା ପାଇଁ ନବୀନ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍ବାସ୍ଥ୍ୟମନ୍ତ୍ରୀ…

ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ସଦସ୍ୟ ଗିରଫ; ବିଭିନ୍ନ ମାରଣାସ୍ତ୍ର ଜବତ

କଣ୍ଟାପଡା,୨୨।୬(ଡି.ଏନ୍‌.ଏ.)-କଟକ ଜିଲା କଣ୍ଟାପଡାସ୍ଥିତ ବଟଗୋସେଇଁ ଗାଦୀ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ରବିବାର ଡକାୟତି ପାଇଁ ଯୋଜନା କରୁଥିବାବେଳେ ଓଲଟପୁର ପୋଲିସ ଚଢ଼ାଉ କରି ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…

ଏନ୍‌ସିପିରୁ ଇସ୍ତଫା ଦେଲେ ବାଘେଲ

ଗାନ୍ଧୀନଗର,୨୨।୬: ଗୁଜରାଟର ବରିଷ୍ଠ ନେତା ଶଙ୍କର ସିଂହ ବାଘେଲ ଏନ୍‌ସିପିର ରାଷ୍ଟ୍ରୀୟ ମହାସଚିବ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ଏଥିସହ ଦଳରୁ ମଧ୍ୟ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏନେଇ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ମହାସଚିବ ପ୍ରଫୁଲ୍ଲ ପଟେଲଙ୍କୁ…

ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ…

ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫

ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ସୁପ୍ରିମକୋର୍ଟଙ୍କ ସର୍ତ୍ତ ମୂତାବକ ପାଳନ କରାଯିବ ରଥଯାତ୍ରା: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ବସୁଛି ଘନ ଘନ ବୈଠକ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଓ ନୀଳାଦ୍ରି ଭକ୍ତ ନିବାସରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ଅପରାହ୍ନରେ ପୁଣି ବସିଛି ଏକ ଜରୁରୀ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୩ ଆକ୍ରାନ୍ତ; ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୩ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ସୁସ୍ଥ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର ମଣ୍ଡିକୁ ଗସ୍ତ କରିଛନ୍ତି। ମଣ୍ଡି ପହଞ୍ଚିବା ପରେ ଅର୍ପିତା ଓ ତାଙ୍କ ପରିବାରକୁ ହୋମ୍‌…

କରୋନାରୁ ରକ୍ଷା ପାଇବା ପାଇଁ ଅଟୋରେ ଲଗାଇଲେ ଓ୍ବାସ୍‌ ବେଶିନ

ମହାମାରୀ କରୋନା (କୋଭିଡ-୧୯) ସମଗ୍ର ବିଶ୍ୱକୁ କବଳିତ କରିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ତେବେ କରୋନା ଠାରୁ ଦୂରେଇ ରହିବାର ଏକମାତ୍ର ଉପାୟ ହେଉଛି ସାମାଜିକ ଦୂରତା। ଏଭଳି ପରିସ୍ଥିତିରେ ଲୋକେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?