Home

ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ ବି କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନଥିବା ସେମାନେ ଅଭିଯୋଗ କରିଛନ୍ତି। କରୋନା ମହାମାରୀ…

ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ମାଡ଼ ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଓଷ୍ଟା

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଥିବା ତୋଟାପଡ଼ା ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଗତ ୨୪ ତାରିଖରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ସେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଏହି ଖବର ପ୍ରଚାରିତ…

‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ ପାଳିତ ହୋଇଛି। ସଂଘର ରାଜ୍ୟ ସଭାପତି ତଥା ଫେଡ଼େରେଶନର ଅତିରିକ୍ତ ସାଧାରଣ ସମ୍ପାଦକ ଜୟନ୍ତ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ…

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦, କେନ୍ଦ୍ରାପଡ଼ାକୁ…

ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ…

ଆରମ୍ଭ ହୋଇଛି ବିମାନ-ରେଳ ଚଳାଚଳ; ଆଗାମୀ ଏକ ମାସ ଆମ ପାଇଁ ଆହ୍ବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ସଂଖ୍ୟା ଆହୁରୀ ବଢ଼ିବା ନେଇ ଆଶା କରାଯାଉଛି। ଏଣୁ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ…

୬୫ ବର୍ଷ ପୁରୁଣା ଏହି ଲଜ୍ଜାଜନକ ରେକର୍ଡର ବୋଝ ଉଠାଉଛି ନ୍ୟୁଜିଲାଣ୍ଡ କ୍ରିକେଟ ଦଳ

ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ନାଁରେ ଏଭଳି ଏକ ରେକର୍ଡ ରହିଛି ଯାହ ଆଜି ପର୍ଯ୍ୟନ୍ତ ଅନ୍ୟ କୌଣସି ଦଳ ଭାଙ୍ଗିବାରେ ସମର୍ଥ ହୋଇ ନାହିଁ। ୧୯୫୫ରେ ଇଂଲଣ୍ଡ ବିପକ୍ଷରେ ଅକଲାଣ୍ଡରେ ଖେଳାଯାଇଥିବା ଏକ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ୨୬ ରନ୍‌ରେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ

ନିମାପଡ଼ା,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତ ୪ମାସ ପୂର୍ବେ ଏହି ଥାନା ଅଞ୍ଚଳର ସୌରଭ ଦାସ ଓ ଡେଲାଙ୍ଗ ଥାନା…

ଲକ୍‌ଡାଉନ୍‌ କୋହଳ ହେଲେ ବି କରୋନା ଭୂତାଣୁ ହୋଇନି ଶେଷ: ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ

ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌କୁ କିଛି ପରିମାଣରେ କୋହଳ ମଧ୍ୟ କରାଯାଇଛି। ତେବେ କରୋନା ଭୂତାଣୁ ଏବେ ମଧ୍ୟ ଦେଶରେ ରହିଛି। ପ୍ରତି ଦିନ ସଂକ୍ରମିତଙ୍କ ସଂଖ୍ୟା…

ସଙ୍ଗରୋଧରେ ରହିଲେ କରଣ ଜୋହର

ବଲିଉଡର ଜଣାଶୁଣା ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଘରେ କାମ କରୁଥିବା ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା ପରେ କରଣ ନିଜକୁ ସଙ୍ଗରୋଧରେ ରଖିଛନ୍ତି। କରଣ ଜୋହର ନିଜେ ଏନେଇ ସୂଚନା ଦେଇ…

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର ୯ଟି ଜିଲାର ୧୭୩୪ ଜଣ ପ୍ରବାସୀ ଆସିଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୧୭୧୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri