Home

ନିଆଁ ଭିତରେ ଯୋଗ କଲେ ଭାଜପା ଏମ୍‌ପି

ଜୟପୁର,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସରେ ଅବସରରେ ସାରା ଦେଶରେ ଯୋଗର ଆସର ଜମିଛି। ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତାଅଭିନେତ୍ରୀଙ୍କ ପର୍ଯ୍ୟନ୍ତ ଯୋଗ କରୁ୍‌ଥିବା ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ଭାରତୀୟ ଜନତା ପାର୍ଟି ଏମ୍‌ପି ସୁଖବୀର ସିଂ ଜୌନପୁରିଆ ଅନ୍ତର୍ଜାତୀୟ…

ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ। ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହା ଦ୍ୱାରା କୋଟି…

ଆମମାନଙ୍କ ପ୍ରାର୍ଥନା ଜଗତର ନାଥ ଶ୍ରୀ ଜଗନ୍ନାଥ ମହାପ୍ରଭୁ ନିଶ୍ଚିତ ଶୁଣିବେ: ସମ୍ବିତ ପାତ୍ର

ଭୁବନେଶ୍ୱର,୨୧।୬: ଏବର୍ଷ ପୁରୀ ସମେତ ସାରା ଓଡିଆରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ଆସନ୍ତା ଜୁନ୍‌ ୨୩ରେ ଅନୁଷ୍ଠିତ ହେଉଥିବା ବିଶ୍ୱ ପ୍ରସିଦ୍ଧ ପୁରୀ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ସେନାକୁ ମିଳିବ ଅଧିକ କ୍ଷମତା: ଚାଇନାକୁ ଦିଆଯିବ କଡ଼ା ଜବାବ

ନୂଆଦିଲ୍ଲୀ, ୨୧।୬: ଭାରତ ଚାଇନା ସୀମାରେ ଜାରି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସିଏଡିଏସ୍‌ ବିପି ରାଓ୍ବତଙ୍କ ସମେତ ସେନାଧ୍ୟକ୍ଷ ଜେନେରାଲ ଏମ୍‌.ଏମ୍‌. ନରାଓ୍ବଣେ, ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶଲ ଆର୍‌.କେ.ଏସ୍‌. ଭଦୋରିଆ ଏବଂ…

ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି ଏହି ପରିପ୍ରେକ୍ଷୀରେ ରବିବାରଠାରୁ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲରେ ଗଞ୍ଜାମ ଜିଲାର ଖବରଦାତାମାନଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ…

ବିନ୍ଦୁସାଗର ପାଣିରେ ଯୋଗ

ଭୁବନେଶ୍ୱର,୨୧।୬(ବ୍ୟୁରୋ): କିଛି ମିନିଟ ନୁହେଁ ବରଂ ଘଣ୍ଟା ଘଣ୍ଟା ଧରି ପାଣିରେ ରହିପାରନ୍ତି ସେ। ଏହା କେବଳ ଯୋଗ ପାଇଁ। ରବିବାର ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବିନ୍ଦୁସାଗରରେ। ଖ୍ୟାତନାମା ଯୋଗ ସାଧକ ଅଶୋକ ବରାଳ…

ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ…

୧୮,୮୦୦ ଫୁଟ ଉଚ୍ଚରେ ଯୋଗକଲେ ଯବାନ

ଚାମୋଲି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭାରତୀୟ ଯବାନମାନେ ଯୋଗ କରିଛନ୍ତି। ଉତ୍ତରାଖଣ୍ଡ ଚାମୋଲି ଜିଲାର ଭାରତ ଚାଇନା ସୀମାରେ ମୁତୟନ ଥିବା ଆଇଟିବିପି ଯବାନମାନେ ସମୁଦ୍ରପତ୍ତନଠାରୁ ୧୪ ହଜାର ଫୁଟ ଉଚ୍ଚରେ ବରଫରେ ବସି ଯୋଗ କରିଛନ୍ତି। ଏହାର…

ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ ରହିଛନ୍ତି।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୧।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ଜାଦିବଲରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା…

CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍‌, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?