ରାମାୟଣରେ ଦଶରଥ, କୌଶଲ୍ୟାଙ୍କ ଭୂମିକାରେ ଅଭିନୟ କରିଥିଲେ ଏହି ଯୋଡ଼ି, ବାସ୍ତବ ଜୀବନରେ ସ୍ବାମୀ-ସ୍ତ୍ରୀ
ମୁମ୍ବାଇ: ୩୩ ବର୍ଷ ପରେ ପୁଣି ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପ୍ରସାରିତ ହେଉଛି। ଏଥିରେ ଅଭିନୟ କରିଥିବା ଏକ ଯୋଡ଼ି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ଦଶରଥ ଏବଂ କୌଶଲ୍ୟାଙ୍କ କଥା କହୁଛୁ। ରାମାୟଣରେ ଦଶରଥ ଭୂମିକାରେ…
ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ଆହ୍ବାନ;ବାହାରେ ଫସିଥିବା ୫ ଲକ୍ଷ ଓଡ଼ିଆ ରାଜ୍ୟକୁ ଫେରିବେ, ଚିହ୍ନଟ କରି କ୍ୱାରାଣ୍ଟାଇନ୍ରେ ରଖିବାକୁ ହେବ: ବାଗ୍ଚୀ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଇତିମଧ୍ୟରେ ରାଜ୍ୟ ସରକାର ୩ଟି ପର୍ଯ୍ୟାୟକୁ ସଫଳତାର ସହ ସାମ୍ନା କରିପାରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବାହାରୁ ଆସୁଥିବା ଲୋକଙ୍କ ପଞ୍ଜୀକରଣ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ନିଜାମୁଦ୍ଦିନ ଲିଙ୍କ ଏବଂ ତତ୍ଜନିତ ସଂକ୍ରମଣ ରହିଥିଲା। ସେହିଭଳି ତୃତୀୟ ପର୍ଯ୍ୟାୟରେ ପଶ୍ଚିମବଙ୍ଗ…
ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ଼ ମାରି ଥାନା ଅଧିକାରୀ ଗଲେ
କଣ୍ଟାବାଞ୍ଜି,୨୨।୪(ଡି.ଏନ.ଏ.) କଣ୍ଟାବାଞ୍ଜି ଥାନା ଅଧିକାରୀ ବିଜୟାନନ୍ଦ କରକରା ଜଣେ ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ଼ ମାରି ଅନ୍ୟତ୍ର ବଦଳି ହୋଇଛନ୍ତି। ଗତ ୧୬ ତାରିଖ ବିଦ୍ୟୁତ୍ ବିଭାଗର କେତେକ କର୍ମଚାରୀ ବିଭାଗୀୟ ଗାଡିରେ ଡ୍ୟୁଟି କରୁଥିଲେ। ହେଲେ ଇନ୍ଦିରା ଛକ ନିକଟରେ ପୋଲିସ…
ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ବର୍ଷ ଜେଲ୍ ଦଣ୍ଡ: ମୋଦି ସରକାର ଆଣିଲେ ଅଧ୍ୟାଦେଶ
ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍ ମହାସଙ୍କଟ ମଧ୍ୟରେ ଦେଶର ଡାକ୍ତର ଓ ନର୍ସଙ୍କ ଉପରେ କିଛି ଦିନରୁ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୋଦି ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି। ବୁଧବାର…
୩ ମାସର ପୁଅକୁ ଧରି ଡ୍ୟୁଟି
ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ ସମଗ୍ର ଦେଶବାସୀଙ୍କୁ ସହଯୋଗ କରିବାକୁ ଆହ୍ବାନ ମଧ୍ୟ କରାଯାଉଛି। ସେହିପରି ଏହି ଲଢ଼େଇରେ ସ୍ବାସ୍ଥ୍ୟ…
ପ୍ରଥମ ଥର ପାଇଁ ମାସ୍କ ପିନ୍ଧି ନଜର ଆସିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମୁକାବିଲା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ ବିଭିନ୍ନ ସୂଚନା ପ୍ରଦାନ କରୁଛନ୍ତି। ହେଲେ ଭିଡିଓରେ ତାଙ୍କୁ ମାସ୍କ ପିନ୍ଧିଥିବା ଦେଖିବାକୁ…
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର ଥାନା ପୋଲିସକୁ ସମ୍ବର୍ଦ୍ଧନା କରାଯାଇଛି। ମଙ୍ଗଳବାର ଭାଜପାର ପୂର୍ବତନ ଜିଲା ସଭାପତି ବଦ୍ରିନାରାୟଣ…
ଲକ୍ଡାଉନ୍ ଊଲ୍ଲଂଘନ ଅଭିଯୋଗ , ୯ ଦୋକାନୀ ଗିରଫ
ଭଣ୍ଡାରିପୋଖରୀ, ୨୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ ଜଣ କରନା ରୋଗୀ ଚିହ୍ନଟ ହେବା ପରେ ବ୍ଲକର ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଛି। ଏହା ଛଡ଼ା ଲକଡାଉନ କଟକଣାକୁ ବ୍ଲକ ଅଞ୍ଚଳରେ କଡାକଡ଼ି କରାଯାଇଛି। କଟକଣା ସତ୍ତ୍ୱେ ଭଣ୍ଡାରିପୋଖରୀ ବଜାରରେ କେତକ…
ଭିଡ଼ିଓ କନଫେରେନ୍ସିଂରେ ସରପଞ୍ଚଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ
ବରଗଡ଼ ଅଫିସ୍,୨୨।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସରପଞ୍ଚମାନଙ୍କ ସହିତ ଭିଡ଼ିଓ କନଫେରେନ୍ସିଂ ଜରିଆରେ କଥାବାର୍ତ୍ତା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଲକ୍ ଡାଉନ କଟକଣା ଯୋଗୁ ରାଜ୍ୟ ବାହାରେ ରହିଥିବା ଲୋକଙ୍କୁ ନିଜ ଅଞ୍ଚଳକୁ ଫେରାଇ ଆଣିବା ପାଇଁ ପଞ୍ଚାୟତସ୍ତରରେ…
ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା
ବରଗଡ଼ ଅଫିସ୍,୨୨।୪: ମହାମାରୀ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍ ଡାଉନ୍ କଟକଣା ଲାଗୁ କରାଯାଇଛି । କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନକୁ ଏଥିରୁ…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ବୁଧବାର ୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ…
ଲକ୍ ଡାଉନ ନିୟମ ଉଲ୍ଲଂଘନ, ୨ ଦୋକାନ ସିଲ୍ କଲା ପ୍ରଶାସନ
ବରଗଡ଼ ଅଫିସ୍,୨୨।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ୍ କଟକଣା ଲାଗୁ ହୋଇଛି । ଏଥିରୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକୁଥିବା ଦୋକାନକୁ ବାଦ୍ ଦିଆଯାଇଛି । ମାତ୍ର କେତେକ ସ୍ଥଳେ ପ୍ରଶାସନର ଆଖିରେ ଧୂଳି…
Archives


