ମୂଳ ଭାରତୀୟ ସୁଦର୍ଶନମ ବାବୁଙ୍କୁ ଆମେରିକାର ଶୀର୍ଷ ବିଜ୍ଞାନ ବୋର୍ଡରେ ନିଯୁକ୍ତି ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ମୂଳ ଭାରତୀୟ ଆମେରିକୀୟ ସୁଦର୍ଶନମ ବାବୁଙ୍କୁ ଦେଶର ସର୍ବୋଚ୍ଚ ବିଜ୍ଞାନ ବୋର୍ଡରେ ନିଯୁକ୍ତ କରିଛନ୍ତି। ସୁଦର୍ଶନମ ସମ୍ମାନଜନକ ଓକ ରିଜ ନ୍ୟାଶନାଲ ଲାବୋରୋଟୋରୀ(ଓଆର୍ଏନ୍ଏଲ୍)ର ହୋଇଥିବା ବେଳେ ତାଙ୍କୁ ୬ ବର୍ଷ ପାଇଁ ଆମେରିକାର…
ଭେଡ଼େନରେ ମାସ୍କ ଧରପଗଡ଼
ଭେଡ଼େନ,୨୧୪ (ଡ଼ି.ଏନ.ଏ.): ବରଗଡ଼ ଜିଲା ଭେଡ଼େନଠାରେ ମଙ୍ଗଳବାର ପ୍ରଶାସନ ମାସ୍କ ପିନ୍ଧି ନ ଥିବା ଯାତ୍ରୀଙ୍କଠାରୁ ଫାଇନ ଆଦାୟ କରିଛି। ଭେଡ଼େନ ଟ୍ରେକର ଷ୍ଟାଣ୍ଡଠାରେ ତହସିଲଦାର ସୀମା ସବିତା କୁଲୁଙ୍କ ନେତୃତ୍ୱରେ ହୋଇଥିବା ଏହି ଧରପଗଡ଼ରେ ୩୦ ଜଣ ମାସ୍କ ପିନ୍ଧି…
କରୋନ ସଙ୍କଟରେ ଆତଙ୍କବାଦୀଙ୍କ ପ୍ରତି ଇମ୍ରାନ୍ଙ୍କ କରୁଣା: ଓ୍ବାଚ୍ଲିଷ୍ଟ୍ରୁ ହଟିଲେ ୧୮,୦୦ ଜଣ
ଇସଲାମାବାଦ୍,୨୧।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ସାରା ପୃଥିବୀରେ ଲଢ଼େଇ ଜାରି ରହିଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଆତଙ୍କବାଦୀଙ୍କ ପ୍ରତି କରୁଣା ଦେଖାଇଛନ୍ତି। ପାକିସ୍ତାନର ଓ୍ବାଚ୍ଲିଷ୍ଟ୍ରୁ ୧୮,୦୦ ଆତଙ୍କବାଦୀଙ୍କୁ ହଟାଯାଇଛି। କରୋନା ଲଢ଼େଇରେ ପୃଥିବୀ ବ୍ୟସ୍ତ ଥିବାବେଳେ ପାକିସ୍ତାନ ସରକାର…
ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶକୁ ନେଇ ପ୍ରତିଷେଧ ମୂଳକ ପଦକ୍ଷେପ: କୋଷ୍ଟଗାର୍ଡ, ମେରାଇନ ପୋଲିସକୁ ଚିଠି ଲେଖିଲେ ଜିଲାପାଳ
ଛତ୍ରପୁର, ୨୧।୪(ଡି.ଏନ୍.ଏ.): ବାହାର ରାଜ୍ୟରୁ କେହି ଲୋକ ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶ କରିବାକୁ ନେଇ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରତିଷେଧକ ମୂଳକ ପଦକ୍ଷେପ ନିଆଯାଇଛି। ଏ ନେଇ ସମୁଦ୍ର ପଥରେ ନଜର ରଖିବାକୁ କୋଷ୍ଟଗାର୍ଡ, ଗଞ୍ଜାମ ଓ ବ୍ରହ୍ମପୁର…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ବରଗଡ଼ ଅଫିସ୍,୨୧।୪: ବରଗଡ଼ ଜିଲା ବୁଡ଼େନ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅଭିଯୁକ୍ତ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ, ବୁଡ଼ାମାଲ ଗ୍ରାମର ପ୍ରକାଶ ବରିହା (୧୯) । ବୁଡ଼େନ ଥାନା…
୨ ମିନିଟ୍ ମୌନ ରହି ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୨୧।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ଲକ୍ ଡାଉନ୍ ଜାରି ରହିଛି। ନିଜର ରାଜଧର୍ମକୁ ଗୁରୁତ୍ୱ ଦେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ତାଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ଦିଲ୍ଲୀର ଏମ୍ସ୍ରେ…
ଲକ୍ ଡାଉନ୍ ନିୟମ ଉଲ୍ଲଂଘନ: ୨୪୫ ଜଣଙ୍କଠାରୁ ୪୯,୩୦୦ ଟଙ୍କା ଜୋରିମାନା ଆଦାୟ
ବରଗଡ଼ ଅଫିସ୍,୨୧।୪: ଘାତକ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ୍ କଟକଣା ଲାଗୁ ହୋଇଛି । ଏହି କ୍ରମରେ ବରଗଡ଼ ଜିଲାରେ ଏହି କଟକଣାର କାର୍ଯ୍ୟକାରିତାକୁ ଜିଲା ପୋଲିସ, ପ୍ରଶାସନ ଗୁରୁତ୍ୱର ସହିତ ନେଇଛି ।…
ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି
ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ମଙ୍ଗଳବାର ଗୋଆର କଂଗ୍ରେସ ଅଧ୍ୟକ୍ଷ ଗିରିଶ ଚୋଡନକର କହିଛନ୍ତି ଗୋଆରେ ସରକାର ଠିକ୍ ଭାବେ…
୩ ଅସୁସ୍ଥ ଯାଯାବର ଶିଶୁଙ୍କ ଚିକିତ୍ସା କରାଗଲା
ବରଗଡ଼ ଅଫିସ୍,୨୧।୪: ବରଗଡ଼ର ମହିଳା ଡାକ୍ତର ସୁସ୍ମିତା ଦାଶ ୩ ଯାଯାବର ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ମାଗଣାରେ ଔଷଧ ଯୋଗାଇ ଦେଇଛନ୍ତି । ଏହା ସହିତ ଶିଶୁଙ୍କ ଖାଇବା ପାଇଁ ସେ ମାସକ ପାଇଁ ଗୁଣ୍ଡ ଦୁଗ୍ଧ ମଧ୍ୟ…
କରୋନାକୁ କରନ୍ତୁନି ହେୟଜ୍ଞାନ; ଆଗାମୀ ଦିନରେ ପୃଥିବୀରେ ସୃଷ୍ଟି କରିବ ଭୟଙ୍କର ସ୍ଥିତି: ଡବ୍ଲ୍ୟୁଏଚ୍ଓ
ଜେନେଭା,୨୧।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍ ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ କରୋନା ପୃଥିବୀରେ ଭୟଙ୍କର ସ୍ଥିତି…
ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର
ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ ହେଉନାହାନ୍ତି କିଛି ଲୋକ। ଏଥିପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନଏସି ଓ ପୋଲିସ ଦ୍ୱାରା…
କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ
ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲାପାଳ…
Archives


