Home

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି ପ୍ରଶାସନ…

ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ) ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ବଲୁରିଆ ଗ୍ରାମରେ ସେ ୧୯୫୦ ମସିହା ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିଲେ।…

ଭରସା ପାଲଟିଛି ୨ଖଣ୍ଡ ବାଉଁଶ

ଜଳେଶ୍ୱର, ୨୫।୫(ସ୍ବ.ପ୍ର)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମାଳିପାଳ ପଞ୍ଚାୟତ ଗୋହିରାଖାଳଠାରେ କାଳିକ-ବଜାରଶୋଳ ରାସ୍ତାରେ ବିଜୁ ସେତୁ ଯୋଜନାରେ ୬କୋଟି ୯ଲକ୍ଷ ୫୦ହଜାର ଟଙ୍କା ବ୍ୟୟବରାଦରେ ୪୫ମିଟର ଲମ୍ବର ଏକ ପୋଲ ନିର୍ମାଣ ଚାଲିଛି। ଅମ୍ଫନ ପରେ ଉପର ମୁଣ୍ଡରେ ଅଧିକ ବର୍ଷା…

ପୋଲିସ ଜୁଲମ ପ୍ରତିବାଦରେ ଥାନା ଘେରାଉ

କେନ୍ଦୁଝର/ରାଇସୁଆ,୨୫।୫,(ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୁହାଳଡ଼ିହି ରେଳ ସାଇଡ଼ିଂରେ କର୍ମସଂସ୍ଥାନ ପାଇଁ ଜମି ହରାଇ ଥିବା ସ୍ଥାନୀୟ ଅଧିବାସୀଙ୍କ ଉପରେ ପୋଲିସର ଜୁଲମ ପ୍ରତିବାଦରେ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ। ଏହି ରେଳ ସାଇଡ଼ିଂରେ କର୍ମ…

ଆରମ୍ଭ ହେଲା ‘ସ୍ବଚ୍ଛ ସବାରୀ’

କେନ୍ଦୁଝର, ୨୫ା୫(ଡି.ଏନ୍‌.ଏ.)-କେନ୍ଦୁଝରଗଡ ପୌରପାଳିକାରେ ସଫେଇ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଦିଆଯାଇଥିବା ୧୪ଟି ସ୍ବଚ୍ଛ ସବାରୀ ସୋମବାର ଲୋକାର୍ପିତ ହୋଇଛି। ଜିଲାପାଳ ଆଶିଷ ଠାକରେ ସବୁଜ ପତାକା ଦେଖାଇ ଏହି ସ୍ବଚ୍ଛ ସବାରୀ ଗୁଡିକର…

ଲକଡାଉନ୍‌ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍‌

ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍‌ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା। ମାତ୍ର କରୋନା ମହାମାରୀ କାରଣରୁ କେନ୍ଦୁଝର ଜିଲା ଯୋଡା ସହରରେ ଇଦ୍‌ ପର୍ବ ପାଳନ…

ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା

ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର ସୂତ୍ର ବାହାରିପାରିନାହିଁ। ଏଭଳି ସ୍ଥିତିରେ ଭାରତରେ ଥିବା ଏହାର ନାଗରିକଙ୍କୁ ଫେରାଇ ନେବା ଲାଗି…

୧୦୯୮ ଶ୍ରମିକଙ୍କୁ ନେଇ ବିହାର ଗଲା ଟ୍ରେନ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଜିଲାରେ ଅଟକି ରହିଥିବା ବିହାରର ୧୦୯୮ଜଣ ଶ୍ରମିକଙ୍କୁ ନେଇ ଭୁବନେଶ୍ୱର-ଦାନାପୁର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବିହାର ଅଭିମୁଖେ ସୋମବାର ଯାତ୍ରା କରିଛି। ଅପରାହ୍ନ ୪ଟାରେ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ଭୁବନେଶ୍ୱର ନୂଆ ରେଳଷ୍ଟେଶନରେ ଉପସ୍ଥିତ…

ତତଲା ତାଓ୍ବାରେ ଓଡିଶା: ଆହୁରି ତତେଇବ, ୧୧ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ବାତ୍ୟା ପରେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗଳୁଗୁଳି ସମଗ୍ର ରାଜ୍ୟକୁ ଅସ୍ତବ୍ୟସ୍ତ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ତାତିରେ ଛଟପଟ ହେଉଛି। ଆହୁରି ୫ ଦିନ ଯାଏ ତାରିରୁ ନିସ୍ତାର ନାହିଁ। ଆଭ୍ୟନ୍ତରୀଣ…

ଫିକା ପଡ଼ିଲା ଈଦ୍‌-ଉଲ୍‌-ଫିତର୍‌ : ଘରେ ଘରେ ପାଳିଲେ ଈଦ୍‌

ଭଦ୍ରକ ଅଫିସ, ୨୫ା୫- ଶାନ୍ତି, ମୈତ୍ରୀ ଓ ଦାନର ପର୍ବ ଈଦ ବା ଈଦ୍‌-ଉଲ୍‌-ଫିତର୍‌। ଏହି ପର୍ବ କରୋନା କଟକଣା କାରଣରୁ ଭଦ୍ରକ ସହରରେ ସୋମବାର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି। କରୋନା ପାଇଁ ପ୍ରଶାସନିକ ସ୍ତରରେ ଧାର୍ମିକ ଅନୁଷ୍ଠାନ…

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ ଚମତ୍କାର ମୂର୍ତ୍ତି ନିର୍ମାଣ କରିଛନ୍ତି। ପଥରରେ ଦୁର୍ଗାଙ୍କ ଦଶଭୁଜା ମୂର୍ତ୍ତି ପ୍ରତିଫଳିତ ହୋଇଛି। ମହାନଦୀ…

ଭୁଶୁଡ଼ିଲା ସୁରକ୍ଷା ପାଚେରି

ପଦ୍ମପୁର, ୨୫ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତରେ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ଓଭରହେଡ଼ ପାଣି ଟାଙ୍କିର ସୁରକ୍ଷା ପାଚେରି ଭୁଶୁଡ଼ି ପଡ଼ିଛି। କୋଟି କୋଟି ଟଙ୍କାର ବ୍ୟୟରେ ଶେଷ ହେବାକୁ ଥିବା ଏହି କାର୍ଯ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri