ସ୍ବାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଇଲେ ଡାକ୍ତର
କଟକ ଅଫିସ, ୨୨।୪: ବର୍ତ୍ତମାନ ସମୟରେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନସିିକ ଚାପ ଦେଇ ଗତି କରୁଛନ୍ତି। ସେହିପରି ଏହି ସ୍ବାସ୍ଥ୍ୟକର୍ମୀମାନଙ୍କ ପରିବାର ଲୋକେ ମଧ୍ୟ…
ଭାଷଣ ନୁହେଁ, ରାଶନ ଦେବାକୁ ଦାବି କଲେ ଦିନ ମଜୁରିଆ
ଭଦ୍ରକ ଅଫିସ,୨୨ା୪: ବୁଧବାର ଭଦ୍ରକ ସିଆଇଟିୟୁ ନେତା ଦିବ୍ୟସିଂହ ନାୟକଙ୍କ ନେତୃତ୍ୱରେ କିଛି ଅଣସଂଗଠିତ ଶ୍ରମିକ, ରିକ୍ସା ଚାଳକ ଓ ଦିନ ମଜୁରିଆମାନେ ଭାଷଣ ନୁହେଁ, ରାଶନ ଦିଅ ବୋଲି ଦାବି କରିଛନ୍ତି। ଲକ୍ଡାଉନ୍ କଟକଣା ଥିବାରୁ ଏହି ଶ୍ରମିକମାନେ ସିଆଇଟିୟୁ…
କର୍ତ୍ତବ୍ୟ ଆଗ: ୮ ମାସର ଗର୍ଭବତୀ ସତ୍ତ୍ୱେ ଡ୍ୟୁଟି କରୁଛନ୍ତି ଏସ୍ଆଇ ମମତା
କଟକ ଅଫିସ,୨୨।୪: କରୋନା (କୋଭିଡ-୧୯)ମୁକାବିଲା ପାଇଁ ଏବେ ସବୁଆଡ଼େ ଲକ୍ଡାଉନ। ଏହାକୁ କଡ଼ାକଡ଼ି ପାଳନ କରିବାରେ ମୁଖ୍ୟଭୂମିକା ଗ୍ରହଣ କରିଛି ପୋଲିସ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଏମିତି ଅଧିକାରୀ ଏବଂ ପୋଲିସ କର୍ମଚାରୀ ଡ୍ୟୁଟି କରୁଛନ୍ତି, ଯେଉଁମାନେ ଅନ୍ୟମାନଙ୍କ ପାଇଁ…
ଗଛପଡ଼ି ରାଇକିଆ-ଇନ୍ଦ୍ରଗଡ଼ ଯାତାୟାତ ବନ୍ଦ
ରାଇକିଆ,୨୨ା୪(ଡି.ଏନ୍.ଏ.) : କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଲୋକଙ୍କ ଘର ଛପର ଉଡ଼ିଯାଇଛି। ବଡ଼ବଡ଼ ଗଛ ମଧ୍ୟ ଉପୁଡ଼ି ପଡ଼ିଛି। ଘାଟି ତଳ ପଞ୍ଚାୟତରେ ମଧ୍ୟ ବହୁ କ୍ଷୟକ୍ଷତି…
କରୋନା ସଂକ୍ରମଣ: ମୃତକଙ୍କ ପାଇଁ ୧୫ ପୃଷ୍ଠାର ଶୋକ ପ୍ରକାଶ କଲା ଆମେରିକା ଖବର କାଗଜ
ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଆମେରିକାର ଏକ ଖବର କାଗଜ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିବା ଲୋକଙ୍କ ଉଦ୍ଦେଶ୍ୟରେ ୧୫ ପୃଷ୍ଠାର ଶୋକ ପ୍ରକାଶ କରିଛି। ଏପ୍ରିଲ୍ ୧୯ରେ ମୃତ୍ୟୁ ଘଟିଥିବା ଲୋକଙ୍କ ପାଇଁ ‘…
ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍ସଆପ୍ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା
ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ ତଥ୍ୟ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି। ଏ ନେଇ ଏକ ହ୍ବାଟ୍ସ…
ମାଡ଼ି ଆସୁଥିବା ବିପଦକୁ ରୋକିବାର ଉପାୟ ପୃଥିବୀବାସୀଙ୍କ ହାତରେ: ବିଶ୍ୱତାପନ-ଜଳବାୟୁ ପରିବର୍ତ୍ତନକୁ ନିୟନ୍ତ୍ରଣ କରିବାର ରହିଛି ଆବଶ୍ୟକତା
ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଏନେଇ ଲକ୍ ଡାଉନ୍ ଜାରି ହୋଇଛି। ତେବେ ଏହାର ସକାରାତ୍ମକ ପ୍ରଭାବ ପରିବେଶ ଉପରେ ପଡ଼ିଛି। ଯାନବାହାନ ଚଳାଚଳ ନ କରିବାରୁ ବାୟୁମଣ୍ଡଳରେ ଅମ୍ଳଜାନସ୍ତର ଅପେକ୍ଷାକୃତ ଭଲସ୍ଥିତିରେ…
୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ
ଗୁଡଭେଲା,୨୨ା୪(ଡି.ଏନ୍.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା ବେଳେ ୪୩୫ଟି ଶଯ୍ୟା ପ୍ରସ୍ତୁତ ରହିଛି। ଏହି ସମସ୍ତ କେନ୍ଦ୍ରକୁ ବ୍ଲକ ଅଧ୍ୟକ୍ଷ ତଥା…
କରୋନା ସଂକ୍ରମଣ: ଲିଭର ଖରାପ ହେବାରୁ କଳା ପଡ଼ିଗଲା ୨ ଡାକ୍ତରଙ୍କ ତ୍ୱଚା ରଙ୍ଗ
ବେଜିଂ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଉଦ୍ୟମ ମଧ୍ୟ ଅବ୍ୟାହତ ରହିଛି। କରୋନା ସଂକ୍ରମଣ ଯୋଗୁ ଶ୍ୱାସନଳୀରେ ସଂକ୍ରମଣ ହେବାସହିତ ଲିଭର ମଧ୍ୟ ପ୍ରଭାବିତ ହୋଇଥାଏ। ଏହାପରେ କିଡ୍ନୀ ଖରାପ ହୋଇଯାଏ…
ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ
ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ତେବେ ଏହାର…
କରୋନା ସଂକ୍ରମଣ: ପିତାଙ୍କ ମୃତଦେହ ନେବାକୁ ମନାକଲେ ପୁଅ; ତହସିଲଦାର କଲେ ଅନ୍ତିମ ସଂସ୍କାର
ଭୋପାଳ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। କରୋନା ଯୋଗୁ ରକ୍ତ ସମ୍ପର୍କରେ ମଧ୍ୟ ଫାଟ ସୃଷ୍ଟି…
କାର୍ରେ କୋଭିଡ-୧୯ ପାସ୍ ଲଗାଇ ମଦ ବେପାର
ଭୁବନେଶ୍ୱର,୨୨ା୪ (ବ୍ୟୁରୋ): ରାଜଧାନୀରେ କଡ଼ା କଟକଣା ସତ୍ତ୍ୱେ ଚାଲିଛି ବେଆଇନ ମଦ ବେପାର। ଦାମୀ କାର୍ରେ ଛୋଟ ମଦୁଆଙ୍କଠାରୁ ଆରମ୍ଭ କରି ବଡ଼ବଡ଼ିଆଙ୍କୁ ଯୋଗାଯାଉଛି ମଦ। ଦାମୀ କାରରେ କୋଭିଡ-୧୯ ପାସ୍ ଲଗାଇ ଚାଲିଥିବା ଏହି କାରବାର ଧରାପଡିଛି। ଏଥିରେ ସମ୍ପୃକ୍ତ…
Archives


