ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର
ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ(ସ୍ପେଶାଲ ଟାକ୍ସ ଫୋର୍ସ)। ଏସ୍ଟିଏଫ୍ ଚାଲାଣ କରାଯାଉଥିବା ବାଲେରୋ ସହ ୪ କେଜି ୪୮୬ ଗ୍ରାମର…
ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’
ସର୍ଜିକାଲ ଷ୍ଟ୍ରାଇକ୍ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ:ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ ଗଲଓ୍ବାନ ଘାଟିରେ…
ସୁଶାନ୍ତଙ୍କ ବାନ୍ଧବୀ ରିୟାଙ୍କୁ ୯ ଘଣ୍ଟା ଜେରା କଲା ବାନ୍ଦ୍ରା ପୋଲିସ
ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ବହୁ ଚର୍ଚ୍ଚା ହେଉଛି। ଏ ଦିଗରେ ମୁମ୍ବାଇ ପୋଲିସ ତାର ତଦନ୍ତକୁ ଜୋରଦାର କରିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ପୋଲିସ ଦୀର୍ଘ ୯ ଘଣ୍ଟା ଧରି ପଚରାଉଚରା…
ଭାରତ-ଚାଇନା ବିବାଦକୁ ନେଇ ସର୍ବଦଳୀୟ ବୈଠକ: ଏଏପି ବ୍ୟତୀତ ସାମିଲ ହେଲେ ୨୦ ଦଳ
ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନରେ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଦଳ ଆମ ଆଦମୀ ପାର୍ଟି(ଏଏପି)କୁ ଡକାଯାଇ ନ ଥିବା ଜଣାପଡିଛି। ଏହାକୁ…
୯୦୦୦ ଟଙ୍କା କମ୍ ମୂଲ୍ୟରେ କିଣିପାରିବେ ସାମସଙ୍ଗ ଗାଲାକ୍ସି ନୋଟ ୧୦ ଲାଇଟ୍
ନୂଆଦିଲ୍ଲୀ,୧୯।୬: ଦକ୍ଷିଣ କୋରିଆ ଟେକ୍ନୋଲୋଜି କମ୍ପାନୀ ସାମସଙ୍ଗ ଗାଲାକ୍ସି ନୋଟ ୧୦ ଲାଇଟ୍ ମୂଲ୍ୟ ହ୍ରାସ କରିଛି। ବର୍ତ୍ତମାନ ଗାଲାକ୍ସି ନୋଟ ୧୦ ଲାଇଟ୍କୁ ମୂଳ ମୂଲ୍ୟଠାରୁ ମାତ୍ର ୪,୦୦୦ ଟଙ୍କା କମ୍ରେ କିଣାଯାଇପାରିବ। ଏହା ବ୍ୟତୀତ ୫୦୦୦ ଟଙ୍କା ପର୍ଯ୍ୟନ୍ତ…
ମହାନଦୀ ପାରି ହେବାବେଳେ ବୁଡି ଗଲା ଡଙ୍ଗା: ପହଁରି ପହଁରି କୂଳରେ ଲାଗିଲେ ଶ୍ରମିକ
ମହାକାଳପଡା,୧୯।୬(ଡି.ଏନ୍.ଏ)-କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ରାମନଗର ପିତାପାଟ ନିକଟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମହାନଦୀ ପାରି ହୋଇ ପାରାଦୀପକୁ କାମ କରିବାକୁ ଯାଉଥିବାବେଳେ ଏକ ଡଙ୍ଗା ବୁଡି ଯାଇଛି। ଫଳରେ ଉକ୍ତ ଡଙ୍ଗାରେ ଥିବା ୫ଜଣ ଶ୍ରମିକ ଅଳ୍ପକେ…
ସଲମାନଙ୍କ ଉପରେ ରାଗୁଛନ୍ତି ସୁଶାନ୍ତଙ୍କ ପ୍ରଶଂସକ: ବିଙ୍ଗ୍ ହ୍ୟୁମାନ ଷ୍ଟୋରରେ ପଶି କଲେ ଭଙ୍ଗାରୁଜା
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ସିନେଜଗତ, ରାଜନେତା ଏବଂ ଅନ୍ୟ କେତେକ ଲୋକଙ୍କ କହିବା ଅନୁଯାୟୀ, ବଲିଉଡ୍ରେ ସୁଶାନ୍ତଙ୍କୁ ଭେଦଭାବର ସାମ୍ନା କରିବାକୁ ପଡ଼ୁଥିଲା।…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ…
୨୯ବର୍ଷ ପରେ ଏହି ଦେଶରେ ଦେଖିବାକୁ ମିଳିଲା ବିରଳ ଧଳା ହ୍ବେଲ
କାନବେରା,୧୯।୬: ଦକ୍ଷିଣ ଅଷ୍ଟ୍ରେଲିଆର ଏକ ସମୁଦ୍ରରେ ୨୯ବର୍ଷ ପରେ ଏକ ବିରଳ ଧଳା ହମ୍ପବେକ ହ୍ବେଲ ଦେଖିବାକୁ ମିଳିଛି। ଏହା ପୂର୍ବରୁ ୧୯୯୧ରେ ଏହି ହ୍ବେଲକୁ ଏଠାରେ ଦେଖିବାକୁ ମିଳିଥିଲା। ପୁଣିଥରେ ଏହି ଅଞ୍ଚଳରେ ବିରଳ ଧଳା ହମ୍ପବେକ ହ୍ବେଲ ବାହାରିଛି।…
ଏଟିଏମ୍ରୁ ନକଲି ନୋଟ ବାହାରିଲେ କରିବେ କ’ଣ…କିପରି ଫେରି ପାଇବେ ଟଙ୍କା ଜାଣନ୍ତୁ
ଆଜିର ଅତ୍ୟାଧୁନିକ ସମୟରେ ଡିଜିଟାଲ ନେଣଦେଣ ଜନଆଦୃତି ଲାଭ କଲାଣି। ବିଶେଷକରି ଏଟିଏମ୍ର ବ୍ୟବହାର ଦିନକୁ ଦିନ ବଢ଼ୁଛି। ଏହାଦ୍ୱାରା ଦରକାର ସମୟରେ ଟଙ୍କା ଉଠାଯାଇପାରୁଛି। ହେଲେ ବେଳେବେଳେ ଏଟିଏମ୍ରୁ ଟଙ୍କା ଉଠାଇବା ବେଳେ ନକଲି ନୋଟ ବାହାରିଥାଏ। ଏହାକୁ ନେଇ…
ନିଜକୁ କରୋନା ପଜିଟିଭ୍ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ
ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ କରୁଥିବା…
ରଥଯାତ୍ରା ପାଇଁ ପୁଣି ପିଟିସନ୍: ପୁରୀ ସହରକୁ ସଟ୍ଡାଉନ୍ କରି ରଥଯାତ୍ରା କରାଯାଉ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ୍ ହୁସେନ୍ ପିଟିସନ୍ ଦାୟର କରିଛନ୍ତି। କେବଳ ପୁରୀ ରଥଯାତ୍ରାକୁ ଅନୁମତି…

