Home

୪୪ରେ ପାଦଦେଲେ ସ୍ମୃତି ଇରାନୀ: ଟିଭି ପରଦାରୁ ରାଜନୀତି

ମୁମ୍ବାଇ: ଭାଜପା ସରକାରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସ୍ମୃତି ଇରାନୀ ସୋମବାର ୪୪ ବର୍ଷରେ ପାଦଦେଇଛନ୍ତି। ସେ ୧୯୭୬ ମାର୍ଚ୍ଚ ୨୩ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ମ୍ୟାକ୍‌ ଡୋନାଲ୍ଡ କମ୍ପାନୀରେ କାମ କରୁଥିବା ସ୍ମୃତି…

ମୋବାଇଲ ଚାର୍ଜ ସମୟରେ ବିଦ୍ୟୁତ୍‌ ଲାଗି ମହିଳା ମୃତ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ରାଇସୁଆଁ ଥାନା ତାଳପଦା ଗ୍ରାମରେ ମୋବାଇଲ ଫୋନ୍‌ ଚାର୍ଜ କରିବା ସମୟରେ ବିଦ୍ୟୁତ୍‌ ଲାଗି ସୋମବାର ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବିକାଶ ମୁଣ୍ଡାଙ୍କ ସ୍ତ୍ରୀ ମୀନାକ୍ଷୀ ମୁଣ୍ଡା(୩୨)। ସୂଚନା ଅନୁଯାୟୀ, ମୀନାକ୍ଷୀ ସୋମବାର…

କରୋନା ସଂକ୍ରମିତଙ୍କ ଆଣ୍ଟିବଡିରୁ ଜାପାନ ପ୍ରସ୍ତୁତ କଲା ଟିଏକେ-୮୮୮ ଔଷଧ

ଟୋକିଓ,୨୩।୩: କରୋନା ସଂକ୍ରମଣ ଯୋଗୁ ସାରା ଦୁନିଆରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ କିପରି ରୋକା ଯିବ ସେ ନେଇ ଆମେରିକା ଏବଂ ଚାଇନା ଗବେଷଣା ଜାରି ରଖିଛନ୍ତି। ଆମେରିକା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଉଦ୍ୟମ ଅବ୍ୟାହତ ରଖିଛି।…

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍‌ସି)। ସମସ୍ତ ବିଦେଶ ଫେରନ୍ତାଙ୍କ ଗତିବିଧି…

କରୋନା ମୃତକଙ୍କ ଶେଷ ଦର୍ଶନ ପାଇଁ ଡରୁଛନ୍ତି ପରିବାର ଲୋକେ!

ରୋମ,୨୩।୩: କରୋନା ଭାଇରସ। ଏତିକି ଶୁଣିଲେ ସମସ୍ତଙ୍କ ମନରେ ଉଙ୍କି ମାରୁଛି ଭୟ। କାରଣ ଏବେ କରୋନା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ସାରା ବିଶ୍ୱରେ ୧୪ ହଜାରରୁ ଅଧିକ…

ମାଛ ପାଇଁ ପ୍ରଫେସର ଚାକିରି ଛାଡ଼ିଲେ ଏହି ବ୍ୟକ୍ତି

ଚେନ୍ନାଇ: ପ୍ରଫେସର ଏମିତି ଏକ ପଦବୀ ଯେଉଁଠି ପହଞ୍ଚିବାକୁ ହେଲେ ବହୁ କଷ୍ଟ କରିବାକୁ ପଡ଼ିଥାଏ। କିନ୍ତୁ ଜଣେ ପ୍ରଫେସର ଲକ୍ଷାଧିକ ଟଙ୍କା କମାଉଥିଲେ ମଧ୍ୟ ମାଛ ପାଇଁ ଚାକିରି ଛାଡ଼ିଦେବା ଘଟଣା ନିଶ୍ଚିତ ଆଶ୍ଚର୍ଯ୍ୟଜନକ। ମାତ୍ର ଏହା ସତ। ଏପରି…

କ୍ୱାରାଣ୍ଟାଇନ୍‌ ପାଇଁ ମୋ ଘରକୁ ବ୍ୟବହାର କରିପାରିବେ ସରକାର: ତେଜସ୍ବୀ

ପାଟନା,୨୩।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ନିଜ ନିଜ ପକ୍ଷରୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବିହାରର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନାତା ଦଳ (ଆରଜେଡି)ର ନେତା ତେଜସ୍ବୀ ଯାଦବ। ଦେଶରେ…

କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ: କମିଲା ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ବହୁ କାର୍ଯ୍ୟାଳୟ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି। ଏହାଯୋଗୁ ଗୋଟିଏ ସମୟରେ ବହୁ ୟୁଜର ଇଣ୍ଟରନେଟ୍‌ ପ୍ଲାଟର୍ଫମ…

ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆ ଖମଣ ଗ୍ରାମର ୨ ଯୁବକ ରବିବାର ଘରକୁ ଫେରିଛନ୍ତି। ଏ ନେଇ…

କରୋନା ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଇଲେ ଦିଲ୍ଲୀ ସରକାର: ଦୂରେଇ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ରୋକିବା ଲାଗି ଦିଲ୍ଲୀ ସରକାର ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଯାଇଛି। ଅନ୍ୟ ଲୋକଙ୍କୁ ଏଭଳି ଘରଠାରୁ ଦୂରେଇ ରହିବା ପାଇଁ ପୋଷ୍ଟରରେ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶ ଅନୁସାରେ ଜିଲା ପ୍ରଶାସନ ଏବଂ ଦିଲ୍ଲୀ ପୋଲିସ ପକ୍ଷରୁ ଏଭଳି…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୩: ଲକ୍‌ଡାଉନ୍‌, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ଏହି ୩ ଶବ୍ଦ ହିଁ ଆମକୁ କରୋନାଠାରୁ ଦୂରେଇ ରଖିବ ବୋଲି କୁହାଯାଉଛି। କାରଣ…

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ଶୋଇଯାଇଛି ବାଲେଶ୍ୱର ସହର

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ବାଲେଶ୍ୱର ଖାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri