Home

ସ୍ବିଡେନରେ ନାହିଁ ଲକ୍‌ଡାଉନ

ଷ୍ଟକ୍‌ହୋମ,୨୨।୪: ସ୍ବିଡେନ୍‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୭୭୭ରେ ପହଞ୍ଚି ଥିବାବେଳେ ୧,୫୮୦ ଜଣଙ୍କ ଜୀବନ ଯାଇଛି। ତେବେ ଏହାର ମୁକାବିଲା ପାଇଁ ସ୍ବିଡେନରେ ଲକ୍‌ଡାଉନ କଟକଣା ସେଭଳି ଫଳପ୍ରଦ ନୁହେଁ ବୋଲି କୁହାଯାଇଛି। ଭୂତାଣୁଠାରୁ ଲୋକଙ୍କୁ ଦୂରେଇ ରଖିବା ଲାଗି ଲକ୍‌ଡାଉନର…

ଲକ୍‌ଡାଉନ୍‌ ଟାଇମ୍‌ପାସ୍‌: ଅନ୍‌ଲାଇନ୍‌ ଗେମିଂର ଡିମାଣ୍ଡ ବଢ଼ିଲା

ସସ୍ମିତା ପାଇକରାୟ ଭୁବନେଶ୍ୱର, ୨୨ା୪ (ବ୍ୟୁରୋ): କରୋନା ବଦଳାଇ ଦେଇଛି ଲୋକଙ୍କ ଜୀବନଶୈଳୀ। ଲକ୍‌ଡାଉନ୍‌ ଯୋଗୁ ଲୋକେ ଦିନରାତି ଘରେ ରହୁଥିବାବେଳେ ଟାଇମ୍‌ପାସ୍‌ ପାଇଁ ଭିନ୍ନ ଭିନ୍ନ ପନ୍ଥା ଆପଣାଇଛନ୍ତି। କିଏ ପିଲାଛୁଆ ଓ ପରିବାର ସହ ବିଭିନ୍ନ ଇନ୍‌ଡୋର ଆକ୍ଟିଭିଟିଜ୍‌ରେ…

ଗଣମାଧ୍ୟମର ତଣ୍ଟି ଚିପୁଛି କରୋନା

ପ୍ୟାରିସ୍‌,୨୨ା୪ : କରୋନା ମହାମାରୀ ସାରା ବିଶ୍ୱରେ ଗଣମାଧ୍ୟମ ସ୍ବାଧୀନତା ପ୍ରତି ବିପଦ ସୃଷ୍ଟି କରିଥିବା ‘ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ’ ପକ୍ଷରୁ ସତର୍କ କରିଦିଆଯାଇଛି। ବିଶ୍ୱ ଗଣମାଧ୍ୟମ ସ୍ବାଧୀନତାର ବାର୍ଷିକ ମୂଲ୍ୟାୟନ ରିପୋର୍ଟରେ ମଙ୍ଗଳବାର ଏହି ମିଡିଆ ଓ୍ବାଚ୍‌ଡଗ୍‌ କହିଛି, ସ୍ବାସ୍ଥ୍ୟ…

ଆମେରିକାରେ କରୋନା କାଳ: କୃଷ୍ଣକାୟଙ୍କୁ ଦୋହରା ମାଡ଼

ଓ୍ବାଶିଂଟନ,୨୨ା୪ : ଆମେରିକାରେ କରୋନା ଭାଇରସ୍‌ ଏକ ବିଚିତ୍ର ରୋଗ ଭାବେ ଆବିର୍ଭୂତ, ଯହିଁରେ ଏକ ନିର୍ଦ୍ଦିଷ୍ଟ ବର୍ଣ୍ଣର ଲୋକେ ଅଧିକ ସଂକ୍ରମିତ ହେଉଛନ୍ତି। କୃଷ୍ଣକାୟଙ୍କଠାରେ ଏହାର କ୍ରୂରତା ଅଧିକ ଦେଖିବାକୁ ମିଳୁଛି। ମୃତକଙ୍କ ମଧ୍ୟରେ ଏପରି ଅନେକ ଅଛନ୍ତି, ଯେଉଁମାନେ…

ଜୁମ୍‌ ଆପ୍‌କୁ ହାଇକୋର୍ଟଙ୍କ ନା

କଟକ ଅଫିସ,୨୨।୪: ସମ୍ପ୍ରତି ଲକ୍‌ଡାଉନ୍‌ ଜାରିଥିବାରୁ ହାଇକୋର୍ଟରେ ଭିଡିିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି ଚାଲିଛି। ଏଥିପାଇଁ ଗତ ୯ ତାରିଖଠାରୁ ‘ଓଡ଼ିଶା ହାଇକୋର୍ଟ ଇ-ଫାଇଲିଂ ଆଣ୍ଡ ଭିଡିିଓ କନ୍‌ଫରେନ୍ସିଂ ସ୍କିମ୍‌-୨୦୨୦’ ଆରମ୍ଭ ହୋଇଛି। ଏହି ସ୍କିମ୍‌ ଅନୁଯାୟୀ ଭିଡିିଓ କଲ୍‌, ବିଶେଷ…

ସୀମା ସିଲ୍‌ ଅଞ୍ଚଳ ପରିଦର୍ଶନ କଲେ ଡିଜିପି

ବାଲେଶ୍ୱର ଅଫିସ/ଜଳେଶ୍ୱର/ବାରିପଦା ଅଫିସ, ୨୧ା୪(ସ୍ବ.ପ୍ର.)-ଓଡ଼ିଶାରେ ଚିହ୍ନଟ ହୋଇଥିବା ସର୍ବାଧିକ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ଜଣାପଡିବା ପରେ ରାଜ୍ୟ ସରକାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା କଡାକଡି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ସୀମା ସିଲ୍‌ ଅଞ୍ଚଳର ବାସ୍ତବ ସ୍ଥିତି ପରିଖିବା…

ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା ଏକ ମନ୍ଦିର ମଙ୍ଗଳବାର ସକାଳେ ଖୋଲାଥିବାରୁ କେତେଜଣ ଲୋକ ସେଠାକୁ ପୂଜା କରିବାକୁ…

ଚିତ୍ରକଳାରେ କରୋନା ସଚେତନତା

ଆସିକା,୨୧ା୪(ଡି.ଏନ୍‌.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଛି । ଚିତ୍ରାଙ୍କନରେ କରୋନା ମୁକାବିଲା ନିମନ୍ତେ ଜନସାଧାରଣଙ୍କୁ ଆହ୍ବାନ…

୮ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଲା ସ୍ବାସ୍ଥ୍ୟ ବିଭାଗ: ୬୧ନଂ ବୁଲିଛନ୍ତି ୭ ଡାକ୍ତରଖାନା, ୬୨ରୁ ୬୬ନଂଙ୍କ କୋଲକାତା ଲିଙ୍କ

ଭୁବନେଶ୍ୱର, ୨୧।୪(ବ୍ୟୁରୋ)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ୭୯କୁ ଛୁଇଁଛି। ସେପଟେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ପୂର୍ବ ୮ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରିର ତଥ୍ୟ ପ୍ରଦାନ କରାଯାଇଛି। ବାଲେଶ୍ୱର, ଭଦ୍ରକ ଓ ସୁନ୍ଦରଗଡ଼ର…

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ…

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ ହାଉସଠାରେ…

କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ

ସୁୁନ୍ଦରଗଡ, ୨୧।୪ (ଡି.ଏନ୍‌.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି ଏମାନେ ଦିନ ରାତିକୁ ଏକ କରିଦେଇଛନ୍ତି। ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକେଇ ସାମୂହିକ ସ୍ବାର୍ଥକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri