Home

ଏଟିଏମ୍‌ରୁ ନକଲି ନୋଟ ବାହାରିଲେ କରିବେ କ’ଣ…କିପରି ଫେରି ପାଇବେ ଟଙ୍କା ଜାଣନ୍ତୁ

ଆଜିର ଅତ୍ୟାଧୁନିକ ସମୟରେ ଡିଜିଟାଲ ନେଣଦେଣ ଜନଆଦୃତି ଲାଭ କଲାଣି। ବିଶେଷକରି ଏଟିଏମ୍‌ର ବ୍ୟବହାର ଦିନକୁ ଦିନ ବଢ଼ୁଛି। ଏହାଦ୍ୱାରା ଦରକାର ସମୟରେ ଟଙ୍କା ଉଠାଯାଇପାରୁଛି। ହେଲେ ବେଳେବେଳେ ଏଟିଏମ୍‌ରୁ ଟଙ୍କା ଉଠାଇବା ବେଳେ ନକଲି ନୋଟ ବାହାରିଥାଏ। ଏହାକୁ ନେଇ…

ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ କରୁଥିବା…

ରଥଯାତ୍ରା ପାଇଁ ପୁଣି ପିଟିସନ୍‌: ପୁରୀ ସହରକୁ ସଟ୍‌ଡାଉନ୍‌ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍‌ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ୍‌ ହୁସେନ୍‌ ପିଟିସନ୍‌ ଦାୟର କରିଛନ୍ତି। କେବଳ ପୁରୀ ରଥଯାତ୍ରାକୁ ଅନୁମତି…

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀର ସକେତ…

ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍‌ବୁଲ’ର ଟ୍ରେଲର ରିଲିଜ୍‌: ଅପରାଧ, ସସ୍‌ପେନ୍ସ, ପ୍ରେମରେ ଭରପୂର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍‌ ସିରିଜ୍‌ ‘ବୁଲବୁଲ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍‌ ସିରିଜ୍‌…

ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍‌ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି ତାଙ୍କ ସହ ବିତାଇଥିବା ସମୟକୁ ମନେ ପକାଉଛନ୍ତି ତ ଆଉ କେହି ସୋସିଆଲ ମିଡିଆରେ…

ମହେଶ ଭଟ୍ଟଙ୍କ ସହ ଫଟୋକୁ ନେଇ ଟ୍ରୋଲ ହେଉଛନ୍ତି ସୁଶାନ୍ତଙ୍କ କଥିତ ପ୍ରେମିକା ରିଆ

ବମ୍ବେ: ‘ଏମ୍‌ଏସ୍‌ ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଫେମ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କର ଆତ୍ମହତ୍ୟା ଅନେକ ପ୍ରଶ୍ନକୁ ଉଦ୍‌ଜୀବିତ କରିଛି। ବଲିଉଡ୍‌ର ନାମିଦାମୀ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତକୁ…

ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି ପାଇଛି। ଚିହ୍ନଟ ଜଣକ ମାଲକାନଗିରି ବ୍ଲକ ଗୌଡଗୁଡା ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡିଛି। ସେ…

ଭେଣ୍ଟିଲେଟରରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ପୁଣି ବିଗିଡ଼ିଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨ ଦିନ ପୂର୍ବରୁ ସତ୍ୟେନ୍ଦ୍ରଙ୍କ କରୋନା ପଜିଟିଭ୍‌ ବାହାରିଥିଲା। ଦିଲ୍ଲୀ ରାଜୀବ ଗାନ୍ଧୀ ହସ୍ପିଟାଲରେ…

ଗଞ୍ଜାମ ଜିଲାପାଳଙ୍କ ଅଚାନକ ପୁରୁଷୋତ୍ତମପୁର ଗସ୍ତ: ନିର୍ମାଣାଧୀନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରର ଅନିୟମିତତା ନେଇ କଲେ ଦାଗିଦ୍‌

ପୁରୁଷୋତ୍ତମପୁର,୧୯ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଅଚାନକ ପୁରୁଷୋତ୍ତମପୁର ଗସ୍ତରେ ଆସି ଏନ୍‌ଏସି ପକ୍ଷରୁ ବର୍ଜବସ୍ତୁ ପରିଚାଳନା କେନ୍ଦ୍ର (ଏମ୍‌ସିସି ଓ ଏମ୍‌ଆର୍‌ଏଫ୍‌)ର ଚାଲିଥିବା ନିର୍ମାଣାଧୀନ କାର୍ଯ୍ୟ ବୁଲି ଦେଖିଥିଲେ। ମାତ୍ର ଏହି କାର୍ଯ୍ୟ ଠିକ୍‌ ଭାବରେ…

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ବହୁଚର୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ମୃତ ଲମ୍ବୋଦରଙ୍କ ଡ୍ରାଇଭର ରୂପେଶ…

ଶ୍ରମିକ କୋଭିଡ କିଟ୍ସ କିଣାରେ ୩୦୦ କୋଟି ଦୁର୍ନୀତି ଅଭିଯୋଗ: ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପ୍ରଦୀପ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ସରକାର କୋଭିଡ ମୁକାବିଲାରେ ବ୍ୟସ୍ତ ଥିବା ବେଳେ ଏହି ସମୟରେ ବିଭିନ୍ନ ଦୁର୍ନୀତି ନେଇ ଅଭିଯୋଗ ଆସୁଛି। ଏହି କ୍ରମରେ ଶ୍ରମିକଙ୍କ ପାଇଁ କୋଭିଡ କିଟ୍ସ କିଣାରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?