ଶିମିଳିପାଳରୁ ଶିକାରୀ ଗିରଫ
ଖୁଣ୍ଟା,୨୫ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍ ରେଞ୍ଜ ଅଞ୍ଚଳରୁ ସୋମବାର ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ଗିରଫ ଶିକାରୀ ଜଣକ ହେଲେ ନୂଆଗାଁ ଗ୍ରାମର ଚନ୍ଦ୍ର ମୋହନ ହେମ୍ବ୍ରମ। ଭୋର ସମୟରେ ବିଭିନ୍ନ ଶିକାର…
ହିମାଚଳର ଏହି ୨ଟି ଜିଲାରେ ବଢ଼ିଲା ଲକ୍ଡାଉନ ଅବଧି
ସୋଲନ,୨୫।୫: ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶର ୨ଟି ଜିଲାରେ ଜୁନ ୩୦ପର୍ଯ୍ୟନ୍ତ ଲକ୍ଡାଉନ ଅବଧି ବୃଦ୍ଧି କରାଯାଇଛି। ଦେଶରେ ଏବେ ଲକ୍ଡାଉନ ୪.୦ ଜାରି ରହିଥିବା ବେଳେ ଏହା ମେ ୩୧ରେ ଶେଷ ହେବ। ତେବେ ଆଗକୁ ଏହି ଲକ୍ଡାଉନ…
ତାମିଲନାଡ଼ୁରୁ ୨ଟି ଟ୍ରେନ୍ରେ ଫେରିବେ ପ୍ରବାସୀ
ବାରିପଦା ଅଫିସ,୨୫ା୫- ଲକ୍ଡାଉନ ଯୋଗୁ ତାମିଲନାଡୁରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ମଙ୍ଗଳବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ବାରିପଦାକୁ ଫେରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଟ୍ରେନ୍ ୨ଟି ବାରିପଦାର ଭଞ୍ଜପୁର ଷ୍ଟେଶନଠାରେ ଅଟକିବ।…
ଗୁରୁଗ୍ରାମରୁ ବିହାର ପର୍ଯ୍ୟନ୍ତ ସାଇକେଲରେ ଯାତ୍ରା କରିଥିବା ଜ୍ୟୋତିଙ୍କ ସମ୍ମାନରେ ଡାକ ଟିକେଟ ଜାରି
ପାଟନା,୨୫।୫: ଲକ୍ଡାଉନ ଯୋଗୁ ବାହାରେ ଫସିରହିଥିବା ଜ୍ୟୋତି ଓ ତାଙ୍କ ପିତାଙ୍କୁ ନେଇ ଏବେ ଚର୍ଚ୍ଚା ଚାରିଆଡେ। ପିତାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ବିହାର ଦରଭଙ୍ଗା ପର୍ଯ୍ୟନ୍ତ ପ୍ରାୟ ୧୨୦୦ କିଲୋମିଟର ଯାତ୍ରା କରିଥିବା ମାତ୍ର ୧୫ ବର୍ଷୀୟ ଜ୍ୟୋତିଙ୍କ ସାହସ…
ଭୋପାଳ ରାଜଭବନକୁ ପହଞ୍ଚିଲା କରୋନା
ଭୋପାଳ,୨୫।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସୋମବାର ୨୪ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସହରର ହଟସ୍ପଟ ଜୋନ କରୋନା ସଂକ୍ରମଣର ଶିକାର ହେଉଥିବା ବେଳେ ଏବେ ସବୁଠାରୁ ସୁରକ୍ଷିତ ସ୍ଥାନ ଭାବେ ଜଣାଶୁଣା ରାଜଭବନରେ ମଧ୍ୟ କରୋନା…
ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ମିଳିଲା ଅନୁମତି: ବିନା ଶୋଭାଯାତ୍ରାରେ ହେବ ଶିବ ବିବାହ
ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ ସଜ୍ଜାରେ…
ନଏଡା ପରେ ଏବେ ଗାଜିଆବାଦ ବର୍ଡର ସିଲ୍: କେବଳ ପାସ୍ଧାରୀଙ୍କୁ ମିଳିବ ପ୍ରବେଶ ଅନୁମତି
ଗାଜିଆବାଦ,୨୫।୫: ଉତ୍ତରପ୍ରଦେଶ ଗାଜିଆବାଦରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ମାମଲା ତୀବ୍ରଗତିରେ ବଢ଼ିବାରେ ଲାଗିଛି। କରୋନା ମାମଲାକୁ ବଢ଼ୁଥିବା ଦେଖି ଗାଜିଆବାଦ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ସୋମବାର ଦିଲ୍ଲୀ-ଗାଜିଆବାଦ ବର୍ଡରକୁ ସିଲ୍ କରିବା ପାଇଁ ଗାଜିଆବାଦ ଜିଲାପାଳ…
କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍
ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ ୭ଟାରୁ ସା ୭ଟା ଯାଏ ବସ ଚଳାଚଳ କରିବ ବୋଲି ନିଷ୍ପତି ନିଆଯାଇଛି। ଏୟାରପୋର୍ଟ-ସିଡିଏ,…
ଆଜିଠୁ ଘରୋଇ ସେବା ଦେବ ମୋବସ୍
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦ୍ୱାରା ପରିଚାଳିତ ମୋବସ ସେବା ମଙ୍ଗଳବାରଠାରୁ ଘରୋଇ ସେବା ଯୋଗାଇବ। ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏଁ ବିନା ଶୀତତାପ ନିୟନ୍ତ୍ରିତ ମୋବସ ସେବା ୭ଟି…
ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ
ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି।…
ଟେଷ୍ଟ ଅଧିନାୟକ ହେବାକୁ ଏଲ୍ଗାରଙ୍କ ଇଚ୍ଛା
ଜୋହାନ୍ସବର୍ଗ,୨୫।୫(ପି.ଟି.): ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ ହେବାକୁ ଓପନର ଡିନ୍ ଏଲ୍ଗାର ଇଚ୍ଛା ଜାହିର କରିଛନ୍ତି। ସ୍ବତଃପ୍ରବୃତ୍ତ ଭାବେ ମୋ ପାଖରେ ନେତୃତ୍ୱ ନେବାର କଳା ରହିଛି। ଯଦି ନେତୃତ୍ୱ ପ୍ରଦାନ କରାଯାଏ ତାହାଲେ କଠିନ ପରିଶ୍ରମ କରିବି ଓ ସଫଳ…
ଭାରତ ପାଇଁ ଟି୨୦ ଖେଳିବାକୁ ପ୍ରସ୍ତୁତ: ହରଭଜନ
ନୂଆଦିଲ୍ଲୀ,୨୫।୫: ପୂର୍ବତନ ଅଫ୍ ସ୍ପିନର ହରଭଜନ ସିଂ ପୁଣି ଥରେ ଭାରତ ପାଇଁ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଭାରତ ପାଇଁ ପୁଣି ଖେଳିବାକୁ ପ୍ରସ୍ତୁତ ଓ ସମ୍ପୂର୍ଣ୍ଣ ଭାବେ ଫିଟ୍ ଅଛି ବୋଲି ସେ କହିଛନ୍ତି। ଆସନ୍ତା ଜୁଲାଇରେ ସେ…
Archives


