Home

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୩ ଆକ୍ରାନ୍ତ; ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୩ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ସୁସ୍ଥ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର ମଣ୍ଡିକୁ ଗସ୍ତ କରିଛନ୍ତି। ମଣ୍ଡି ପହଞ୍ଚିବା ପରେ ଅର୍ପିତା ଓ ତାଙ୍କ ପରିବାରକୁ ହୋମ୍‌…

କରୋନାରୁ ରକ୍ଷା ପାଇବା ପାଇଁ ଅଟୋରେ ଲଗାଇଲେ ଓ୍ବାସ୍‌ ବେଶିନ

ମହାମାରୀ କରୋନା (କୋଭିଡ-୧୯) ସମଗ୍ର ବିଶ୍ୱକୁ କବଳିତ କରିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ତେବେ କରୋନା ଠାରୁ ଦୂରେଇ ରହିବାର ଏକମାତ୍ର ଉପାୟ ହେଉଛି ସାମାଜିକ ଦୂରତା। ଏଭଳି ପରିସ୍ଥିତିରେ ଲୋକେ ଘରେ…

ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…

ଚାଇନା ବିରୋଧରେ ତାତିଲେ ବ୍ୟବସାୟୀ: #ବୟକଟ୍‌ଚାଇନାର ଲଗାଇଲେ ୧୫ ହଜାର ପୋଷ୍ଟର

ଜୟପୁର,୨୨।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଛି। ଜୁନ ୧୫ ରାତିରେ ଲଦାଖର ଗଲଓ୍ବାନ ଘାଟିରେ ଭାରତୀୟ ସୈନ୍ୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଏହି ସଂଘର୍ଷରେ ଭାରତୀୟ…

ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ ଖୁସିର କଥା ହେଉଛି ଦେଶରେ ବେଳକୁ ବେଳ ସୁସ୍ଥତା ହାରରେ ବୃଦ୍ଧି ପରିଲକ୍ଷିତ ହେଉଛି।…

ମାତ୍ର ୧୨୦ ଭାରତୀୟ ଯବାନଙ୍କ ଦ୍ୱାରା ୧୩୦୦ ଚାଇନା ସୈନ୍ୟ ହୋଇଥିଲେ ନିହତ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ଯୋଗୁ ଭାରତ ଚାଇନା ସୀମାରେ ଉତ୍ତେଜନା ସୃଷ୍ଟି ହୋଇଛି। ତେବେ ଚାଇନା ୧୯୬୨ର ଇତିହାସକୁ ଏବେ ବି ଭୁଲିନି। ନଭେମ୍ବର ୧୮ ତାରିଖ ଦୀପାବଳି ଦିନ ଲଦାଖର ଚୁଶୁଲ ଘାଟିରେ ୧୩୦୦ ଚାଇନା…

ପ୍ରଥମ ସ୍କ୍ରିନ୍‌ ଟେଷ୍ଟରେ ବିଫଳ ହୋଇଥିଲେ ଏହି ସଫଳ କଳାକାର

ବଲିଉଡ୍‌ ଫିଲ୍ମରେ ଖଳନାୟକ ଚରିତ୍ରରେ ଅଭିନୟ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଅଭିନେତା ଅମରେଶ ପୁରୀ। ଜୁନ୍‌ ୨୨, ୧୯୩୨ରେ ପଞ୍ଜାବର ନବାଶହରରେ ଜନ୍ମଗ୍ରହଣ କରିଥିବା ଅମରେଶଙ୍କର ଆଜି ହେଉଛି ୮୮ତମ ଜନ୍ମ ବାର୍ଷିକୀ। ସେ ୪…

ରଥଯାତ୍ରା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ: ପୁରୀ ଜିଲାପାଳ

ପୁରୀ ଅଫିସ୍‌,୨୨।୬: ସୁପ୍ରିମକୋର୍ଟରେ ଚାଲିଛି ରଥଯାତ୍ରାର ଶୁଣାଣି। ସକରାତ୍ମକ ଫଳାଫଳ ଆସିବ ବୋଲି ଭକ୍ତଙ୍କ ମହଲରେ ବେଶ୍‌ ଉତ୍ସାହ ଖେଳିଯାଇଛି। ତେଣୁ ସମୟ ବହୁତ କମ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରାଯାଇଛି। ସୋମବାର ଅପରାହ୍ନଣରେ…

ତ୍ରିପୁରାରେ ମୋବାଇଲ୍‌ ଜରିଆରେ ହେବ ଅନ୍‌ଲାଇନ ପାଠପଢ଼ା

ଅଗରତାଲା,୨୨।୬: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍‌ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ ନୂଆ…

ଏକାଥରକେ ପିଇଦେଲେ ୧୦ ବୋତଲ ମଦ, ଜାଣନ୍ତୁ ପରିଣାମ କ’ଣ ହେଲା

ଚାଇନାର ଜଣେ ବ୍ୟକ୍ତି ୧୦ ବୋତଲ ମଦ ଏକାଥରକେ ପିଇଦେଇଥିଲେ। ଏହାର ପରିଣାମ ଯାହା ହେଲା ତାହା ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ଚାଇନାର ହୁ ନାମକ ଜଣେ ବ୍ୟକ୍ତି ଏକାଥରକେ ୧୦ ବୋତଲ ବିୟର୍‌ ପିଇଦେଇଥିଲେ। ମଦ ପିଇବା ପରେ…

୫୮ ବର୍ଷ ପରେ ଭାରତ-ଚାଇନା ସୀମାରେ ଯୁଦ୍ଧ ସଜବାଜ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ପରେ ସୀମାରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଭୟ ପକ୍ଷ ଉଦ୍ୟମ କରୁଥିବାବେଳେ ଅନ୍ୟପଟେ ସୀମାରେ ସଜବାଜ ହେବାରେ ଲାଗିଛନ୍ତି। ୫୮ ବର୍ଷ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?