ଅନ୍ଲାଇନ ମଦବିକ୍ରି ଆଳରେ ୨.୪୦ଲକ୍ଷ ସାଇବର ଠକେଇ
ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀ ମୁକାବିଲା ନେଇ ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଲକ୍ଡାଉନ୍ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ମଦଦୋକନ ବନ୍ଦ ରହିଥିବାବେଳେ ଅନ୍ଲାଇନ୍ ମଦ ବିକ୍ରି ଆଳରେ ମାତିଛନ୍ତି ସାଇବର ଠକ। ଅନ୍ଲାଇନ…
‘ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ ଦିଅ’
ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା, ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବା, ଅଧିକରୁ ଅଧିକ ଟେଷ୍ଟ କରାଇବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ହେଲେ ବର୍ତ୍ତମାନ କେନ୍ଦ୍ର ତଥା ରାଜ୍ୟ ସରକାର ଦିନ ମଜୁରିଆ ଓ ଅନ୍ୟ ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ…
କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛି। ବିମାନରେ ମୋଟ୍ ୧୩୯ ଜଣ ଯାତ୍ରୀ…
ସ୍ମୃତିରେ ସଜ୍ଜଳ କଳ୍ପନା: ପର୍ବତରାଣୀଙ୍କୁ ଝୁରୁଛି ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୨୩।୫ – ଏଭରେଷ୍ଟର ଉତ୍ତୁଙ୍ଗ ଶିଖରରେ ତ୍ରିରଙ୍ଗା ଉଡ଼ାଇବା ସ୍ବପ୍ନ ସାକାର କରୁକରୁ ସବୁଦିନ ଲାଗି ନୀରବିଗଲେ ପର୍ବତରାଣୀ କଳ୍ପନା ଦାଶ। ଏହି ଦୁଃଖଦ ଘଟଣାକୁ ଚାହୁଁ ଚାହୁଁ ବର୍ଷେ ପୂରିଛି। ଶନିବାର (ମେ’ ୨୩)ରେ ତାଙ୍କର ପ୍ରଥମ…
ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ
ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା…
ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଗ୍ରାହକ
କେନ୍ଦୁଝର/ଚମ୍ପୁଆ, ୨୩ା୫(ଡି.ଏନ୍.ଏ.)-କରୋନା ସଂକ୍ରମଣର ପ୍ରତିରୋଧ ପାଇଁ ଦେଶକୁ ଲକ୍ଡାଉନ୍ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୋକାନରୁ କିଛି ସାମଗ୍ରୀ କିଣିଲେ ଗ୍ରାହକମାନେ ସେମାନଙ୍କର ନାମ, ଠିକଣା ଓ ଫୋନ ନମ୍ବର ଲେଖିବା…
୧୦ ଦିନରେ ଚେନ୍ନାଇରୁ ମୟୂରଭଞ୍ଜ
ବିଶୋଇ,୨୩ା୫(ଡି.ଏନ୍.ଏ.)-କରୋନା ଯୋଗୁ ବର୍ତ୍ତମାନ ସାରା ଦେଶରେ ଲକ୍ଡାଉନ ପରିସ୍ଥିତି ଜାରି ହୋଇଥିବାବେଳେ ଏଥିରେ ନିଜର ପରିବାର ପୋଷଣ ନିମନ୍ତେ ବାହାର ରାଜ୍ୟକୁ ଯାଇଥିବା ପ୍ରବାସୀ ଓଡିଆଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଲକ୍ଡାଉନ କାରଣରୁ ବାହାର ରାଜ୍ୟର ଅଧିକାଂଶ ଘରୋଇ…
ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ
ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି କ୍ଷମତାର ଉପଯୋଗକରି ଅନେକ ସରପଞ୍ଚ ଚର୍ଚ୍ଚାର ପରିସରକୁ ମଧ୍ୟ ଆସିଛନ୍ତି। ତେବେ ରାୟଗଡ଼ା ଜିଲା…
ଗଛ ମୂଳରେ ସାବିତ୍ରୀ ବ୍ରତ
କେନ୍ଦୁଝର, ୨୨ା୫(ଡି.ଏନ୍.ଏ.)-କେନ୍ଦୁଝର ସହର ଓ ଆଖପାଖ ଅଞ୍ଚଳରେ ପାରମ୍ପରିକ ଶାସ୍ତ୍ରମତେ ସାବିତ୍ରୀ ବ୍ରତ ପାଳିତ ହୋଇଯାଇଛି। ସଧବା ମହିଳାମାନେ ନିଜ ସ୍ବାମୀଙ୍କର ଦୀର୍ଘାୟୁ କାମନା କରି ଏହି ବ୍ରତ କରିଥିବାବେଳେ ଏହା ପଛରେ ଥିବା ପୌରାଣିକ ଆଖ୍ୟାନକୁ ସ୍ମରଣ କରି ସାବିତ୍ରୀ…
୨୦ ପ୍ରବାସୀଙ୍କୁ ସ୍ବତନ୍ତ୍ର ଗାଡ଼ିରେ ପଠାଇଲା ପୋଲିସ
କେନ୍ଦୁଝର,୨୨ା୫(ଡି.ଏନ୍.ଏ.)-କେନ୍ଦୁଝର ସହର ମଧ୍ୟ ଦେଇ ଚାଲି ଚାଲି ଯାଉଥିବା ୨୦ ପ୍ରବାସୀଙ୍କୁ ପୋଲିସ ସ୍ବତନ୍ତ୍ର ଗାଡ଼ି ଯୋଗେ ସେମାନଙ୍କ ଘରକୁ ପଠାଇବାର ବ୍ୟବସ୍ଥା କରିଛି। ମୁମ୍ବାଇରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲି ଥିବାରୁ ଏବଂ ଲକ୍ଡାଉନ୍ରେ ଦୋକାନ, ବଜାର ବନ୍ଦ…
ପ୍ରବାସୀଙ୍କ ସହିତ ଭୋଜି ଖାଇ କ୍ୱାରାଣ୍ଟାଇନ୍ରେ ସରପଞ୍ଚ
କେନ୍ଦୁଝର,୨୨ା୫ (ସ୍ବ.ପ୍ର.)-କରୋନା ମହାମାରୀ ନିରାକରଣ ପାଇଁ ଜିଲାପାଳ କ୍ଷମତା ପାଇ କାମ କରୁଥିବା ବାଂଶପାଳ ବ୍ଲକର ଜଣେ ସରପଞ୍ଚ କେତେକ ପ୍ରବାସୀ ଓଡିଆ ସାଙ୍ଗଙ୍କ ସହ ଭୋଜି ଖାଇ କ୍ୱରାଣ୍ଟାଇନରେ ରହିଛନ୍ତି। ମଙ୍ଗଳବାର ଚେନ୍ନାଇରୁ ବିନା ପଞ୍ଜୀକରଣରେ ଫେରଥିବା ୩ ସାଙ୍ଗଙ୍କ…
କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ
କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ…
Archives


