Home

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠକୁ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି…

ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ବାଳିକା ଗୃହରେ ୭ ନାବାଳିକା ଗର୍ଭବତୀ: ଯୋଗୀ ସରକାରଙ୍କୁ ଘେରିଲା କଂଗ୍ରେସ

କାନପୁର,୨୨।୬: ଉତ୍ତରପ୍ରଦେଶ କାନପୁରରେ ଥିବା ସରକାରୀ ବାଳିକା ଗୃହରେ ୭ ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଘେରିଛନ୍ତି। ଏଠାରେ ଥିବା ୫୭ ନାବାଳିକାଙ୍କ ମଧ୍ୟରୁ ଜଣେ…

ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍‌ଡାଉନ୍‌ ପ୍ରତ୍ୟାହାର କଲେ ସରପଞ୍ଚ

ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ…

ଅପରିଚିତ ଲୋକଙ୍କୁ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଦୁଇ ଝିଅ

ଆମେରିକାର ଇଲିନୋଇସ୍‌ରେ ଦୁଇ ଭଉଣୀ ମୃତ ପିତାଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅପରିଚିତ ଲୋକଙ୍କ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଦୁଇ ଝିଅ। ମାର୍କ ଗୋରାଲସ୍କି ନାମକ ଜଣେ ବ୍ୟକ୍ତି…

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଫିଲ୍ମ ‘ବନ୍ଦେ ଭାରତମ୍‌’ର ପ୍ରଥମ ପୋଷ୍ଟର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ପରିବାର ତଥା ବନ୍ଧୁବର୍ଗକୁ ଆଶ୍ଚର୍ଯ୍ୟ କରିଦେଇଛି। ପ୍ରଶଂସକମାନେ ସେମାନଙ୍କ ପୁରୁଣା ସ୍ମୃତି ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ସୁଶାନ୍ତଙ୍କ ହଠାତ୍‌ ମୃତ୍ୟୁ ପରେ ସେ ସାଇନ୍‌…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୭…

ଚାଇନାକୁ ଝଟ୍‌କା: ଉଦ୍ଧବ ସରକାର ରଦ୍ଦ କଲେ ୫ ହଜାର କୋଟିର ୩ ଚୁକ୍ତି

ମୁମ୍ବାଇ, ୨୨।୬: ଗଲଓ୍ବାନ ଘାଟିରେ ଭାରତ ସୀମା ଭିତରକୁ ଅନୁପ୍ରବେଶ କରିବା ଚାଇନା ପାଇଁ ମହଙ୍ଗା ପଡ଼ିଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ଚାଇନା ସହିତ ଚୁକ୍ତି ସ୍ବାକ୍ଷର କରାଯାଇଥିବା ୫ ହଜାର କୋଟି ଟଙ୍କାର ୩ ପ୍ରକଳ୍ପକୁ ରଦ୍ଦ…

ପିତାଙ୍କୁ ମୃତ୍ୟୁରେ କୋହଲିଙ୍କ ଆଖିରେ ନ ଥିଲା ଟୋପାଏ ଲୁହ, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ପିତାଙ୍କ ମୃତ୍ୟୁ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି। ଆଖି ଆଗରେ ପିତା ଶେଷ ନିଶ୍ୱାସ ନେବା ଦେଖିଛି। ସେଦିନ ପରିବାର ଲୋକେ…

ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୨ା୬: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରିବାକୁ ଗଞ୍ଜାମ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବି କରାଯାଉଛି। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ତାଙ୍କ ଅପରାଧିକ କାର୍ଯ୍ୟକଳାପ ଜାରି ରଖିଛନ୍ତି। ସୋମବାର ସକାଳେ ୨ ଜଣ ଲୁଟେରା ବାଇକ୍‌ରେ ଆସି…

କାର୍ଯ୍ୟଦକ୍ଷତା ବଢ଼ାଏ କଥାବାର୍ତ୍ତା ଶୈଳୀ

କଥାବାର୍ତ୍ତା ଶୈଳୀ ଯଦି ମାର୍ଜିତ ଏବଂ ସରଳ ହୁଏ ତେବେ ତାହା କାର୍ଯ୍ୟଦକ୍ଷତା ବଢ଼ାଇବାରେ ସହାୟକ ହୋଇଥାଏ। ‘କାର୍ଯ୍ୟଦକ୍ଷତା ଓ କଥାବାର୍ତ୍ତା ଶୈଳୀ’ ବିଷୟକୁ ନେଇ ଲଣ୍ଡନ ୟୁନିଭର୍ସିଟି ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏକଥା ଜଣାପଡିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?